Posted inଖେଳ

ମ୍ୟାଚ ଚାଲିଥିବାବେଳେ ପଡିଆରେ ପଶିଲା କୁକୁର, ଡରିଗଲେ ଖେଳାଳି

ଚେନ୍ନାଇ, ୧୫।୧୨: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚେନ୍ନାଇରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ ଖେଲାଯାଉଛି। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମେ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରୁଥିବା ବେଳେ ମ୍ୟାଚ୍‌ ମଝିରେ ପଡିଆକୁ ଏକ କୁକୁର ପଶିଆସିଥିଲା। ଏହାଦେଖି ଖେଳାଳିମାନେ ଡରିଯାଇଥିଲେ। ୨୬ ଓଭର ଚାଲିଥିବାବେଳେ ଅଚାନକ କୁକୁରଟି ପଡିଆ ଭିତରକୁ ପଶିଆସୁଥିବାବେଳେ ଉଭୟ ଦଳର ଖେଳାଳି ଏବଂ ଅମ୍ପାୟାର ଭୟଭୀତ ହୋଇଯାଇଥିଲେ। ଗ୍ରାଉଣ୍ଡ ଷ୍ଟାଫ୍‌ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ଖେଲାଳିମାନେ କୁକୁରକୁ ଯେତେବେ ଘଉଡାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସେ ଯାଇ ନ ଥିଲା। ଫଳରେ ମ୍ୟାଚ୍‌ କିଛି ସମୟ ବାଧାପ୍ରାପ୍ତ ହୋଇଥିଲା। କିଛି ସମୟ ପରେ କୁକୁରଟି ନିଜ ମନକୁ ପଡିଆକୁ ବାହାରକୁ ଚାଲିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାରି ବି ଇତିହାସ ରଚିଲେ ଭବାନୀ ଦେବୀ

ଟୋକିଓ,୨୬।୭: ଟୋକିଓ ଅଲିମ୍ପିକ୍ସରେ ସୋମବାର ଚତୁର୍ଥ ଦିନ। କିନ୍ତୁ ପ୍ରତିଯୋଗିତା ଆଧାରରେ ଆଜି ତୃତୀୟ ଦିନ। ତେବେ ପ୍ରାରମ୍ଭିକ ମ୍ୟାଚ୍‌ ଗୁଡିକରେ ଭାରତୀୟ ଦଳ ଭଲ...

କେ.ଏଲ୍‌. ରାହୁଲଙ୍କୁ ମିଛ କହିଥିଲେ ତାଙ୍କ ମା’, ୨୭ ବର୍ଷ ଧରି…

ନୂଆଦିଲ୍ଲୀ,୩୦।୩: ଭାରତୀୟ କ୍ରିକେଟ ଟିମ୍‌ର ଉପଅଧିନାୟକ ତଥା ଏବେ ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସର ଅଧିନାୟକ କେ.ଏଲ୍‌ ରାହୁଲଙ୍କୁ ଦୀର୍ଘ ୨୬ରୁ ୨୭ ବର୍ଷ ଧରି...

ଜର୍ମାନୀ-ବେଲଜିୟମ ଫାଇନାଲ

ଭୁବନେଶ୍ୱର, ୨୮।୧ (କ୍ରୀଡ଼ା ପ୍ରତିନିଧି): ଗତଥରର ଚାମ୍ପିୟନ ବେଲ୍‌ଜିୟମ କ୍ରମାଗତ ଦ୍ୱିତୀୟ ଥରପାଇଁ ହକି ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ଫାଇନାଲରେ ଏହି ଦଳ ଆସନ୍ତା...

ଟିଭିରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଚୁମ୍ବନ ଦେଲେ ଆଫଗାନିସ୍ତାନ ପ୍ରଶଂସକ

ଦୁବାଇ,୨୯।୮: ଏସିଆ କପ୍‌ର ଏକ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନ ବିପକ୍ଷରେ ରୋମାଞ୍ଚକର ବିଜୟ ହାସଲ କରିଛି। ଏହି ବିଜୟର ହିରୋ ଥିଲେ ହାର୍ଦ୍ଦିକ ପାଣ୍ଡ୍ୟା।...

ବିଶ୍ୱ ଭିନ୍ନକ୍ଷମ ଟି୨୦ ସିରିଜ୍‌ ଚାମ୍ପିୟନ ଭାରତ

ମୁମ୍ବାଇ,୧୪।୮(ପିଟି): ବିଶ୍ୱ ଶାରୀରିକ ଭିନ୍ନକ୍ଷମ ଟି୨୦ ସିରିଜ୍‌ର ପ୍ରଥମ ସଂସ୍କରଣରେ ଫେଭରାଇଟ୍‌ ଭାରତୀୟ ଦଳ ଚାମ୍ପିୟନ ହୋଇଛି। ବୁଧବାର ଖେଳାଯାଇଥିବା ଫାଇନାଲରେ ଭାରତୀୟ ଦଳ ୩୬...

କରୋନାକୁ ଲଢ଼ିବା ପାଇଁ ଜର୍ମାନୀ ଫୁଟ୍‌ବଲର୍‌ଙ୍କ ବଦାନ୍ୟତା

ବର୍ଲିନ, ୧୯।୩ (ଏଏଫ୍‌ପି)- ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଥିବାବେଳେ ଏହାକୁ ମୁକାବିଲା କରିବା ପାଇଁ ଜର୍ମାନୀ ଜାତୀୟ ଫୁଟ୍‌ବଲ ଦଳର ଖେଳାଳିମାନେ...

ସୁମୋ ରେସଲରଙ୍କ ସହ ଲଢ଼ିଲେ ଜୋକୋଭିଚ୍‌

ଟୋକିଓ,୦୧।୧୦: ସର୍ବିଆର ଷ୍ଟାର ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌ ଏବେ ଜାପାନ ଓପନରେ ଭାଗ ନେବା ପାଇଁ ଏଠାରେ ଅଛନ୍ତି। ଟ୍ରେନିଂରୁ ବ୍ରେକ ନେଇ ସେ...

ଦକ୍ଷିଣ ଭାରତୀୟ ରୀତିନୀତିରେ ବିବାହ

ବମ୍ବେ: ବିଗତ କିଛି ମାସ ଧରି ବଲିଉଡ୍‌ରେ ବିବାହ ଋତୁ ଚାଲିଛି। ଏହି ସମୟ ମଧ୍ୟରେ ଅଭିନେତା ବିକ୍କି କୌଶଲଙ୍କଠାରୁ ଆରମ୍ଭ କରି ଫର୍‌ହାନ ଅଖ୍‌ତର,...

Advertisement
Archives

Model This Week