ମ୍ୟାନ୍‌ମାର୍‌ ବିରୋଧରେ ଗଣହତ୍ୟା ଅଭିଯୋଗକୁ ଖଣ୍ଡନ କଲେ ସୁକି

ଦି ହ୍ୟୁଗ୍‌,୧୧।୧୨: ନୋବେଲ ପୁରସ୍କାର ବିଜେତା ଅଙ୍ଗ ସାନ୍‌ ସୁକି ମ୍ୟାନ୍‌ମାର୍‌ ବିରୋଧରେ ହୋଇଥିବା ଗଣହତ୍ୟା ଅଭିଯୋଗକୁ ଖଣ୍ଡନ କରିଛନ୍ତି। ନେଦରଲାଣ୍ଡର ଦି ହ୍ୟୁଗ୍‌ ଠାରେ ଇଣ୍ଟରନ୍ୟାସନାଲ୍‌ କୋର୍ଟ ଅଫ୍‌ ଜଷ୍ଟିସ୍‌କୁ ସମ୍ବୋଧନ କରି ସେ ଏପରି କହିଛନ୍ତି। ମ୍ୟାନମାର୍‌ରେ ରୋହିଙ୍ଗ୍ୟା ମୁସଲମାନ୍‌ଙ୍କ ଉପରେ ସୈନ୍ୟ ବାହିନୀ ଅତ୍ୟାଚାର କରି ନ ଥିବା ସେ କହିଛନ୍ତି। ଦେଶରେ ଆଭ୍ୟନ୍ତରୀଣ ସମସ୍ୟା ସୃଷ୍ଟି ହୋଇଥିବା ସୁକି ସୂଚନା ଦେଇଛନ୍ତି। ପ୍ରତିରକ୍ଷା ବାହିନୀରେ କାର୍ଯ୍ୟ କରୁଥିବା କିଛି ଅଧିକାରୀଙ୍କ ବିରୋଧରେ ଅଭିଯୋଗ ଅଣାଯାଇଥିଲା। ସେମାନଙ୍କର ବିଚାର ଜାରି ରହିଥିବା ସୁକି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୁପ୍‌ ବସିଥିବା ଶିଶୁଙ୍କୁ ଦେଖି ଚମକି ପଡିଲେ ମା’

କୁଆଲାଲମପୁର,୫।୧୦: ମାଲେସିଆ ମିଡିଆର ସୂଚନା ଅନୁଯାୟୀ, ଦୁଇଟି ଶିଶୁକନ୍ୟା କିଛି ସମୟ ଧରି ଚୁପ୍‌ ହୋଇ ବସିଥିବା ପରିବାର ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପିଲାଙ୍କ ମା’...

ସୌରଜଗତ ବାହାରେ ୫ ହଜାର ବିଶ୍ୱ

ଓ୍ବାଶିଂଟନ୍‌, ୨୩ା୩: ସୌରମଣ୍ଡଳ ବାହାରେ ଆଉ ୬୫ ଗ୍ରହ ଠାବ କରିଛି ଆମେରିକା ମହାକାଶ ସଂସ୍ଥା ନାସା। ଏହାକୁ ମିଶାଇ ଆମ ସୌରଜଗତ ବାହାରେ ଏଭଳି...

ସୋମବାରଠାରୁ ସପ୍ତାହେ ପାଇଁ ଏହି ଦେଶରେ ଲକ୍‌ଡାଉନ୍‌…

ତେହେରାନ,୧୫।୮: କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଇରାନ୍‌ରେ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟରୁ ଦେଶରେ ସୋମବାରଠାରୁ ସପ୍ତାହେ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି।...

ଆମେରିକାରେ ପାଳନ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ

ଓ୍ବାଶିଂଟନ,୧୭।୬: ଆସନ୍ତା ୨୧ତାରିଖରେ ବିଶ୍ୱ ବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ ଆମେରିକାରେ ରବିବାର ଏହି ଦିବସକୁ ବିଭିନ୍ନ ବର୍ଗର ଲୋକେ ପାଳନ...

୨୦ ହଜାର କରୋନାଭାଇରସ ରୋଗୀଙ୍କୁ ମାରିବାକୁ ଅନୁମତି ମାଗିଛି କି ଚାଇନା!

ବେଜିଂ,୧୦।୨: ଚାଇନାରେ କାୟା ବିସ୍ତାର କରିଥିବା କରୋନାଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଭାରତ ଓ ଆମେରିକା ସମେତ ବିଶ୍ୱର ଆଉ କିଛି ଦେଶ...

ଦୁବାଇ ଏୟାରପୋର୍ଟରେ ଭାରତୀୟ ମହିଳାଙ୍କ ସନ୍ତାନ ଜନ୍ମ

ଦୁବାଇ,୨୧ା୪(ପି.ଟି): ଦୁବାଇ ଏୟାରପୋର୍ଟରେ ଜଣେ ଭାରତୀୟ ମହିଳା ଏକ ଶିଶୁ ଜନ୍ମ କରିଛନ୍ତି । ଏଥିରେ ଜଣେ ମହିଳା ଇନ୍ସପେକ୍ଟର ସହାୟତା କରିଥିଲେ। ଆସନ୍ନ ପ୍ରସବା...

ୟେମେନରେ ଆମେରିକା ସେନା ପକ୍ଷରୁ ଏନକାଉଣ୍ଟର, ଅଲକାଏଦା ନେତା କାସିମ ନିହତ

ଓ୍ବାଶିଂଟନ୍‌,୭।୨: ଅଲକାଏଦା ନେତା କାସିମ-ଅଲ-ରିମି ଏନକାଉଣ୍ଟରରେ ନିହତ ହୋଇଛନ୍ତି। ୟେମେନରେ ଚାଲିଥିବା ଆତଙ୍କବାଦ ମୁକାବିଲା ଅଭିଯାନବେଳେ ସେ ନିହତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ଭାରତକୁ ସହାୟତାର ହାତ ବଢ଼ାଇଲା ପାକିସ୍ତାନ: ୫୦ ଆମ୍ବୁଲାନ୍ସ୍‌ ପଠାଇବାକୁ କହିଲା ଏହି ଟ୍ରଷ୍ଟ୍‌…

ଇସଲାମାବାଦ୍‌,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ପାକିସ୍ତାନର ଇଧି...

Advertisement
Archives

Model This Week