ମୋବାଇଲ ବ୍ୟାଟେରୀ ଫାଟି ଛାତ୍ର ଗୁରୁତର

ଭଦ୍ରକ ଅଫିସ,୧୭।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକ ମହରମପୁର ତାରାଶୁଣି ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୁଲେଖ ସାହୁ ନାମକ ଜଣେ ୯ ବର୍ଷୀୟ ଛାତ୍ର ଏକ ମୋବାଇଲ ବ୍ୟାଟେରୀ ପାଇଥିଲେ। ସେଥିରେ ସେ ଲାଇଟ୍‌ ଲଗାଉଥିବା ବେଳେ ଏହା ଫାଟି ଯାଇଥିଲା। ଫଳରେ ସେ ଗୁରୁତର ହୋଇଥିଲେ। ପରିବାର ଲୋକେ ପ୍ରଥମେ ତିହିଡ଼ି ଓ ପରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ବଢ଼ାଇଛି ଚିନ୍ତା

ପୁରୀ ଅଫିସ,୧୬ା୫: ମହାମାରୀ କରୋନା ଏବେ ସମସ୍ତଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏଭଳି ସମୟରେ ସମ୍ଭାବ୍ୟ ବାତ୍ୟାର ଭୟ ସୃଷ୍ଟି ହୋଇଛି। ପ୍ରାୟ ବର୍ଷକ...

ପାହାଡ଼ ଚଢ଼ିଲେ ପହଞ୍ଚ

ବଇଣ୍ଡା, ୧୭ା୧୦: ହାତରେ ଅଛି ମୋବାଇଲ। ହେଲେ ଜରୁରୀ ବେଳେ କରିହେଉନି କଲ୍‌। ବିପର୍ଯ୍ୟୟ ପୂର୍ବରୁ ସରକାର ପଠାଉଥିବା ସତର୍କ ସୂଚନା ବି ପହଞ୍ଚୁନି ଲୋକଙ୍କ...

୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଲାଇନ୍‌ ମ୍ୟାନ୍‌ ମୃତ

ଆଳି,୨୩।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଲାଇନ୍‌ ମ୍ୟାନ୍‌ଙ୍କ ମୃତ୍ୟୁ ଘଟିଛି। ସେ...

ଭାଇଙ୍କୁ ହାଣିଲେ ଭାଇ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ବାଲିପାଟଣା ଥାନା ସରାଟ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇଙ୍କୁ ହାଣିଛନ୍ତି ଆଉ ଜଣେ ଭାଇ। ଫଳରେ...

ପୋଖରୀ ଖୋଳୁଛି ଜେସିବି

ନୟାଗଡ଼ ଅଫିସ,୩୧।୧: ନୟାଗଡ଼ ବ୍ଲକ ଜେମାଦେଇପୁର ପାଟଣା ପଞ୍ଚାୟତ ତଳପାଟଣା ଗଁାର ଗୋଡିପୋଖରୀକୁ ଜେସିବି ଖୋଳୁଛି। ଏଠାରେ ପୋଖରୀର କାର୍ଯ୍ୟ ଦିନ ବେଳା କରା ନ...

ସରିଲା ଐତିହାସିକ କଟକ ବାଲିଯାତ୍ରା: ୨୦୦ କୋଟିର ବ୍ୟବସାୟ

କଟକ ଅଫିସ,୧୮ା୧୧: ଦୀର୍ଘ ୧୦ ଦିନ ଧରି ପ୍ରବଳ ଜନ ସମାଗମ ମଧ୍ୟରେ ଚାଲିଥିବା ଐତିହାସିକ କଟକ ବାଲିଯାତ୍ରା ଗୁରୁବାର ଶେଷ ହୋଇଛି। ଏଥିସହ ବ୍ୟବସାୟ...

ଅବଧି ଶେଷ ପରେ ବି ସରୁନି ରାସ୍ତା ନିର୍ମାଣ

ଚଣ୍ଡିଖୋଲ,୯ା୪(ଡି.ଏନ.ଏ.): ମାତ୍ର ୩ ବର୍ଷ ହେବ ଜଳ ସମ୍ପଦ ବିଭାଗରୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ହୋଇଥିବା ରାସ୍ତା ନିର୍ମାଣ ଆଳରେ ବିପୁଳ ଟଙ୍କା ବିଭାଗୀୟ ଅଧିକାରୀମାନେ...

ବୃକ୍ଷରୋପଣକୁ ନେଇ ଅସନ୍ତୋଷ : ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ୱାର୍ଡବାସୀ

ଚମ୍ପୁଆ, ୮ା୬(ଡି.ଏନ.ଏ)-ୱାର୍ଡର ଜବକାର୍ଡଧାରୀମାନେ କାମ ପାଉ ନ ଥିବା ବେଳେ ଅନ୍ୟ ୱାର୍ଡର ଶ୍ରମିକଙ୍କୁ କାମରେ ନିୟୋଜନକୁ ନେଇ ଚମ୍ପୁଆ ଏନଏସିର ୨ନଂ ୱାର୍ଡବାସୀମାନେ ଉପଜିଲାପାଳଙ୍କ...

Advertisement
Archives

Model This Week