Posted inଫୁରସତ

ମୌସୁମୀ ଆସିବାର ୭ ଦିନ ପୂର୍ବରୁ ଏହି ମନ୍ଦିରରୁ ମିଳିଥାଏ ସଙ୍କେତ, ଛାତରୁ ଅଚାନକ ଗଳେ ପାଣି

ଭାରତର ବିଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ଉତ୍ତର ପ୍ରଦେଶର କାନପୁରରେ ଥିବା ଏକ ମନ୍ଦିରରେ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳେ। ଏଠାରେ ମୌସୁମୀ ପହଞ୍ଚିବା ପୂର୍ବରୁ ସଙ୍କେତ ମିଳିଯାଇଥାଏ। ମୌସୁମୀ ଆସିବାର ୭ ଦିନ ପୂର୍ବରୁ ମନ୍ଦିରର ଛାତରୁ ଆପେ ଛାଏଁ ପାଣି ଗଳେ। କାନପୁରର ବେହଟା ଗ୍ରାମରେ ଅଛି ଏହି ପ୍ରସିଦ୍ଧ ଜଗନ୍ନାଥଙ୍କ ମନ୍ଦିର। ପ୍ରାଚୀନ କାଳରୁ ଅବସ୍ଥିତ ଏହି ମନ୍ଦିରର ଗର୍ଭ ଗୃହରୁ ହଠାତ୍‌ ପାଣି ପଡିଥାଏ। ପାଣି ବୁନ୍ଦା ଯେତେ ବଡ ବର୍ଷା ସେତେ ଭଲ ହେବାର ମଧ୍ୟ ବିଶ୍ୱାସ ରହିଛି। ଏହାକୁ ଆଧାର କରି ସ୍ଥାନୀୟ କୃଷକ କ୍ଷେତରେ କାମ ଆରମ୍ଭ କରିଥାନ୍ତି। ସବୁଠୁ ଆଶ୍ଚର୍ଯ୍ୟ କଥା ହେଉଛି ପ୍ରବଳ ଖରା ସତ୍ତ୍ୱେ ମନ୍ଦିରରୁ ପାଣି ଗଳି ଥାଏ। ଏହି ମନ୍ଦିରରେ ପ୍ରଭୁ ଜଗନ୍ନାଥ ବଡ ଭାଇ ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ସହ ଅବସ୍ଥାନ କରନ୍ତି। ଏହାର ରହସ୍ୟ ଜାଣିବା ପାଇଁ ଅନେକ ସର୍ବେକ୍ଷଣ କରାଯାଇଛି। କିନ୍ତୁ ଏହି ରହସ୍ୟର ପର୍ଦ୍ଦାଫାଶ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିୟତିର ଖେଳ : ଜାତୀୟ ସ୍ବର୍ଣ୍ଣବିଜେତା ଏବେ ଦିନ ମଜୁରିଆ

କାନପୁର : ନିୟତିର ଗତି ବଡ଼ ବିଚିତ୍ର। ପରିସ୍ଥିତି କେତେବେଳେ ବଦଳିଯାଏ ତାହା କହିହେବନି। ସଫଳତାର ପାହାଚ ଚଢ଼ି ଉପରକୁ ଯାଇଥିବା ଜଣେ ଖେଳାଳି ଏକ...

ପର୍ଯ୍ୟଟନର ଗାଁ

ଓଡ଼ିଶାରେ ରହିଛି ବିଭିନ୍ନ ପର୍ଯ୍ୟଟନସ୍ଥଳୀ। ପୁଣି ଏମିତି କେତେକ ପର୍ଯ୍ୟଟନ ସ୍ଥାନ ରହିଛି ଯାହା ଅନେକଙ୍କ ପାଇଁ ଅଜଣା ହୋଇପାରେ । ଏହାକୁ ଗ୍ରାମ୍ୟ ପର୍ଯ୍ୟଟନ...

ଘୋଡାର ବାରିକ ସାଜିଛନ୍ତି ମେଲୋଡି ହାମ୍ସ

୩୦ ବର୍ଷୀୟା ମେଲୋଡି ହାମ୍ସ ଏବେ ଅଶ୍ୱଙ୍କର କେଶ କାଟିବାକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ପଶୁଙ୍କ କେଶକୁ କାଟି ତାଙ୍କ ଶରୀରରେ ସେ ସୁନ୍ଦର...

ଗୋଟିଏ ଆମ୍ବର ଦାମ୍‌ ୨୧ ହଜାର: ସୁରକ୍ଷା ଦାୟିତ୍ୱରେ ୪ ସୁରକ୍ଷାକର୍ମୀ, ୬ କୁକୁର…

ଜବଲପୁର,୧୬।୬: ଗୋଟିଏ ଆମ୍ବର ଦାମ୍‌ ପୁଣି ୨୧ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଧ୍ୟପ୍ରାଦେଶର ଜବଲପୁରରେ ବାସ କରୁଥିବା...

ଏଲିଅନ୍‌ଙ୍କ ସହ ସମ୍ପର୍କ ରଖିଲେ ଘଟିବ ଏପରି ବଡ଼ ଧରଣର କ୍ଷତି, ଚେତାବନୀ ଦେଲେ ବୈଜ୍ଞାନିକ

ଏଲିଅନଙ୍କ ସହ ଜଡ଼ିତ କାହାଣୀ ଆମେ ପଢୁଛେ ଶୁଣୁଛେ। ନିକଟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ଅନ୍ୟ ଆମେରିକୀୟ ଏକ୍ସପର୍ଟମାନେ ୟୁଏଫ୍‌ଓ ଦୃଶ୍ୟକୁ...

ପ୍ରାଣୀ ଅଙ୍ଗରୁ ଚାଲିଛି ଔଷଧ ପ୍ରସ୍ତୁତି ପ୍ରୟାସ

ନୂଆଦିଲ୍ଲୀ: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ମହାମାରୀ କରୋନା ଭୂତାଣୁ ଆଜି ବିଶ୍ୱର ଅନେକ ଦେଶକୁ ଗ୍ରାସ କରିସାରିଲାଣି। ଏଥିରେ ଲକ୍ଷାଧିକ ଲୋକ ଆକ୍ରାନ୍ତ...

ମାସ୍କ ନ ପିନ୍ଧିଲେ ଖୋଳିବାକୁ ପଡିବ କରୋନା ସଂକ୍ରମିତ ମୃତକଙ୍କ ପାଇଁ କବର

ଜାକର୍ତ୍ତା,୧୫ ।୯: କରୋନା ସଂକ୍ରମଣ ସାରା ବିଶ୍ୱକୁ ଥରହର କରାଇ ଦେଇଥିବା ବେଳେ ଏହାକୁ ରୋକିବାକୁ ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ନିୟମମାନ ଲାଗୁ କରାଯାଇଛି...

ଫାଶୀଖୁଣ୍ଟରେ ଝୁଲିଥିଲେ ଏହି ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତି ରାଷ୍ଟ୍ର ଶାସନର ମୁଖ୍ୟ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ଦେଶର ମୁଖ୍ୟ ଅଟନ୍ତି। ଏମାନଙ୍କ ନିର୍ଦ୍ଦେଶରେ ଶାସନ ଚାଲେ। ତେଣୁ ଏମାନଙ୍କ ଉପରେ ସାମାନ୍ୟ ଦୋଷଟିଏ...

Advertisement


Archives

Model This Week