ମୋ’ ଟିମ୍‌ ପାଇଁ ମୁଁ ଗର୍ବିତ- ଶାହରୁଖ

କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଦେଶବାସୀ ତଥା ସରକାରଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଅନେକ ବଲିଉଡ ତାରକା। ଏଥିମଧ୍ୟରେ ସୁପରଷ୍ଟାର୍‌ ଶାହରୁଖ ଖାନ ମଧ୍ୟ ସାମିଲ ହୋଇଛନ୍ତି। ଏଭଳି ପରିସ୍ଥିତିରେ ସେ ଲଗାତର ଅଭାବୀ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ବର୍ତ୍ତମାନ କିଙ୍ଗ ଖାନଙ୍କ ଟିମ୍‌ ଗରିବ ଲୋକ କିପରି ଭୋକ ଉପାସରେ ନ ରହିବେ ସେଥିପାଇଁ ଅଣ୍ଟା ଭିଡ଼ିଛନ୍ତି। ତାଙ୍କ ଟିମ୍‌ ଗରିବ ଓ କରୋନା ଭାଇରସ ଆକ୍ରାନ୍ତ ଲୋକଙ୍କ ପାଇଁ ଖାଦ୍ୟ ବଣ୍ଟନରେ ଦିନରାତି ଲାଗି ପଡ଼ିଛନ୍ତି। ଏହି ମହତ କାର୍ଯ୍ୟକୁ କିଙ୍ଗ ଖାନ ପ୍ରଶଂସା କରିବା ସହ ମୋ’ ଟିମ୍‌ ପାଇଁ ମୁଁ ଗର୍ବିତ ବୋଲି ନିଜ ଟୁଇଟର ଆକାଉଣ୍ଟରେ ସେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri