ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର

ଖଲିକୋଟ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମରେ ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ବସନ୍ତ ସ୍ବାଇଁଙ୍କ ବଡ଼ପୁଅ ରାଜେଶ ସ୍ବାଇଁ(୧୩) ଏବଂ ସାନପୁଅ ଆକାଶ ସ୍ବାଇଁ(୧୦)।

ସୂଚନାନୁଯାୟୀ, ରାଜେଶ ଏବଂ ଆକାଶ ନିଜ ଘରେ ମୋବାଇଲ ବ୍ୟାଟେରୀରେ ଖେଳୁଥିବା ବେଳେ କୌଣସି କାରଣରୁ ବ୍ୟାଟେରୀଟି ଫାଟି ଯାଇଥିଲା। ଫଳରେ ଉଭୟଙ୍କ ହାତ, ଗୋଡ଼ ଓ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ଦୁହିଁଙ୍କୁ ପ୍ରଥମେ ଖଲିକୋଟ ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଉଗାଁ ତହସିଲ: ୨୨ ପଦବୀରୁ ୧୩ ଫାଙ୍କା

ନାଉଗାଁ,୯ା୬(ସ୍ବ.ପ୍ର.): ଜନସାଧାରଣଙ୍କୁ ସୁବିଧାରେ ପ୍ରଶାସନିକ ସେବା ଯୋଗାଇ ଦେବା ସହ ରାଜସ୍ବ ଆଦାୟ ପାଇଁ ପ୍ରତି ବ୍ଲକରେ ସରକାରଙ୍କ ପକ୍ଷରୁ ତହସିଲ କାର୍ଯ୍ୟାଳୟ ଅଛି। ଏହି...

ପୁଣି ବାଦାମବାଡ଼ି ରାସ୍ତାରେ ଭୂତଳ ପାଇପ୍‌ ଫାଟିଲା

କଟକ ଅଫିସ,୧୧ା୧୦: କଟକ ବାଦାମବାଡି ଟ୍ରାଫିକ ଛକରେ ରବିବାର ଅପରାହ୍ନରେ ପୁଣିଥରେ ଭୂତଳ ପାଣି ପାଇପ ଫାଟିଥିଲା। ଏଥିଯୋଗୁ ସେଠାରେ ବିରାଟ ଗର୍ତ୍ତ ସୃଷ୍ଟି ହେବା...

୪ଜଣଙ୍କୁ ବଞ୍ଚାଇଥିବା ଟ୍ରାଫିକ୍‌ କନ୍‌ଷ୍ଟେବଳ ପୁରସ୍କୃତ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ୪ଜଣଙ୍କ ଜୀବନ ବଞ୍ଚାଇଥିବା ଜଣେ ଟ୍ରାଫିକ କନ୍‌ଷ୍ଟେବଳଙ୍କୁ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ପୁରସ୍କୃତ କରିଛନ୍ତି। କନ୍‌ଷ୍ଟେବଳ ଜଣକ ହେଲେ ଲଳିତ ମୋହନ ରାଉତ।...

ଧାନଖଳାରେ ଅଗ୍ନିକାଣ୍ଡ

ପଡିଆ, ୧୩ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ପଡିଆ ସଦର ମହକୁମାସ୍ଥିତ ଖ୍ରୀଷ୍ଟିଆନସାହିର ଚାଷୀ ଜାନରାଜୁ ନାରା ଅମଳ କରି ଖଳାରେ ନିଆଁ ଲାଗି ଧାନ ସବୁ ନଷ୍ଟ...

ପୁଣି ସେବାୟତଙ୍କୁ ଦିଆଯିବ ହୋମିଓପାଥି

ପୁରୀ ଅଫିସ,୧୫ା୭:ଶ୍ରୀମନ୍ଦିର ସେବାୟତଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ଯୋଜନା କରିଛି। ତେଣୁ ସେବାୟତଙ୍କ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ...

ଅଧା ପ୍ରସବ ବେଳେ ଲେବର୍‌ ରୁମ୍‌ରୁ ପଳାଇଲେ ଡାକ୍ତର: ନବଜାତ ଶିଶୁପୁତ୍ର ମୃତ୍ୟୁକୁ ନେଇ ପରିବାରଲୋକଙ୍କ ଅଭିଯୋଗ

ରଣପୁର,୧୯।୩(ବ୍ୟୁରୋ): ଅଧା ପ୍ରସବ ବେଳେ ଲେବର ରୁମ୍‌ ଛାଡ଼ି ପଳାଇଲେ ଡାକ୍ତର। ଚିକିତ୍ସା ଅବହେଳାରୁ ନବଜାତକ ଶିଶୁର ମୃତ୍ୟୁ। ନୟାଗଡ଼ ଜିଲା ରଣପୁର ବ୍ଲକ ରାଜସୁନାଖଳା...

ବିଧାନସଭା ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ଡିଜିପି

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖ ଅର୍ଥାତ୍‌ ବୁଧବାରରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏ ନେଇ ମଙ୍ଗଳବାର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି...

ବସକୁ ଧକ୍କା ଦେଲା ଟ୍ରକ : ଜଣେ ଶିଶୁଙ୍କ ଜୀବନଗଲା

କେନ୍ଦୁଝର,୨୫ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ବୁଧବାର ରାତିରେ ଏକ ଘରୋଇ ବସ ପଛରେ ଟ୍ରକ ଧକ୍କା ଦେବାରୁ ଜଣେ ୬ ବର୍ଷର ଶିଶୁଙ୍କ...

Advertisement
Archives

Model This Week