Posted inଜାତୀୟ

‘ମୋଦି ସ୍ତ୍ରୀଙ୍କ କଥା ଛାଡି ପ୍ରଥମେ ମାୟାବତୀ ନିଜେ ବିବାହ କରନ୍ତୁ’

ନୂଆଦିଲ୍ଲୀ, ୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବାହକୁ ନେଇ ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଦେଇଥିବା ମନ୍ତବ୍ୟ ଉପରେ ବର୍ଷିଛନ୍ତି କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାଓ୍ବାଲେ। ସେ କହିଛନ୍ତି, ମୋଦି ଏବଂ ତାଙ୍କ ସ୍ତ୍ରୀଙ୍କ ଉପରେ ଟିପ୍ପଣୀ କରୁଛନ୍ତି ମାୟାବତୀ, କିନ୍ତୁ ଆଜି ପର୍ଯ୍ୟନ୍ତ ନିଜେ ବିବାହ କରିନାହାନ୍ତି। ପରିବାର କ’ଣ ସେ ଜାଣି ନାହାନ୍ତି, ସେ ବିବାହ କରିଥିଲେ ଜାଣିଥାନ୍ତେ ସ୍ବାମୀଙ୍କୁ କେମିତି ସମ୍ଭାଳନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ମାୟାବତୀଙ୍କୁ ସମ୍ମାନ କରୁଛି, କିନ୍ତୁ ସେ ଏଭଳି ବୟାନ ଦେବା ଦୁର୍ଭାଗ୍ୟପୂର୍ଣ୍ଣ। ସୂଚନାଯୋଗ୍ୟ, ରାଜସ୍ଥାନ ଅଲଓ୍ବର ଗଣବଳାତ୍କାର ଘଟଣାରେ ମାୟାବତୀ ମୋଦିଙ୍କ ଉପରେ ବର୍ଷିଥିଲେ। ଯିଏ ନିଜ ସ୍ବାର୍ଥ ପାଇଁ ସ୍ତ୍ରୀଙ୍କୁ ଛାଡି ଦେଉଛନ୍ତି ସେ ମା-ଭଉଣୀଙ୍କୁ କେମିତି ଇଜ୍ଜତ ଦେବେ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ଅମିତାଭଙ୍କୁ ଧନୀ ବନାଇବାରେ ଥିଲା ଏହି ବ୍ୟକ୍ତିଙ୍କ ହାତ! ଜାଣନ୍ତୁ କିଏ ସେହି ୧୫,୦୦୦ କୋଟିର ମାଲିକ

ମୁମ୍ବାଇ: କୌଣସି ଏକ ସମୟରେ ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (CA) ଥିବା ପ୍ରେମଚନ୍ଦ ଗୋଧାଙ୍କ ଶୂନ୍ୟରୁ ଶିଖରକୁ ପହଞ୍ଚିବାର କାହାଣୀ ପ୍ରକୃତରେ ଅତ୍ୟନ୍ତ…

ଦାନ ଚୋରି ମାମଲାରେ ହୋଇପାରେ ବଡ଼ କାର୍ଯ୍ୟାନୁଷ୍ଠାନ, ୧୦୦ କର୍ମଚାରୀଙ୍କୁ କରାଯିବ ବହିଷ୍କାର !

ଅଯୋଧ୍ୟା,୧୭।୭: ଅଯୋଧ୍ୟା ରାମ ମନ୍ଦିର ଦାନ ଚୋରି ଘଟଣାର SIT ତଦନ୍ତ ପରେ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଚାଲିଛି। ମିଳିଥିବା ସୂଚନା ମୁତାବକ, ସୁପାରିଶ…

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି।…

ଗୋଟିଏ ଦିନପରେ କୋଟିଆରେ ହେଲା ରଥଟଣା: ଯୋଗ ଦେଲେ ପଟ୍ଟାଙ୍ଗି ବିଧାୟକଙ୍କ ସହ…

ପଟ୍ଟାଙ୍ଗି,୧୭।୭(ଶରତ କୁମାର ଧଳ): ସାରା ରାଜ୍ୟରେ ଗୋଟିଏ ଦିନରେ ରଥଯାତ୍ରା ବା ରଥଟଣା ହେଉଥିବା ବେଳେ ରାଜ୍ୟର କିଛି ସ୍ଥାନରେ ଦିନକ ପରେ ରଥଯାତ୍ରା ବା ରଥଟଣା…

ସଂସଦର ମୌସୁମୀ ଅଧିବେଶନ: ୭ଟି ବଡ଼ ବିଲ୍ ଆଗତ କରିବେ ସରକାର; ଗରମ ହେବ ‘ବନ୍ଦେ ମାତରମ୍’ ମୁଦ୍ଦା, ଜାଣନ୍ତୁ କେବେ ଆରମ୍ଭ?

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ଏବଂ ଏହିଥର କେନ୍ଦ୍ର ସରକାର ଅଧିବେଶନରେ ୭ଟି ବଡ଼ ବିଲ୍ ପେଶ୍ କରିବେ। ଏଥିମଧ୍ୟରୁ ୨ଟି ପୁରୁଣା…

IND vs ENG: ତୃତୀୟ ODI ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା; ନିର୍ଣ୍ଣାୟକ ମ୍ୟାଚରୁ ବାଦ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍ପିନ ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଶେଷ ମ୍ୟାଚ…

ସାଧାରଣ ଲୋକ ବି ଖୋଲିପାରିବେ ନିଜର ଏକ ବ୍ୟାଙ୍କ? ଜାଣନ୍ତୁ କେତେ ଟଙ୍କା ଆବଶ୍ୟକ…

ନୂଆଦିଲ୍ଲୀ,୧୭।୭: ଅନେକ ଲୋକ ନିଜର ବ୍ୟାଙ୍କ ଆରମ୍ଭ କରିବାର ସ୍ୱପ୍ନ ଦେଖନ୍ତି, କିନ୍ତୁ ଭାରତରେ ଏହା ପ୍ରକୃତରେ ସମ୍ଭବ କି? ଏହାର ଉତ୍ତର ହେଉଛି ହଁ। ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri