Posted inଜାତୀୟ

ମୋ ଜୀବନରେ ଘଟିଛି ୨ଟି ଗୁରୁତ୍ୱପୂର୍ଣ୍ଣ ଘଟଣା: ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରଦେଶର କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେବା ପରେ ବୁଧବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଏହାକୁ ନେଇ ସେ କହିଛନ୍ତି ତାଙ୍କ ଜୀବନରେ ଏପର୍ଯ୍ୟନ୍ତ ୨ଟି ଲାଇଫ୍‌ ଚେଞ୍ଚିଙ୍ଗ ଇଭେଣ୍ଟ ହୋଇଛି। ଗୋଟିଏ ସେ ଯେତେବେଳେ ତାଙ୍କ ପିତାଙ୍କୁ ହରାଇଥିଲେ ଆଉ ଅନ୍ୟଟି ସେ ଯେତେବେଳେ ଜୀବନର ଏକ ନୂଆ ରାସ୍ତା ବାଛିଥିଲେ। ଅର୍ଥାତ୍‌ ରାଜନୀତି କ୍ୟାରିୟରରେ ସେ ଯେତେବେଳେ କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିଲେ। କଂଗ୍ରେସ ଏବେ ଆଉ ପୂର୍ବଭଳି ନ ଥିବାରୁ ସେ କଂଗ୍ରେସ ଛାଡିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲୀଗଡ଼ ହେବ ହରିଗଡ଼…

ଲକ୍ଷ୍ନୌ,୧୭।୮: ଉତ୍ତରପ୍ରଦେଶରେ ଜିଲା ପଞ୍ଚାୟତରେ କ୍ଷମତା ବଦଳିବା ପରେ ବିଭିନ୍ନ ଅଞ୍ଚଳର ନାମ ବଦଳାଇବା ଅଭିଯାନ ପୁଣି ଆରମ୍ଭ ହୋଇଛି। ଅଲୀଗଡ଼ ଜିଲାର ନା ପରିବର୍ତ୍ତନ...

୫ରୁ ୧୨ ବର୍ଷ ପିଲାଙ୍କଠାରେ ଟିକା ପରୀକ୍ଷା କରିବ ଜାଇଡସ୍‌ କାଡିଲା

ଅହମଦାବାଦ, ୩୦।୫: ବୟସ୍କଙ୍କ ପରେ ୧୨ରୁ ୧୮ ବର୍ଷ ବର୍ଗ ପିଲାଙ୍କଠାରେ ଜାଇଡସ୍‌ କାଡିଲା ପ୍ରସ୍ତୁତ ଜିକୋଭ୍‌-ଡି କୋଭିଡ୍‌ ଟିକାର କ୍ଲିନିକାଲ ପରୀକ୍ଷା ଜାରି ରହିଛି।...

ଜାମିନ୍‌ ମିଳିବା ପରେ ଆଇନଜୀବୀ ଭାବେ ସୁପ୍ରିମ୍‌କୋର୍ଟରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୧୧।୧୨: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ଜାମିନ୍‌ ମିଳିବା ପରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ଜଣେ ଆଇନଜୀବୀ ଭାବେ ସୁପ୍ରିମ୍‌କୋର୍ଟରେ ବୁଧବାର ଦେଖିବାକୁ ମିଳିଛି। ଏକ ଘରୋଇ...

ଶାଶୁ-ବୋହୂଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଜାଣନ୍ତୁ କ’ଣ ରହିଛି କାରଣ

ପାଟନା,୧୮।୮: ବିହାରର ଗୋପାଳଗଞ୍ଜରେ ଶାଶୁ-ବୋହୂଙ୍କୁ ଫାଶୀ ଦଣ୍ଡାଦେଶ ହୋଇଛି। ୩ବର୍ଷ ପୂର୍ବେ ଏହି ଦୁଇ ମହିଳା ମିଶି ୪ ବର୍ଷର ଶିଶୁକୁ ବଳି ଦେଇଥିଲେ। ଗୋପାଳଗଞ୍ଜର...

ପ୍ରବାସୀ ଶ୍ରମିକଙ୍କ ପାଇଁ ଖୁସି ଖବର: ଯୋଗୀ ସରକାର ଯୋଗାଇ ଦେବେ ବାସଗୃହ-ଦୋକାନ

ଲକ୍ଷ୍ନୌ,୨୬।୫: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ସୃଷ୍ଟି ହୋଇଛିି। ସେହିପରି ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଧୀରେଧୀରେ ଉତ୍କଟ ହେବାରେ ଳାଗିଛି। ତେବେ ଉତ୍ତରପ୍ରଦେଶ ସରକାର...

ଦିଲ୍ଲୀ ହସ୍ପିଟାଲର ୩୧ କର୍ମଚାରୀଙ୍କୁ କରୋନା

ନୂଆଦିଲ୍ଲୀ,୨୬।୪(ପି.ଟି.): ଦିଲ୍ଲୀର ବାବୁ ଜଗଜ୍ଜୀବନ ରାମ ହସ୍ପିଟାଲରେ ୧୧ ଡାକ୍ତରଙ୍କ ସମେତ ୩୧ କର୍ମଚାରୀ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ଏଲ୍‌ଏନ୍‌ଜେପି...

୨୦ ଟଙ୍କା ଚା’ ଉପରେ ସେବା କର ୫୦ ଟଙ୍କା, ଭାରତୀୟ ରେଲଓ୍ବେ ରସିଦ୍‌ ସୋସିଆଲ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ, ୧।୭ : ଭାରତୀୟ ରେଲଓ୍ବେର ଏକ ରସିଦ୍‌ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ରେଲଓ୍ବେ ଜଣେ ଯାତ୍ରୀଙ୍କଠାରୁ ଗୋଟିଏ କପ ଚା‘...

ଅପରେଶନ ବେଳେ ମହିଳାଙ୍କ ପେଟରେ ତଉଲିଆ ଭୂଲିଗଲେ ଡାକ୍ତର: ଘଟିଲା ଏଭଳି କିଛି..

ପାଟଣା,୨୭।୮: ବିହାରର ଗୟାରେ ଡାକ୍ତରଙ୍କ ଅବହେଳାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଅପରେଶନ ସମୟରେ ୨୧ ବର୍ଷୀୟ ଜଣେ ମହିଳାଙ୍କ ପେଟରେ ଡାକ୍ତର ତଉଲିଆ...

Advertisement
Archives

Model This Week