ମୋବାଇଲ ବ୍ୟାଟେରୀ ଫାଟି ଛାତ୍ର ଗୁରୁତର

ଭଦ୍ରକ ଅଫିସ,୧୭।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକ ମହରମପୁର ତାରାଶୁଣି ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୁଲେଖ ସାହୁ ନାମକ ଜଣେ ୯ ବର୍ଷୀୟ ଛାତ୍ର ଏକ ମୋବାଇଲ ବ୍ୟାଟେରୀ ପାଇଥିଲେ। ସେଥିରେ ସେ ଲାଇଟ୍‌ ଲଗାଉଥିବା ବେଳେ ଏହା ଫାଟି ଯାଇଥିଲା। ଫଳରେ ସେ ଗୁରୁତର ହୋଇଥିଲେ। ପରିବାର ଲୋକେ ପ୍ରଥମେ ତିହିଡ଼ି ଓ ପରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାର୍ଯ୍ୟ ମାସେ ନ ପୂରୁଣୁ ଭାଙ୍ଗିଲା ଆନନ୍ଦପୁର ବ୍ରିଜ୍‌ ଛକ ରାସ୍ତା

ଆନନ୍ଦପୁର,୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜ୍‌ ଛକ ରାସ୍ତା ଫାଟି ଧସେଇ ଯାଇଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ନିମ୍ନମାନର ରାସ୍ତା ନିର୍ମାଣ...

ଅଜଣା ଜନ୍ତୁ ଆତଙ୍କ: ଏକାଥରକେ ୪୦ଟି କୁକୁଡ଼ାକୁ ମାରିଲା

ରାଜନଗର,୨୮।୧(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ରାଜଗଡ ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ। ସୋମବାର ରାତିରେ ଗ୍ରାମର ପ୍ରତିମା ବିଶ୍ୱାଳଙ୍କ କୁକୁଡ଼ା ଫାର୍ମରେ ଅଜଣା କଳାରଙ୍ଗର...

ଲଗାଣ ବର୍ଷା, ସମସ୍ତ ଅଞ୍ଚଳ ଜଳମୟ: ଜେସିବି ଯୋଗେ ଗ୍ରାମବାସୀ ନିର୍ମାଣ କଲେ ଡ୍ରେନ୍‌

କୃଷ୍ଣପ୍ରସାଦ,୮ା୮(ଡି.ଏନ.ଏ.): କୃଷ୍ଣପ୍ରସାଦ ବ୍ଲକରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁ ସମସ୍ତ ଅଞ୍ଚଳ ଜଳମୟ ହୋଇଉଠିଛି। ବର୍ଷା ପାଣିରେ ଗାଁ ଦାଣ୍ଡ ଉବୁଟୁବୁ...

ଝାଟିମାଟି ଘରେ ବିତୁଛି ଜୀବନ

କେନ୍ଦୁଝର, ୨୯ା୭ (ସ୍ବ.ପ୍ର.)-ଦାରିଦ୍ର୍ୟ ସୀମାରେଖା ତଳେ ରହିଥିବା ଗରିବ ପରିବାରଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ ଓ ବିଜୁ ପକ୍କା ଘର ଆଦି ଯୋଜନାରେ ବାସଗୃହ ଯୋଗାଇ...

ସନ୍ତାନ ପ୍ରସବ କରି ମହିଳାଙ୍କ ମୃତ୍ୟୁ: ଉତ୍ତେଜନା, ଡାକ୍ତରଖାନା ସମ୍ମୁଖରେ ଧାରଣା

କର୍ଲାମୁଣ୍ଡା,୨୧।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ମଙ୍ଗଳବାର ଜଣେ ଗର୍ଭବତୀ ସନ୍ତାନ ପ୍ରସବ କରି ମୃତ୍ୟୁ ବରଣ କରିବା ପରେ ଉତ୍ତେଜନା ଦେଖାଦେଇଛି। କେଉଁ କାରଣରୁ...

ହାତୀ ଆକ୍ରମଣରେ ବୃଦ୍ଧଙ୍କ ଜୀବନଗଲା

ଠାକୁରମୁଣ୍ଡା,୭ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଯଶିପୁର ବ୍ଲକ...

ଗୟାଧରକୁଁ ଚିକିତ୍ସା ଲାଗି ପଠାଲା ପର୍‌ଶାସନ

ପର୍ଲା, ୧୮।୧ (ଡି.ଏନ୍‌.ଏ)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)କୁଁ ପରଶାସନ ଶୁକୁରବାର ଉଧାର କରି ଚିକିଛା ଲାଗି ଜିଲା ମୁଖିଆ...

କରୋନା ସନ୍ଦିଗ୍ଧଙ୍କୁ ଠାବ କରିପାରୁନି ପୋଲିସ

କୁଜଙ୍ଗ, ୧୯।୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ଜଣେ ବ୍ୟକ୍ତି ମହାରାଷ୍ଟ୍ରରେ କିଛି ଦିନ ରହି ନିକଟରେ ଘରକୁ ଫେରିବା ପରେ ଥଣ୍ଡା, ଜ୍ୱର ଆକ୍ରାନ୍ତ ହୋଇଥିଲେ।...

Coronavirus Update

Archives

Model This Week

Why Dharitri