ମୋହନାରେ ଜିତିଲା କଂଗ୍ରେସ

ମୋହନା,୨୪।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୫୩,୭୦୫ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥିନୀ ପୂର୍ଣ୍ଣବାସୀ ନାୟକ ୫୧,୩୫୧ ଭୋଟ ପାଇଛନ୍ତି। ସେହିପରି ତୃତୀୟ ସ୍ଥାନରେ ଭାଜପା ପ୍ରାର୍ଥୀ ପ୍ରଶାନ୍ତ କୁମାର ମଲ୍ଲିକ ୪୬,୧୭୬ ଖଣ୍ଡ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନ୍‌ ପୋତିଲେ ବିଲ୍‌ଡର, ଘଣ୍ଟ ଘୋଡ଼ାଇଲା ବିଏମ୍‌ସି

ଭୁବନେଶ୍ୱର, ୫।୨ (ବ୍ୟୁରୋ): ଜବରଦଖଲ ସମୟରେ ବିଏମ୍‌ସି କାମ ବନ୍ଦ କରୁନାହିଁ କି କାର୍ଯ୍ୟାନୁଷ୍ଠାନ ନେଉନାହିଁ। କିନ୍ତୁ ଜବରଦଖଲକୁ ଉଚ୍ଛେଦ ପାଇଁ ଅଧିକାରୀମାନେ ଲୋକଙ୍କ ଟଙ୍କାକୁ ପାଣିଭଳି...

‘ଯେଁଉଠି ଥିଲେ ବି ବିଦେଶ ଫେରନ୍ତାଙ୍କୁ ଠାବ କରାଯିବ’

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବିଶ୍ୱକୁ ଏବେ ଓମିକ୍ରନ ଚିନ୍ତା ଘାରିଥିବା ବେଳେ ଓଡ଼ିଶାରେ ମଧ୍ୟ ସମାନ ରୂପ ଦେଖବାକୁ ମିଳୁଛି। ଯଦିଓ ଓଡ଼ିଶାରେ ଏ ପର୍ଯ୍ୟନ୍ତ ଓମିକ୍ରନ...

ବୌଦ୍ଧକୁ ମୁଖ୍ୟମନ୍ତ୍ରୀଙ୍କ ନବବର୍ଷ ଭେଟି: ଘୋଷଣା କଲେ ୧୧୪ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୌଦ୍ଧ ମହୋତ୍ସବର ଉଦ୍‌ଘାଟନ କରିଛନ୍ତି। ଏଥିସହ ଜିଲାର ସାମଗ୍ରିକ ଉନ୍ନତି ପାଇଁ...

ନୋ ପାର୍କିଂ ଜୋନ୍‌ରେ ଗାଡ଼ି

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜମହଲରୁ ଏଜି ଓ ଏଜିରୁ ରାଜମହଲ ଉଭୟ ରାସ୍ତାରେ ଯାନବାହାନ ପାର୍କିଂକୁ ବେଆଇନ୍‌ କରାଯାଇଛି। ଏଠାରେ ଗାଡ଼ି ପାର୍କିଂ ନ କରିବାକୁ ବିଏମ୍‌ସି...

ହିତାଧିକାରୀଙ୍କ ଘରକୁ ଯାଇ ଦିଆଯିବ ଭତ୍ତା ଟଙ୍କା

ଛତ୍ରପୁର, ୨୦।୩(ଡି.ଏନ୍‌.ଏ.): କରୋନାକୁ ମୁକାବିଲା କରିବା ଲାଗି ସରକାର ଅନେକ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହିତାଧିକାରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମଧୁବାବୁ ପେନସନ ଯୋଜନା...

ପ୍ରତିମାସ ୨୩ରେ ଛତୁଆ ମିଶ୍ରଣ, ୧ରେ ବଣ୍ଟନ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁ, ଗର୍ଭବତୀ ମହିଳା ଏବଂ ପ୍ରସୂତିଙ୍କ ଅତିରିକ୍ତ ପୁଷ୍ଟି ସାଧନ ପାଇଁ...

୮ ଜିଲାରୁ ୧,୭୫,୫୫୮ କୁଇଣ୍ଟାଲ ଧାନ ସଂଗୃହୀତ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ସାରା ରାଜ୍ୟରେ ଖରିଫ ଧାନ ସଂଗ୍ରହ ଆରମ୍ଭ ହୋଇଛି। ବରଗଡ, ସମ୍ବଲପୁର, କଳାହାଣ୍ଡି, ସୁବର୍ଣ୍ଣପୁର, ନୂଆପଡା, ବଲାଙ୍ଗୀର, ମାଲକାନଗିରି ଏବଂ କୋରାପୁଟ ଆଦି ଜିଲାରୁ...

ଜୁଲାଇ ୩୧ ଯାଏ ବଢ଼ିଲା କଟକଣା

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣକୁ ଦେଖି ଜୁଲାଇ ମାସ ପାଇଁ କିଛି କଟକଣାକୁ ପୂର୍ବବତ ରଖିଛନ୍ତି। ଜୁଲାଇ ୩୧ ଯାଏ ଧର୍ମୀୟ ଅନୁଷ୍ଠାନକୁ ସାଧାରଣ ଲୋକ...

Advertisement
Archives

Model This Week