Posted inଜାତୀୟ

ମୌସୁମୀ ବର୍ଷା ନେଲାଣି ୧,୬୭୩ ଜୀବନ

ନୂଆଦିଲ୍ଲୀ, ୨ା୧୦(ପି.ଟି.): ଲଗାଣ ବର୍ଷା ଯୋଗୁ ବିହାର ଓ ଉତ୍ତରପ୍ରଦେଶରେ ମୃତ୍ୟୁସଂଖ୍ୟା ୧୫୭ ଟପିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ମୌସୁମୀ ବର୍ଷା ୧୦% ଅଧିକ ହୋଇଛି, ଯାହାକି ୨୫ ବର୍ଷରେ ସର୍ବାଧିକ। ଚଳିତବର୍ଷ ବର୍ଷାଜନିତ କାରଣରୁ ଜୁନ ମାସରୁ ଏପର୍ଯ୍ୟନ୍ତ ଦେଶରେ ୧,୬୭୩ ଜଣ ପ୍ରାଣ ହରାଇଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡ଼ିଛି। ପାଟନାରେ ପ୍ରାୟ ୨୦ ଲକ୍ଷ ଲୋକ ଜଳବନ୍ଦୀ ହୋଇଥିବାବେଳେ ପରିସ୍ଥିତି ଭୟଙ୍କର ରୂପ ଧାରଣ କରିଛି। କାନ୍ଥ ଭାଡ଼ିବା, ଘର ଭୁଶୁଡ଼ିବା ଯୋଗୁ ଅଧିକାଂଶ ଲୋକ ପ୍ରାଣ ହରାଇଛନ୍ତି। ଉତ୍ତରପ୍ରଦେଶ, ମହାରାଷ୍ଟ୍ରରେ ୩୭୧ ଜଣ ପ୍ରାଣ ହରାଇଲେଣି। ଜଳବାୟୁ ପରିବର୍ତ୍ତନ, ଅବାଧ ଗଛକଟା ଓ ସଚେତନତାର ଅଭାବ ଯୋଗୁ ପାଣିପାଗରେ ପରିବର୍ତ୍ତନ ହୋଇ ଏଭଳି ବର୍ଷା ବିତ୍ପାତ ଦେଖାଦେଉଥିବା ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଅକ୍ଟୋବର ମଧ୍ୟଭାଗ ପର୍ଯ୍ୟନ୍ତ ମୌସୁମୀଜନିତ ବର୍ଷା ଲାଗିରହିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏବେଠାରୁ ସଚେତନ ନ ରହିଲେ ଭବିଷ୍ୟତ ପିଢ଼ି ପାଇଁ ସ୍ଥିତି ହେବ ଭୟଙ୍କର’

ମହାକାଳପଡ଼ା,୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବେଣାକନ୍ଧାସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବ୍‌ ଜାତୀୟ ସବୁଜ ବାହିନୀ ପକ୍ଷରୁ ୫୪ ତମ ବିଶ୍ୱ…

ଦଳରେ ବିଦ୍ରୋହ ଭିତରେ ମମତା ଖେଳିଲେ ବଡ଼ ଚାଲ୍‌, ଅଭିଷେକ ବାନାର୍ଜୀଙ୍କୁ ଘୋଷଣା କଲେ…

ନୂଆଦିଲ୍‌ଲୀ,୬।୬: ବିଧାୟକମାନଙ୍କ ବିଦ୍ରୋହ ମଧ୍ୟରେ ଟିଏମସି (TMC) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମମତା ବାନାର୍ଜୀ ଏହି ନୂତନ ସଙ୍ଗଠନରେ…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ଲକ୍ଷ ଲକ୍ଷ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ, ୬।୬: ଗୋଟିଏ ପଟେ କେନ୍ଦ୍ରୀୟ କର୍ମଚାରୀମାନେ ଦୀର୍ଘ ଦିନ ହେବ ଅଷ୍ଟମ ବେତନ କମିଶନ (8th Pay Commission) ଅଧୀନରେ ମହଙ୍ଗା ଭତ୍ତା (DA) ଏବଂ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri