ମ୍ୟାଲେରିଆରେ ଶହେ ୬ ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ: ଆଫ୍ରିକାରେ ଅଧିକ

ଜେନେଭା, ୨୪।୪: ମ୍ୟାଲେରିଆରେ ପୃଥିବୀର ଶହେ ୬ଟି ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ ହେଉଛନ୍ତି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଏହି ରୋଗ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଏପ୍ରିଲ୍‌ ୨୫କୁ ବିଶ୍ୱ ମ୍ୟାଲେରିଆ ଦିବସ ଭାବେ ପାଳନ କରାଯାଇଥାଏ। ୨୦୧୨ରେ ଏହି ରୋଗରେ ୬ ଲକ୍ଷ ୨୭ ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ଆଫ୍ରିକାର ଅଧିକ ଶିଶୁ ରହିଥିଲେ। ଏହା ଦ୍ୱାରା ଲାଟିନ୍‌ ଆମେରିକା, ମଧ୍ୟପ୍ରାଚ୍ୟ ଏବଂ ୟୁରୋପର ଅଧିକାଂଶ ଲୋକ ଆକ୍ରାନ୍ତ ହୋଇଥାନ୍ତି। ଏହି ରୋଗରେ ଆକ୍ରାନ୍ତ ହୋଇଥିଲେ। ୨୦୧୫ରେ ୪ ଲକ୍ଷ ୨୯ ହଜାର ଲୋକଙ୍କ ମୃତ୍ୟୁ ଏହି ରୋଗରେ ହୋଇଥିଲା। ଏହା ସହିତ ଏହି ବର୍ଷ ନୂଆ କରି ୨ଶହ ୧୨ ନିୟୁତ ଲୋକ ଏଥିରେ ଆକ୍ରାନ୍ତ ହୋଇଥିଲେ। ଏହାର ନିରାକରଣ ପାଇଁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସ୍ବତନ୍ତ୍ର ଉଦ୍ୟମ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ପରେ ଏବେ ବାଂଲାଦେଶକୁ ଲୁଟୁଛି ଚାଇନା! ଡ୍ରାଗନ ଆଗରେ ଅସହାୟ ଯୁନୁସ ସରକାର

ନୂଆଦିଲ୍ଲୀ,୧୯ା୫: ଏକପଟେ ଚାଇନା ବାଂଲାଦେଶର ଅର୍ଥନୀତିରେ ଗଭୀର ଭାବେ ପ୍ରବେଶ କରୁଛି, ଅନ୍ୟପଟେ ବାଂଲାଦେଶର ଘରୋଇ ବଜାର ଚାଇନା ସାମଗ୍ରୀରେ ପରିପୂର୍ଣ୍ଣ ହୋଇପଡ଼ିଛି। ସାମ୍ପ୍ରତିକ ତଥ୍ୟ...

ଚମକାଇ ଦେବ ପାକିସ୍ତାନ ଭିକାରୀଙ୍କ ସମ୍ପତ୍ତି ତାଲିକା, ରହିଛି ବହୁତଳ ପ୍ରାସାଦ, ସୁଇମିଂ ପୁଲ, SUV! ଜାଣନ୍ତୁ କେମିତି ଚାଲିଛି ଏହି ବ୍ୟବସାୟ

ଇସଲାମାବାଦ,୧୯।୫: ଆମର ପଡ଼ୋଶୀ ଦେଶ ପାକିସ୍ତାନର ଲୋକମାନଙ୍କୁ ବିଶ୍ୱର ଯେକୌଣସି କୋଣରେ କିମ୍ବା ସାର୍ବଜନୀନ ସ୍ଥାନରେ ଭିକ୍ଷା ମାଗୁଥିବାର ଦେଖିବାକୁ ମିଳିବେ। କିନ୍ତୁ ଏହା ସତ୍ୟ...

ଅଶାନ୍ତ ହେଲା ବେଲୁଚିସ୍ତାନ, ଭୟଙ୍କର ବିସ୍ଫୋରଣରେ ୨୦ ଆହତ

କରାଚି,୧୯।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହୋଇଛି। ଏହି ସମୟରେ, ପାକିସ୍ତାନର ଅଶାନ୍ତ ବେଲୁଚିସ୍ତାନ ପ୍ରଦେଶରୁ ଏକ ବୋମା ବିସ୍ଫୋରଣ ଖବର ଆସିଛି।...

ପାକିସ୍ତାନ ମନ୍ତ୍ରୀଙ୍କ ସହ ରହିଛି ଶଶି ଥରୁରଙ୍କ ସମ୍ପର୍କ! ପାକ୍‌ ଖବରଦାତା କହିଲେ…

ଇସଲାମାବାଦ/ନୂଆଦିଲ୍ଲୀ,୧୯।୫: ଅପରେଶନ ସିନ୍ଦୂର ପରେ, ଭାରତ ସାରା ବିଶ୍ୱରେ ନିଜର ମତାମତ ଉପସ୍ଥାପନ କରିବା ପାଇଁ ସର୍ବଦଳୀୟ ଦଳ ଗଠନ କରିଛି। ଏଥିରେ କଂଗ୍ରେସ ଏମପି...

ପୁଣି ହେବ ଯୁଦ୍ଧ! ପାକିସ୍ତାନ କହିଲା ନଇଁବ ନାହିଁ ଯେ କୌଣସି ସୀମା ପର୍ଯ୍ୟନ୍ତ ଯିବାକୁ …

ଇସଲାମାବାଦ,୧୯।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପ୍ରତି ହୋଇଥିବା ସାମରିକ ସଂଘର୍ଷ ପରେ, ପାକିସ୍ତାନର ଇଣ୍ଟର-ସର୍ଭିସେସ ପବ୍ଲିକ ରିଲେସନ୍ସ (ISPR) ନିର୍ଦ୍ଦେଶକ ଜେନେରାଲ ଲେଫ୍ଟନାଣ୍ଟ ଜେନେରାଲ...

ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ନିହତ ହେଲେ ହମାସ ନେତାଙ୍କ ଭାଇ

ଜେରୁ ଜେଲମ,୧୯।୫: ଇସ୍ରାଏଲୀ ସେନା (IDF) ହମାସର ଜଣେ ଶୀର୍ଷ କମାଣ୍ଡର ଏବଂ ନିହତ ହମାସ ମୁଖ୍ୟ ୟାହ୍ୟା ସିନୱାରଙ୍କ ସାନ ଭାଇ ମହମ୍ମଦ ସିନୱାରଙ୍କୁ...

ଏହି ମାରାତ୍ମକ ରୋଗ ସହ ସଂଘର୍ଷ କରୁଛନ୍ତି ବାଇଡେନ

ଓ୍ବାଶିଂଟନ,୧୯ା୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନ ଏକ ମାରାତ୍ମକ ରୋଗରେ ପୀଡ଼ିତ ଅଛନ୍ତି। ବାଇଡେନଙ୍କୁ ପ୍ରୋଷ୍ଟେଟ୍‌ କ୍ୟାନସର ରୋଗ ହୋଇଛି। ଡାକ୍ତରୀ ପରୀକ୍ଷା ଅନୁସାରେ,...

ଭାରତୀୟ ଆମ୍ବକୁ ଆମେରିକାର ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୫: ଆମେରିକା ଭାରତୀୟ ରପ୍ତାନିକାରୀଙ୍କୁ ଝଟ୍‌କା ଦେବା ଭଳି କାର୍ଯ୍ୟ କରିଛି। ଭାରତରୁ ଲସ୍‌ଏଞ୍ଜେଲ୍ସ, ସାନ୍‌ ଫ୍ରାନ୍‌ସିସ୍କୋ ଓ ଆଟଲାଣ୍ଟା ବିମାନବନ୍ଦରରେ ୧୫ କଣ୍ଟେନରରେ ପହଞ୍ଚତ୍ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri