Posted inଜାତୀୟ

ମୋଦି ସାହସିକତାର ପଦକ୍ଷେପ ନେଇଛନ୍ତି: ମୋହନ ଭାଗବତ

ନୂଆଦିଲ୍ଲୀ, ୫।୮:କେନ୍ଦ୍ର ସରକାର ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଜମ୍ମୁ-କଶ୍ମୀର ପାଇଁ ସମ୍ବିଧାନରେ ଥିବା ସ୍ବତନ୍ତ୍ର ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ସରକାରରଙ୍କ ଏହି ନିଷ୍ପତ୍ତିକୁ କେଉଁଠି ସମର୍ଥନ ମିଳୁଥିବାବେଳେ ଆଉ କେଉଁଠି ଏହାକୁ ବିରୋଧ କରାଯାଉଛି। ମୋଦିଙ୍କ ଏହି ନିଷ୍ପତ୍ତିକୁ ସମର୍ଥନ କରିଛି ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌)। ସଂଘ ପ୍ରମୁଖ ମୋହନ ଭାଗବତ କହିଛନ୍ତି, ଧାରା ୩୭୦ ଉଚ୍ଛେଦ କରି ମୋଦି ଏକ ସାହାସିକତାର ପଦକ୍ଷେପ ନେଇଛନ୍ତି। କେବଳ ଜମ୍ମୁ-କଶ୍ମୀର ପାଇଁ ନୁହେଁ, ସମଗ୍ର ଦେଶ ପାଇଁ ଏହା ଆବଶ୍ୟକ ଥିଲା ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୩୭୦ ଧାରା ପୂର୍ବରୁ ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ଆଉ ମିଳିବ ନାହିଁ। ଏଣିକି ଜମ୍ମୁ-କଶ୍ମୀର ଏକ ରାଜ୍ୟ ଭାବେ ନୁହେଁ, ଏକ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ପରିଗଣିତ ହେବ ଏବଂ ଆଗରୁ ଏହା ସହିତ ସାମିଲ ଥିବା ଲଦାଖ ଏବେ ତା’ଠାରୁ ଅଲଗା ହୋଇ ଏକ ସ୍ବତନ୍ତ୍ର କେନ୍ଦ୍ର ଶାସିତ ଅଞ୍ଚଳରେ ପରିଣତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା...

ଅରବିନ୍ଦ ସାଓ୍ବନ୍ତଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୨।୧୧: କେନ୍ଦ୍ରମନ୍ତ୍ରୀ ପଦରୁ ସୋମବାର ଇସ୍ତଫା ଦେଇଥିବା ଶିବସେନା ଏମ୍‌ପି ଅରବିନ୍ଦ ସାଓ୍ବନ୍ତଙ୍କ ଇସ୍ତଫା ପତ୍ରକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ଗ୍ରହଣ କରି ନେଇଛନ୍ତି।...

ରାଷ୍ଟ୍ରପତି ହେଲେ କଶ୍ମୀର ସମସ୍ୟାର ସମାଧାନ କରିବାକୁ କହିଲେ ଯଶଓ୍ବନ୍ତ…

ଶ୍ରୀନଗର, ୯।୭ : ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା କଶ୍ମୀର ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ଶନିବାର ଯଶଓ୍ବନ୍ତ ସିହ୍ନା କହିଛନ୍ତି ଯେ...

ମହାରାଷ୍ଟ୍ରରେ କରୋନାକୁ ହରାଇଛନ୍ତି ୮୭ ପ୍ରତିଶତ ପୋଲିସ କର୍ମଚାରୀ

ମୁମ୍ବାଇ, ୪।୧୦: ମହାମାରୀ କରୋନା ଭାଇରସ୍‌ ଦ୍ୱାରା ଭାରତରେ ସବୁଠାରୁ ଅଧିକ ପ୍ରଭାବିତ ରାଜ୍ୟ ତାଲିକାରେ ମହାରାଷ୍ଟ୍ର ସର୍ବାଗ୍ରେ ରହିଛି। ମହାରାଷ୍ଟ୍ର ପୋଲିସ ଲାଗି କରୋନା...

ପାର୍ଲାମେଣ୍ଟରେ ବଢ଼ିଲା କର୍ନାଟକ ତାତି

ନଆଦିଲ୍ଲୀ,୧୦ା୭(ପି.ଟି.): କର୍ନାଟକର ମୋଟ ୧୭ ବିଧାୟକ ଅଦ୍ୟାବଧି ଇସ୍ତଫା ଦେଇଥିବାବେଳେ ଏଚ୍‌.ଡି. କୁମାରସ୍ବାମୀଙ୍କ ନେତୃତ୍ୱାଧୀନ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାର ଅଡ଼ୁଆରେ ପଡ଼ିଛନ୍ତି। ଏହି ତାତିର ଉଷ୍ମତା...

ଆତ୍ମହତ୍ୟା କରିବା ପୂର୍ବରୁ ସ୍ତ୍ରୀଙ୍କୁ ଏମିତି ନିବେଦନ କଲେ ସ୍ବାମୀ

ଅନ୍‌ଲାଇନ୍‌ ଜୁଆ ଖେଳି ଲକ୍ଷ ଲକ୍ଷ ଟଙ୍କା ହରାଇବା ପରେ ପୁଡୁଚେରୀର ଜଣେ ବ୍ୟକ୍ତି ମୃତ୍ୟୁକୁ ଆପଣାଇନ୍ତି। ବିଜୟ କୁମାର ନାମକ ଏହି ବ୍ୟକ୍ତି ଜଣଙ୍କ...

୧୦ କୋଟି ହିନ୍ଦୁଙ୍କୁ ବୌଦ୍ଧ କରିବା ଟାର୍ଗେଟ, ଏଏପି ମନ୍ତ୍ରୀଙ୍କ ଭିଡ଼ିଓ ଶେୟାର କଲା ଭାଜପା…

ନୂଆଦିଲ୍ଲୀ,୮।୧୦ : ଭାଜପା ପକ୍ଷରୁ ଦିଲ୍ଲୀର ଏଏପି ସରକାରଙ୍କ ସମାଜ କଲ୍ୟାଣ ମନ୍ତ୍ରୀ ରାଜେନ୍ଦ୍ର ପାଲ ଗୌତମଙ୍କ ବିରୋଧରେ ହିନ୍ଦୁ ଦେବଦେବୀଙ୍କ ଅପମାନ କରିଥିବା ନେଇ...

ମୋଦି ସରକାରଙ୍କୁ ବଡ଼ ଝଟ୍‌କା: କୃଷି ଆଇନ ଉପରେ ଲାଗିଲା ରୋକ

ନୂଆଦିଲ୍ଲୀ,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ମଙ୍ଗଳବାର ବଡ଼ ଝଟ୍‌କା ଲାଗିଛି। କେନ୍ଦ୍ର ସରକାରଙ୍କୁ କୃଷି ଆଇନ ଉପରେ ସୁପ୍ରିମ୍‌କୋର୍ଟ ପକ୍ଷରୁ ରୋକ ଲଗାଯାଇଛି। ଏହା...

Advertisement
Archives

Model This Week