ମ୍ୟାନ ଭର୍ସେସ ଓ୍ବାଇଲ୍ଡ: ବିୟର ଗ୍ରିଲସ୍‌ଙ୍କ ସହ ନଜର ଆସିଲା ରଜନୀକାନ୍ତଙ୍କ ମୋଶନ ପୋଷ୍ଟର

ନୂଆଦିଲ୍ଲୀ,୨୦।୨: ଡିସକଭରି ଚ୍ୟାନେଲରେ ପ୍ରସାରିତ ହେବାକୁ ଥିବା ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତଙ୍କର ଶୋ’ ମ୍ୟାନ ଭର୍ସେସ ଓ୍ବାଇଲ୍ଡର ମୋଶନ ପୋଷ୍ଟର ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପ୍ରଥମଥର ଆସିଥିବା ଏହି ମୋଶନ ପୋଷ୍ଟର ଦେଖିବା ପରେ ଦର୍ଶକେ ଏହାର ପ୍ରସାରଣକୁ ଅପେକ୍ଷା ରଖିଛନ୍ତି। ତେବେ ରଜନୀକାନ୍ତଙ୍କ ପରେ ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ମଧ୍ୟ ମ୍ୟାନ ଭର୍ସେସ ଓ୍ବାଇଲ୍ଡ ପାଇଁ ଶୁଟିଂ କରି ସାରିଛନ୍ତି। ଏହା ପୂର୍ବରୁ ପ୍ରଥମ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମ୍ୟାନ ଭର୍ସେସ୍‌ ଓ୍ବାଇଲ୍ଡରେ ଆସିଥିବା ବେଳେ ଏହି ଶୋ’କୁ ଦେଖିବାକୁ ବିଶ୍ୱବାସୀ ଏକ ପ୍ରକାର ଅପେକ୍ଷା ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ପୀଡ଼ିତାଙ୍କୁ ବିବାହ ସର୍ତ୍ତରେ ଅଭିଯୁକ୍ତକୁ ଜାମିନ ପ୍ରଦାନ କଲେ ହାଇକୋର୍ଟ

ଇନ୍ଦୋର, ୬।୯: ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ଇନ୍ଦୋର ବେଞ୍ଚ୍‌ ଏକ ନିଆରା ରାୟ ଦେଇଛନ୍ତି। ବଳାତ୍କାର ପୀଡ଼ିତାଙ୍କୁ ବିବାହ କରିବା ସର୍ତ୍ତରେ କୋର୍ଟ ଜେଲ୍‌ରେ ଥିବା ଅଭିଯୁକ୍ତକୁ...

ନାମାଙ୍କନ ରଦ୍ଦ ହେଲା ପରେ ବି ଶ୍ରତ୍ରୁଘ୍ନଙ୍କର ନିର୍ବାଚନ ଲଢ଼ିବା ନିଶା ଭାଙ୍ଗିନି

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀର କର୍ନଟ ପ୍ଲେସ୍‌ ନିକଟରେ ଥିବା ହନୁମାନ ମନ୍ଦିରଠାରେ ଚା’ ଦୋକାନ କରିଛନ୍ତି ଜଣେ ଯୁବକ। ନିର୍ବାଚନ ଲଢ଼ିବାକୁ ଚାହୁଁଥିବା ଏହି ଯୁବକଙ୍କର ନାମାଙ୍କନ...

ଡ୍ରଗ୍ସ୍‌ କାରବାର ୩ ବର୍ଷରେ ୪୫୫ ପ୍ରତିଶତ ବୃଦ୍ଧି, ବର୍ଷକୁ ୨ ଲକ୍ଷରୁ ଅଧିକ ମୃତ୍ୟୁ…

ନୂଆଦିଲ୍ଲୀ,୫।୧୦: ଡ୍ରଗ ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଏନ୍‌ସିବି ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଗତ ବର୍ଷ ବଲିଉଡରେ ଡ୍ରଗ୍ସ୍‌ ମାମଲା ଆସିବା ପରେ...

ସୁଜୟଙ୍କ ପ୍ରଶଂସାରେ ସୋନମ

ସୋନମ କପୁରଙ୍କ ମୁହଁରେ ଏବେ ସୁଜୟ ଘୋଷଙ୍କ ପ୍ରଶଂସା ଶୁଣିବାକୁ ମିଳୁଛି। କାରଣ ସୁଜୟଙ୍କ ଆଗାମୀ ରିମେକ୍‌ ଫିଲ୍ମରେ ସେ ଅଭିନୟ କରିବାକୁ ଯାଉଛନ୍ତି। ଯେତେବେଳେ...

ଫେରିଯିବ ମୌସୁମୀ

ନୂଆଦିଲ୍ଲୀ,୧୫ ।୧୦: ଦେଶର ପ୍ରାୟ ସମସ୍ତ ଭାଗରୁ ମୌସୁମୀ ଫେରି ଯାଇଛି କହିଲେ ଚଳେ । ଓଡ଼ିଶାର କିଛି ଭାଗରେ ଓ ପୂର୍ବ ଭାରତର କିଛି...

ଆରୋଗ୍ୟ ସେତୁର ସ୍ରଷ୍ଟା ମନ୍ତ୍ରଣାଳୟକୁ ଜଣାନାହିଁ

ନୂଆଦିଲ୍ଲୀ,୨୮।୧୦: କୋଭିଡ୍‌-୧୯ ସମ୍ପର୍କରେ ଜନସାଧାରଣଙ୍କୁ ସତର୍କ କରାଉଥିବା ଆରୋଗ୍ୟ ସେତୁ ଆପ୍‌ର ସ୍ରଷ୍ଟା କିଏ ଏ ସମ୍ପର୍କରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପାଖରେ...

ଅମନଙ୍କ ସ୍ବପ୍ନ

ଗୀତକୁ ନେଇ ସ୍ବପ୍ନ ଦେଖନ୍ତି ଅମନ। ଗୀତକୁ ସାଥିକରି ସେ ବାଟ ଚାଲିବେ – ଏମିତି ମଧ୍ୟ ଏକ ନିଷ୍ପତ୍ତି ନେଇଛନ୍ତି ଅମନ। ଅମନଙ୍କ ପୂରାନାମ...

କରୋନା ସନ୍ଦିଗ୍ଧଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୯ା୩(ପି.ଟି.): ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କରୋନା ସନ୍ଦିଗ୍ଧ ବୁଧବାର ଏହାର ସପ୍ତମ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବିମାନବନ୍ଦର କର୍ତ୍ତୃପକ୍ଷ ତାଙ୍କୁ...

Advertisement
Archives

Model This Week