Posted inଜାତୀୟ

ମୋହନ ଭାଗଓ୍ବତଙ୍କ ୧୩୦ କୋଟି ହିନ୍ଦୁ ମନ୍ତବ୍ୟ: ମୁହଁ ଖୋଲିଲେ ରାମଦାସ ଉଠାଓ୍ବଲେ

ନୂଆଦିଲ୍ଲୀ,୨୬।୧୨: ଆରଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତଙ୍କ ୧୩୦ କୋଟି ହିନ୍ଦୁ ମନ୍ତବ୍ୟ ନେଇ ରିପବ୍ଲିକ୍‌ ପାର୍ଟି ଅଫ୍‌ ଇଣ୍ଡିଆ ତଥା କେନ୍ଦ୍ରୀୟ ମନ୍ତ୍ରୀ ରାମଦାସ ଉଠାଓ୍ବଲେ ମୁହଁ ଖୋଲିଛନ୍ତି। ରାମଦାସ କହିଛନ୍ତି ଏପରି ଏକ ସମୟ ଥିଲା ସେତେବେଳେ ଭାରତରେ ବୌଦ୍ଧ ଧର୍ମ ଥିଲା। ଏହାପରେ ଏଥିରେ ପରିବର୍ତ୍ତନ ଆସିଛି। ତେବେ ସମସ୍ତ ଲୋକଙ୍କୁ ହିନ୍ଦୁ କହିବା ଠିକ୍‌ ନୁହେଁ। ଯଦି ଭାଗଓ୍ବତ ସବୁ ଲୋକ ଆମ ଭାରତର ବୋଲି ଉଦ୍ଦେଶ୍ୟ ରଖି କହିଥାନ୍ତି ତାହା ହିଁ ଠିକ୍‌ ହେବ। ସୂଚନାଯୋଗ୍ୟ, ବୁଧବାର ତେଲଙ୍ଗାନାର ହାଇଦ୍ରାବାଦ୍‌ଠାରେ ଆର୍‌ଏସ୍‌ଏସ୍‌ର ଏକ ୩ଦିନିଆ କାର୍ଯ୍ୟକ୍ରମରେ ଯୋଗଦେଇ ଭାଗଓ୍ବତ କହିଥିଲେ ଯେ, ସଂଘ ଦେଶର ୧୩୦ କୋଟି ଜନତାଙ୍କୁ ହିନ୍ଦୁ ଭାବେ ବିବେଚନା କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡୁ ଧରି ହସ୍ପିଟାଲ ଚଟାଣ ସଫା କଲେ ମନ୍ତ୍ରୀ

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ଭୟଙ୍କର ରୂପ ନେବାରେ ଲାଗିଛି। କରୋନାରେ ଧନୀ, ଗରିବ, ନେତା ଆକ୍ରାନ୍ତ ହୋଇ ହନ୍ତସନ୍ତ ହେବାରେ ଲାଗିଛନ୍ତି । ଏଭଳି ସ୍ଥିତିରେ...

୪ ଦେଶରେ ଲଜିଷ୍ଟିକ୍‌ ବେସ୍‌ ଖୋଲିବ ହାଲ୍‌

ନୂଆଦିଲ୍ଲୀ,୯ା୩(ପି.ଟି.): ରାଷ୍ଟ୍ରାୟତ୍ତ କମ୍ପାନୀ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ (ହାଲ୍‌) ମାଲେସିଆ, ଭିଏତନାମ, ଇଣ୍ଡୋନେସିଆ ଓ ଶ୍ରୀଲଙ୍କାରେ ଏହାର ଲଜିଷ୍ଟିକ୍‌ ବେସ୍‌ ଖୋଲିବା ପାଇଁ ଯୋଜନା କରୁଛି।...

ନଡ଼ା ଜାଳିବା ମାମଲାରେ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ, ୬।୧୧: ଦିଲ୍ଲୀ-ଏନ୍‌ସିଆରରେ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପ୍ରଦୂଷଣ ସମସ୍ୟା ଉପରେ ବୁଧବାର କୋର୍ଟ ଶୁଣାଣି କରିଛନ୍ତି। ଏହି...

ବିହାରରେ ଅନ୍ତିମ ପର୍ଯ୍ୟାୟ ମତଦାନ ଜାରି: ସନ୍ଧ୍ୟା ୫ଟା ସୁଦ୍ଧା ୫୨.୮୦ ପ୍ରତିଶତ ମତଦାନ

ପାଟନା,୭ା୧୧: ବିହାର ବିଧାନସଭାର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଜାରି ରହିଛି। ତେବେ ସା ୫ଟା ସୁଦ୍ଧା ୫୨.୮୦ ପ୍ରତିଶତ ଭୋଟର ମତଦାନ କରିଥିବା...

ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ଅଜବ ଦାବି!

ଅଗରତାଲା,୧୫ ।୨: ତିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ପୁଣିଥରେ ନିଜର ଅଜବ ଦାବିକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ । ଅଗରତାଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ...

ଏଥର ରାହୁଲ ହେବେ ପ୍ରଧାନମନ୍ତ୍ରୀ: ମାକେନ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଫଳଫଳକୁ ଦେଖିଲେ ଏବେ ସୁଦ୍ଧା କଂଗ୍ରେସ ଭାଜପାଠାରୁ ଅଧିକାଂଶ ଆସନରେ ପଛୁଆ ଥିବା ବେଳେ ରାହୁଲ ଗାନ୍ଧୀ କିନ୍ତୁ ଏଥର...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମୁଣ୍ଡ ନୁଆଁଇ ପ୍ରଣାମ କଲେ ନୀତୀଶ

ଲକ୍ଷ୍ନୌ,୨୬ ।୩: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି । ଏହି ଶପଥ ଗ୍ରହଣ ସମାରୋହ ଐତିହାସିକ ହୋଇଥିବା...

ସରକାରୀ କାର୍ଯ୍ୟାଳୟରେ ପିସ୍ତଲ ଦେଖାଇଲେ ଟିଏମ୍‌ସି ନେତ୍ରୀ

କୋଲକତା,୭।୧୨: ପଶ୍ଚିମବଙ୍ଗରେ ଶାସକ ଟିଏମସିକୁ ନେଇ ଏକ ନୂଆ ବିବାଦ ଦେଖାଦେଇଛି। ରାଜ୍ୟର ମାଲଦା ଜିଲାର ଏକ ସରକାରୀ କାର୍ଯ୍ୟାଳୟରେ ଟିଏମସି ନେତ୍ରୀ ମୃଣାଳିନୀ ମଣ୍ଡଳ...

Advertisement
Archives

Model This Week