ମୋବାଇଲ ଚୋରି: ଜଣେ ଗିରଫ

ବଡବିଲ, ୫।୬(ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ବୁଧବାର ମୋବାଇଲ ଚୋରୀ ଘଟଣାରେ ସଞ୍ଜୟ ମହାନ୍ତ ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୩ ଟି ମୋବାଇଲ ଜବତ କରିଛି। ତାଙ୍କ ଘର ବାକଲ ହଟିଂ ଅଞ୍ଚଳରେ। ଏନେଇ ବଡବିଲ ଥାନାରେ ଏକ ମାମଲା (ନଂ ୧୧୯/୨୦୧୯) ରୁଜୁ ହୋଇଛି। ବଡବିଲର ବିଭିନ୍ନ ଅଞ୍ଚଳରୁ ମୋବାଇଲ ଚୋରି ଘଟଣାରେ ସଂପୃକ୍ତ ଥିବା ସଞ୍ଜୟଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବଡବିଲ ଥାନା ଆଇଆଇସି ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri