Posted inଜାତୀୟ

ମୌସୁମୀ ବର୍ଷା ନେଇଛି ୨ହଜାର ୩ଶହ ୯୧ ଜୀବନ: ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧୧: ମୌସୁମୀ ବର୍ଷାରେ ବନ୍ୟା ଏବଂ ଭୂସ୍ଖଳନ ଯୋଗୁ ଦେଶରେ ୨ହଜାର ୩ଶହ ୯୧ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ଲୋକସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଏକ ପ୍ରଶ୍ନର ଉତ୍ତରରେ ଏପରି କହିଛନ୍ତି। ବନ୍ୟା ଯୋଗୁ ୧୫ ହଜାର ୭ଶହ ୨୯ ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୮ ଲକ୍ଷ ୬୭ ବାସଗୃହ ଭାଙ୍ଗିଯାଇଛି। ସେହିପରି ୬୩ ହଜାର ୯ଶହ ୭୫ ହେକ୍ଟର ଚାଷ ଜମିର ଫସଲ ନଷ୍ଟ ହୋଇଛି। ବନ୍ୟା ସମୟରେ ଉଦ୍ଧାର କାର୍ଯ୍ୟରେ ୧୭୬ଟି ଦଳକୁ ନିୟୋଜିତ କରାଯାଇଥିଲା। ସେମାନେ ୯୮ହଜାର ୯ଶହ ୬୨ ଲୋକ ଏବଂ ୬ଶହ ୧୭ ଗୃହପାଳିତ ପ୍ରାଣୀଙ୍କ ଜୀବନ ରକ୍ଷା କରିଥିଲେ। ସେହିପରି ୨୩ହଜାର ୮ଶହ ୬୯ ଲୋକଙ୍କୁ ଆବଶ୍ୟକ ଚିକିତ୍ସା ଯୋଗାଇ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri