Posted inଜାତୀୟ

ମୌସୁମୀ ଅଧିବେଶନ ୨୦୨୩: ୪୪ଘଣ୍ଟା ୧୫ମିନିଟ ଚାଲିପାରିଛି ଗୃହକାର୍ଯ୍ୟ

ନୂଆଦିଲ୍ଲୀ,୧୧।୭: ଶେଷ ହୋଇଛି ଚଳିତ ବର୍ଷର ମୌସୁମୀ ଅଧିବଶେନ। ଲୋକସଭା ବାଚସ୍ପତି ଓମ ବିର୍ଲା ଶୁକ୍ରବାର ଅଧିବେଶନର ଶେଷ ଦିନରେ ନିଜର ଅଭିଭାଷଣ ଗୃହରେ ରଖିଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସବୁ ଦଳର ନେତା ତଥା ସାଂସଦମାନଙ୍କୁ ଅଧିବେଶନରେ ସହଯୋଗ କରିଥିବାରୁ ଧନ୍ୟବାଦ ଅର୍ପଣ କରିଛନ୍ତି।
ସେ କହିଛନ୍ତି, ଜୁଲାଇ ୨୦ରୁ ଆରମ୍ଭ ହୋଇଥିବା ମୌସୁମୀ ଅଧିବେଶନରେ ଲୋକସଭାର ୧୭ ଟି ଅଧିବେଶନ ଅନୁଷ୍ଠିତ ହୋଇଛି। ସେଥିମଧ୍ୟରୁ ୪୪ଘଣ୍ଟା ୧୫ମିନିଟ ପାଇଁ ଗୃହକାର୍ଯ୍ୟ ଚାଲିପାରିଛି। ଲୋକସଭାରେ ୨୦ଟି ବିଲ ଆଗତ ହେବା ସହ ୨୨ଟି ବିଲ୍‌ ପାରିତ ହୋଇଛି।

ସେହିପରି ଗୃହରେ ପଚରାଯାଇଥିବା ୨୦ଟି ପ୍ରଶ୍ନର ଉତ୍ତର ଅଗଷ୍ଟ ୯ ୨୦୨୩ରେ ମୌଖିକ ଭାବେ ଉତ୍ତର ରଖାଯାଇଥିଲା। ଏହା ୧୭ତମ ଲୋକସଭାର ଦ୍ୱାଦଶ ଅଧିବେଶନ ଥିଲା ବୋଲି ଓମ ବିର୍ଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ଟ୍ରମ୍ପଙ୍କ ନୂଆ ପାଓ୍ବାର: ଏବେ ଆମେରିକୀୟ ଡଲାରରେ ରହିବ ତାଙ୍କ ଦସ୍ତଖତ, ଜାଣନ୍ତୁ ପୂର୍ବରୁ କିଏ କରୁଥିଲେ…

ଓ୍ବାଶିଂଟନ,୨୭ା୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ପାଓ୍ବାର ବଢ଼ିଛି। ଏଣିକି ଆମେରିକୀୟ ଡଲାରରେ ଟ୍ରମ୍ପଙ୍କ ଦସ୍ତଖତ ରହିବ। ଏହା ଆମେରିକାର ସ୍ବାଧୀନତାର ୨୫୦ତମ ବାର୍ଷିକୀ ପାଳନ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri