Posted inଖେଳ

ମ୍ୟାଟ୍‌ ପୁରେଙ୍କ ପରଲୋକ

ଓ୍ବେଲିଂଟନ, ୧୪।୬: ପୂର୍ବତନ ନ୍ୟୁଜିଲାଣ୍ଡ କ୍ରିକେଟର ମ୍ୟାଟ୍‌ ପୁରେଙ୍କର ୯୦ ବର୍ଷ ବୟସରେ ପରଲୋକ ଘଟିଛି। ଅଲରାଉଣ୍ଡର ପୁରେ ୧୯୫୩ରୁ ୧୯୫୬ ମଧ୍ୟରେ ୧୪ଟି ଟେଷ୍ଟ ଖେଳିଥିଲେ। ଲିଜେଣ୍ଡ ବେର୍ଟ ସୁଟ୍‌କ୍ଲିଫ୍‌ ଓ ଜନ୍‌ ରିଡ୍‌ଙ୍କର ସେ ସମସାମୟିକ ଥିଲେ। ୧୯୫୫ରେ ବେଙ୍ଗାଲୁରୁଠାରେ ମ୍ୟାଚ ଅବସରରେ ଏକ ବୁଲାକୁକୁର ଷ୍ଟାଡିୟମ ପଡ଼ିଆକୁ ପଶି ଆସିଥିଲା। ତାକୁ ଧରିବା ପାଇଁ ଗ୍ରାଉଣ୍ଡ ଷ୍ଟାଫ୍‌ ଉଦ୍ୟମ କରୁଥିବାବେଳେ ପୁରେ ଧରିନେଇଥିଲେ। ତେବେ କୁକୁର ଖଣ୍ଡିଆ କରି ଦେଇଥିବାରୁ ତାଙ୍କୁ ୧୨ଟି ପ୍ରତିଷେଧକ ଇଞ୍ଜେକ୍ସନ ନେବାକୁ ପଡ଼ିଥିଲା। କାରଣ ମାରାତ୍ମକ ଜଳାତଙ୍କ ରୋଗ ହେବାର ଆଶଙ୍କା ରହିଥିଲା। ରିପୋର୍ଟ ଅନୁସାରେ ପୁରେ ଜଣେ କୁକୁରପ୍ରେମୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri