Posted inଜାତୀୟ

ମୋଦି ସୁନାମୀରେ ଭାସିଗଲା ବିପକ୍ଷ ଦୁର୍ଗ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ରେକର୍ଡ ସଂଖ୍ୟକ ଆସନରେ ବିଜୟ ଲାଭ କରିବାର ସମ୍ଭାବନା ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ସଂଖ୍ୟକ ଆସନରେ ବିଜୟ ହେବା ସୁନାମୀରେ ବିପକ୍ଷଙ୍କ ଦୁର୍ଗ ଭାସି ଯାଇଥିବା କୁହାଯାଉଛି। ଭାଜପା ୩ଶହ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ଏବଂ ଅନ୍ୟ ଦଳଙ୍କ ସ୍ଥିତି ଖରାପ ରହିଛି। ଭାଜପା ଏକା ଏକା ଶହ ଅଙ୍କ ପାର୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri