Posted inଖେଳ

ମୋ ବିସ୍ଫୋରକ ସଟ୍‌ ଦେଖି ଡରିଯାଉଥିଲେ ଏହି ଖେଳାଳି, କହୁଥିଲେ ଧିମା ଖେଳ:ସେହଓ୍ବାଗ୍‌

ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ବିରେନ୍ଦ୍ର ସେହଓ୍ବାଗ୍‌ ଯଦିଓ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କରିସାରିଛନ୍ତି କିନ୍ତୁ ଆଜି ବି ତାଙ୍କ ବ୍ୟାଟିଂକୁ ଦର୍ଶକ ଭୁଲି ପାରିନାହାନ୍ତି। ନିକଟରେ ସେ ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ନେଇ ଏକ ରୋଚକ ତଥ୍ୟ ଉନ୍ମୋଚନ କରିଛନ୍ତି। ସେ କହିଛନ୍ତି, ମୁଁ ଯେ ବି ଗାଙ୍ଗୁଲିଙ୍କ ସହ ବ୍ୟାଟିଂ କରିଥାଏ ସେତେବେଳେ ସେ ଏତେ ଭୟଭୀତ ହୋଇଯାନ୍ତି ଯେ, ମୋତେ ଧିମା ଖେଳିବାକୁ ପ୍ରବର୍ତ୍ତାଇ ଥାନ୍ତି। କିନ୍ତୁ ମୁଁ ତାଙ୍କ କଥା ନ ଶୁଣି ମୋ ଚିରାଚରିତ ଖେଳ ପ୍ରଦର୍ଶନ କରେ। କହିବାକୁ ଗଲେ ମୋତେ ଧିମା ଖେଳିବା ପସନ୍ଦ ନୁହେଁ। ତେଣୁ ମୁଁ ଆଉଟ୍‌ ହୋଇଯିବାର ଡର ନ ଥାଏ। ନିଜ ଇଚ୍ଛା ଅନୁସାରେ ସଟ୍‌ ମାରେ ବୋଲି ସେହଓ୍ବାଗ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶ୍ରୀଲଙ୍କା ବିପକ୍ଷରେ ଏକ ଲଜ୍ଜାଜନକ ରେକର୍ଡ କଲା ଭାରତ

କଲମ୍ବୋ,୩୦।୭: ଶ୍ରୀଲଙ୍କା ବିପକ୍ଷ ତୃତୀୟ ଟି -୨୦ ମ୍ୟାଚରେ ଭାରତୀୟ ଦଳ ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛି। ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଟିମ ଇଣ୍ଡିଆକୁ...

ଆଇସିସି ବିଶ୍ୱକପ୍‌: ପାକିସ୍ତାନ- ଦକ୍ଷିଣ ଆଫ୍ରିକା ସମ୍ମାନ ଲଢ଼େଇ

ଲଣ୍ଡନ,୨୩।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ପାକିସ୍ତାନ ଓ ଦକ୍ଷିଣ ଆଫ୍ରିକା ଏକପ୍ରକାର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡିସାରିଥିଲେ ମଧ୍ୟ ରବିବାର ପରସ୍ପରକୁ...

ମ୍ୟାଚ୍‌ ଫିକ୍ସିଂ କରିବାକୁ କୋଚ୍‌ କହୁଥିଲେ

ନୂଆଦିଲ୍ଲୀ,୩।୯: ଟେବୁଲ ଟେନିସ ଷ୍ଟାର ମନିକା ବାତ୍ରା ଶୁକ୍ରବାର ଜାତୀୟ କୋଚ୍‌ ସୌମ୍ୟଦୀପ ରୟଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଚଳିତ ବର୍ଷ ମାର୍ଚ୍ଚରେ ଦୋହାଠାରେ...

ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌: ଅନ୍ତିମ ମ୍ୟାଚ୍‌ ଜିତିଲା ଭାରତ

ମେଲବୋର୍ନ,୮।୨- ଚଳିତ ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଘରୋଇ ଅଷ୍ଟ୍ରେଲିଆ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାଗେର୍ଟକୁ ଟିମ୍‌...

ଗୁଆହାଟିରେ ଦୁଇଟି ମ୍ୟାଚ୍‌ ଖେଳିବ ରାଜସ୍ଥାନ ରୟାଲ୍ସ

ଗୁଆହାଟି,୨୭ା୨- ସ୍ଥାନୀୟ ବର୍ସାପାରା ଷ୍ଟାଡିୟମରେ ପ୍ରଥମ ଥର ପାଇଁ ଆଇପିଏଲ ମ୍ୟାଚ୍‌ ଖେଳାଯିବ। ଆଇପିଏଲ ଗଭର୍ନିଂ କାଉନ୍ସିଲ ରାଜସ୍ଥାନ ରୟାଲ୍ସ ଫ୍ରାଞ୍ଚାଇଜକୁ ୭ଟି ଘରୋଇ ମ୍ୟାଚ୍‌...

ରାଜ୍ୟ ୯ବର୍ଷରୁ କମ୍‌ ଚେସ ଆରମ୍ଭ: ଆୟୁଷ୍ମାନ, ପ୍ରତ୍ୟୁଷା ଟପସିଡ

କଟକ ଅଫିସ,୧୩ା୭- ପୂର୍ବତଟ ରେଲଓ୍ବେ ପ୍ରତିଷ୍ଠାନ ପରିସରରେ ରାଜ୍ୟ ୯ବର୍ଷରୁ କମ୍‌ ଚେସ ଚାମ୍ପିୟନଶିପ ଶୁକ୍ରବାର ଆରମ୍ଭ ହୋଇଛି । ୭ ରାଉଣ୍ଡ ବିଶିଷ୍ଟ ଏହି...

ଭାରତୀୟ ଦଳରେ ନୂଆ ପେସର

ଲଣ୍ଡନ,୧।୯: ଇଂଲଣ୍ଡ ବିପକ୍ଷରେ ଗୁରୁବାର ଠାରୁ ଚତୁର୍ଥ ଟେଷ୍ଟ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଦଳରେ ସାମିଲ ହୋଇଛନ୍ତି ଯୁବ ପେସର ପ୍ରସିଦ୍ଧ କ୍ରିଷ୍ଣା। ଟିମ୍‌...

ଡାକ୍ତରଖାନାରେ ମୃତ୍ୟୁସହ ସଂଗ୍ରାମ କରୁଥିଲେ ଝିଅ, ଏପଟେ ପଡିଆରେ କ୍ରିକେଟ ଖେଳିବାକୁ ଓହ୍ଲାଇଲେ ପିତା

ଲଣ୍ଡନ, ୨୦।୫: ଡାକ୍ତରଖାନାରେ ୨ବର୍ଷର ଝିଅ ମୃତ୍ୟୁ ସହ ସଂଗ୍ରାମ କରୁଥିଲାବେଳେ ଏପଟେ ବ୍ୟାଟ ଧରି ପଡିଆକୁ ଓହ୍ଲାଇ ଖେଳୁଆଡ ମନୋଭାବର ପରିଚୟ ଦେଇଛନ୍ତି ପାକିସ୍ତାନ...

Advertisement
Archives

Model This Week