‘ମୋ ବସ୍‌’ର ସାହାରା ନେଲା ବିଏମ୍‌ସି: ରାଜଧାନୀର ସିଲ୍‌ ଅଞ୍ଚଳରେ ଯୋଗାଇବ ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜଧାନୀର ସିଲ୍‌ ହୋଇଥିବା ଅଞ୍ଚଳରେ ବିଏମ୍‌ସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନ କରାଯାଉଛି। ଶନିବାରଠାରୁ ମୋ ବସ୍‌ରେ ଏହି ସାମଗ୍ରୀ ଅଣାଯିବା ନେଇ ସ୍ଥିର ହୋଇଛି। ପ୍ରତି ସିଲ୍‌ ଅଞ୍ଚଳକୁ ଦିନକୁ ୨ ଥର ସକାଳେ ଓ ସନ୍ଧ୍ୟାରେ ମୋ ବସ୍‌ ଯାଇ ଲୋକମାନଙ୍କୁ ସାମଗ୍ରୀ ଯୋଗାଇବ। କ୍ରୁଟ୍‌ ସହ ମିସି ବିଏମ୍‌ସି ଏହି ସେବା ଆରମ୍ଭ କରିଛି।
ତେବେ ପୂର୍ବରୁ ୩ଟି ୪ ଚକିଆ ଗାଡ଼ିରେ ବିଏମ୍‌ସି ଏହି ସେବା ଯୋଗାଇ ଆସୁଥିଲା। ଏବେ ଲୋକଙ୍କୁ ପର୍ଯ୍ୟାପ୍ତ ଓ ସମସ୍ତ ଆବଶ୍ୟକ ସାମଗ୍ରୀ ଯୋଗାଇବା ପାଇଁ ବିଏମ୍‌ସି ମୋ ବସ୍‌ର ସାହାରା ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରିପୋର୍ଟରେ ଦାବି, ଟ୍ରମ୍ପ୍ ଏବଂ ନେତାନ୍ୟାହୁଙ୍କୁ ହତ୍ୟା କରିବାକୁ ଯୋଜନା କରୁଛି ଇରାନ, ୫୬୦ କୋଟିର ଡିଲ!

ତେହରାନ,୧୯।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଇରାନ ଭିତରେ ଏକ ଆଲୋଚନା ଆରମ୍ଭ ହୋଇଛି…

ଫଳ ତୋଳିବାକୁ ବଗିଚାକୁ ଯାଇଥିଲେ ଧରଣୀଧର: ମାଡ଼ିଆସିଲା ଦନ୍ତା ହାତୀ, ଆଉ ତା’ପରେ…

କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ହରିଚନ୍ଦନପୁର ବ୍ଲକ ବକ୍ସିବାରିଗାଁ ଗ୍ରାମ ପଞ୍ଚାୟତ ଅଧିନସ୍ଥ ଓସ୍ତପଙ୍ଗା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିର…

ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ: ପ୍ରତି ମଙ୍ଗଳବାର ୫୦୩ ପଞ୍ଚାୟତରେ…

ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ।…

ଭାରତରେ ଥାଇ ଚେତାବନୀ ଦେଲେ ଶେଖ ହାସିନା: ମୋ ଅନୁପସ୍ଥିତିର ଅର୍ଥ ନୁହେଁ…

ନୂଆଦିଲ୍ଲୀ,୧୯।୫: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବହୁତ ଶୀଘ୍ର ବାଂଲାଦେଶ ଫେରିବେ। ବର୍ତ୍ତମାନ ଭାରତରେ ରହୁଥିବା ଶେଖ ହାସିନା ଏନେଇ ସଙ୍କେତ ଦେଇଛନ୍ତି। ଏକ ଇମେଲ…

‘ଆମେରିକା ଉପରେ ଭରସା ନାହିଁ…’ଇରାନରୁ ଏକ ଚୂଡ଼ାନ୍ତ ନିଷ୍ପତ୍ତି ପାଇବା ପାଇଁ ପାକିସ୍ତାନୀ ମନ୍ତ୍ରୀ ନକଭି ଧାଇଁଲେ ତେହରାନ

ଇସଲାମାବାଦ,୧୯।୫: ଇରାନର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଇରାନର ବୈଦେଶିକ ମନ୍ତ୍ରୀ ଏବଂ ମୋହସିନ ନକଭିଙ୍କ ମଧ୍ୟରେ ହୋଇଥିବା ବୈଠକ ସମ୍ପର୍କରେ ଏକ ବିସ୍ତୃତ ବିବୃତ୍ତି ଜାରି କରିଛି।…

ଏବେ ଭାରତରେ ଆଉ ୯ ଦିନ ପାଇଁ ଗଚ୍ଛିତ ଅଛି ପେଟ୍ରୋଲ-ଡିଜେଲ! ସରକାରଙ୍କ ବିବୃତ୍ତି ଜାରି…

ନୂଆଦିଲ୍ଲୀ,୧୯।୫: ଆଜି ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା। ଏହା ପାଞ୍ଚ ଦିନ ମଧ୍ୟରେ ଦ୍ୱିତୀୟ ବୃଦ୍ଧି। ପେଟ୍ରୋଲ ପମ୍ପଗୁଡ଼ିକରେ ପୂର୍ବରୁ ଭିଡ଼…

ମଧ୍ୟପ୍ରାଚ୍ୟରୁ ଆସିଲା ଆଶ୍ୱସ୍ତିକର ଖବର: ପାକିସ୍ତାନ ଟ୍ରମ୍ପଙ୍କୁ ପଠାଇଲା ନୂଆ ଶାନ୍ତି ପ୍ରସ୍ତାବ

ତେହରାନ,୧୯।୫: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିରେ ପହଞ୍ଚିବାରେ ବିଫଳତାର ପ୍ରଭାବ ସାରା ବିଶ୍ୱରେ ଅନୁଭୂତ ହେଉଛି। ଶକ୍ତି ସଙ୍କଟ…

ସାରା ଦେଶରେ ଏହିଦିନ ବନ୍ଦ ରହିବ ମେଡିକାଲ ଷ୍ଟୋର, କିଣି ନିଅନ୍ତୁ ଅତି ଜରୁରି ମେଡିସିନ

ନୂଆଦିଲ୍ଲୀ,୧୯।୫: ସାରା ଦେଶରେ ମେଡ଼ିକାଲ ଷ୍ଟୋର (କେମିଷ୍ଟ) ଆସନ୍ତାକାଲି ଅର୍ଥାତ୍‌ ବୁଧବାର, ୨୦ ମଇରେ ଧର୍ମଘଟ କରିବେ। ଏହି ଧର୍ମଘଟ ଅଲ ଇଣ୍ଡିଆ ଅର୍ଗାନାଇଜେସନ ଅଫ କେମିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri