Posted inଜାତୀୟ

ମୋବାଇଲ୍‌ ଇଣ୍ଟରନେଟ୍‌ ଯୋଗୁ ନ ବଢୁ ଦୂରତା: ପ୍ରତିଦିନ ସନ୍ଧ୍ୟାରେ ଗାଁର ୧୧ ପରିବାର ଘଣ୍ଟାଏ କରୁଛନ୍ତି ଗପସପ

ରାୟପୁର,୨୦।୧: ସମ୍ପ୍ରତି ମୋବାଇଲ୍‌ ଇଣ୍ଟରନେଟ୍‌ ଯୋଗୁ ଲୋକେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ସାଇଟ୍‌ରେ ଦେଶ-ବିଦେଶରେ ବହୁ ଲୋକଙ୍କ ସହିତ ବନ୍ଧୁତା କରିପାରୁଛନ୍ତି। ତେବେ ଇଣ୍ଟରନେଟ୍‌ରେ ବ୍ୟସ୍ତ ରହିବା ଯୋଗୁ ନିକଟରେ ଥିବା ପ୍ରିୟ ପରିଜନ ତଥା ବନ୍ଧୁବାନ୍ଧବଙ୍କୁ ସେମାନେ ସମୟ ଦେଇପାରୁ ନାହାଁନ୍ତି। ତେଣୁ ଛତିଶଗଡ଼ ଧମତରି ଜିଲାର ବୋଡ଼ରା ଗାଁରେ ୧୧ ପରିବାରର ୭୦ ଜଣ ସଦସ୍ୟ ପ୍ରତିଦିନ ସନ୍ଧ୍ୟାରେ ଘଣ୍ଟାଏ ଏକାଠି ବସି ଗପସପ କରୁଛନ୍ତି। ଏହି ପରିବାରଙ୍କ ମଧ୍ୟରେ କୌଣସି ରକ୍ତ ସମ୍ପର୍କ ନାହିଁ। ଏବେ ଏହି ଘଟଣା ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri