ମୟୂରଭଞ୍ଜକୁ ଛୁଇଁଲା କରୋନା: ଜିଲାରେ ୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୫(ବ୍ୟୁରୋ): ମୟୂରଭଞ୍ଜକୁ ଛୁଇଁଲା କରୋନା। ପ୍ରଥମ ଥର ପାଇଁ ଗୁରୁବାର ଜିଲାରେ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଏବେ ରାଜ୍ୟର ୧୮ ଜିଲା କୋଭିଡ-୧୯ କବଳକୁ ଆସିଛି।

ପ୍ରକାଶ ଯେ, ରାଜ୍ୟରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରେ ୧୪୨ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି ୨ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୨୦ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri