ମୌସୁମୀ ଛୁଇଁଲାଣି, ସରିନି ପଙ୍କୋଦ୍ଧାର

କଟକ ଅଫିସ,୧୨ା୬: ମୌସୁମୀ ଛୁଇଁବା ପରେ ପାଗ ପରିବର୍ତ୍ତନ ସାଙ୍ଗକୁ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ମଧ୍ୟ ହେଉଛି। ମୌସୁମୀ ବର୍ଷାରେ କଟକ ସହର ଜଳବନ୍ଦୀ ହେବାର ଆଶଙ୍କା ସବୁଥର ଥାଏ। କିନ୍ତୁ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଡ୍ରେନରୁ ପଙ୍କୋଦ୍ଧାର କାର୍ଯ୍ୟ ସରିନାହିଁ। ଏବେ ସୁଦ୍ଧା ସ୍ବୟଂ ସହାୟକ ଗୋଷ୍ଠୀମାନେ ସେହି କାର୍ଯ୍ୟ ଜାରି ରଖିଛନ୍ତି।
ସିଏମ୍‌ସିରେ ଡ୍ରେନ୍‌ ସଫେଇ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ୫ କୋଟି ଟଙ୍କା ଦେଇଛନ୍ତି। ସଫେଇର ଦାୟିତ୍ୱ ଏସ୍‌ଏଚ୍‌ଜିଙ୍କୁ ଦିଆଯାଇଥିବା ବେଳେ ଗୋଟିଏ ସପ୍ତାହ ପୂର୍ବରୁ ଏହି କାର୍ଯ୍ୟ ଆରମ୍ଭ ହୋଇଛି। ଡ୍ରେନରୁ ଯେତିକି ପଙ୍କୋଦ୍ଧାର କରାଯାଉଛି, ସାମାନ୍ୟ ବର୍ଷାରେ ତାହା ପୁଣି ଡ୍ରେନରେ ଯାଇ ମିଶୁଛି। ୫୯ଟି ୱାର୍ଡରୁ କିଛି ୱାର୍ଡରେ ଡ୍ରେନ ସଫେଇ ହୋଇଛି। ନାଳ ସଫା କରିବା ପାଇଁ ଲକ୍‌ଡାଉନ୍‌ ବେଳେ ଆବଶ୍ୟକ ଶ୍ରମିକ ମିଳୁ ନ ଥିବାବେଳେ ଏସ୍‌ଏଚ୍‌ଜି କର୍ମକର୍ତ୍ତାଙ୍କ ମଧ୍ୟ ଏଥିରେ ଯଥେଷ୍ଟ ଅଭିଜ୍ଞତା ନାହିଁ। ଅନ୍ୟପକ୍ଷରେ ଲଗାଣ ବର୍ଷା ଯୋଗୁ ଯଦି ସହରରେ ଜଳବନ୍ଦୀ ସମସ୍ୟା ଉପୁଜେ, ବର୍ଷାଜଳ ନିଷ୍କାସନ ପାଇଁ ସିଏମ୍‌ସି ପାଇଁ ଏକମାତ୍ର ଉପାୟ ହେଉଛି ପମ୍ପସେଟ୍‌। ସିଏମ୍‌ସି ପାଖରେ ବର୍ତ୍ତମାନ ୨୭୬ଟି ପମ୍ପସେଟ୍‌ ରହିଛି, ଯାହା ଜଳବନ୍ଦୀ ବେଳେ ସାହା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri