ମୟୂରଭଞ୍ଜରୁ ୬ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୬ ଛୁଇଁଲା

ବାରିପଦା ଅଫିସ, ୮।୬: ମୟୂରଭଞ୍ଜ ଜିଲାରୁ ସୋମବାର ନୂଆ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୬ରେ ପହଞ୍ଚିଛି। ତେବେ ନୂଆ ଚିହ୍ନଟ ୬ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ଶୁଲିଆପଦା ବ୍ଲକର ହୋଇଥିବା ବେଳେ ୨ଜଣ ବିଜତଳା ବ୍ଲକର। ସମସ୍ତେ ରାଜ୍ୟ ବାହାରୁ ଆସି ପ୍ରଶାସନ ପକ୍ଷରୁ ହୋଇଥବା ଅସ୍ଥାୟୀ ସଙ୍ଗରୋଧ ଗୃହରେ ରହୁଥିଲେ। ସେମାନଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ୨, ଗୋଆରୁ ୨, ଗୁଜୁରାଟରୁ ୧ ଓ ତାମିଲନାଡୁରୁ ୧ ଫେରନ୍ତା ଅଟନ୍ତି। ସମସ୍ତକୁ ବାଙ୍କୀଷୋଳସ୍ଥିତ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଜିଲାରୁ ଚିହ୍ନଟ ୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ଜଣ ସୁସ୍ଥ ହୋଇଥିବା ବେଳେ ୬୨ ଜଣ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷୀୟା କରୋନା ପୀଡ଼ିତାଙ୍କୁ ବଳାତ୍କାର କଲେ ଆମ୍ବୁଲାନ୍ସ ଡ୍ରାଇଭର

ଥିରୁଭାନନ୍ତପୁରମ,୬।୯: କେରଳର ପାତନମଥିତ ଜିଲାର ଅରାନମୁଲାରେ ଜଣେ ୧୯ ବର୍ଷୀୟା କରୋନା ସଂକ୍ରମିତ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏହି ମାମଲରେ କେରଳ ପୋଲିସ...

୨୧୯ ଛାତ୍ରୀଛାତ୍ରଙ୍କୁ ୩ ଶିକ୍ଷକ

ଫିରିଙ୍ଗିଆ, ୮ା୩ – ସରକାର ଶିକ୍ଷାର ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ପ୍ରଚେଷ୍ଟା ମଧ୍ୟ ଜାରି ରଖିଛନ୍ତି।...

ମୃତ୍ୟୁ ହେବାର ଘଣ୍ଟାଏ ପରେ କରୋନା ପଜିଟିଭ୍‌ ଚିହ୍ନଟ: ମୃତଦେହକୁ ଛୁଇଁଲେନି ଅଞ୍ଚଳବାସୀ

ଖୁଣ୍ଟୁଣୀ,୬।୯(ଡି.ଏନ.ଏ): ଖୁଣ୍ଟୁଣୀ ଥାନା ଅଞ୍ଚଳରେ ଜଣେ ୬୫ ବର୍ଷର ପୁରୁଷଙ୍କ ଶନିବାର ମୃତ୍ୟୁ ଘଟିବାର ଘଣ୍ଟାଏ ପରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଅଞ୍ଚଳବାସୀ...

ମୃତ୍ତିକା ପରୀକ୍ଷା କାର୍ଯ୍ୟକ୍ରମ ବାଟବଣା : ୧୩ହଜାରରୁ ମାତ୍ର ୩ ହଜାର ଚାଷୀଙ୍କ ଜମିର ହୋଇଛି ପରୀକ୍ଷା

ନୟାଗଡ଼ ଅଫିସ,୧୮ା୧୦: ରାଜ୍ୟ ସରକାରଙ୍କ କୃଷିନୀତି ୨୦୧୩ ଅନୁଯାୟୀ ଚାଷୀଙ୍କ ଜମିର ମାଟି ପରୀକ୍ଷା ପାଇଁ ପ୍ରତି ଜିଲାରେ ମୃତ୍ତିକା ପରୀକ୍ଷା କେନ୍ଦ୍ର ରହିଛି। ଚାଷୀମାନେ...

‘ନନ୍ଦିନୀ ଥିଲେ ସାଲିସବିହୀନ ନେତ୍ରୀ’

ଢେଙ୍କାନାଳ ଅଫିସ, ୧୦।୬ – ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ତଥା ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ସମାରୋହ ଢେଙ୍କାନାଳ ଜୟଗୋପାଳ ସାହିସ୍ଥିତ...

ସମୁଦ୍ରରେ ବୁଡ଼ିଲା ଡଙ୍ଗା: ଜଣେ ମସ୍ୟଜୀବୀଙ୍କ ଜୀବନ ଗଲା, ୪ ପହଁରି ପହଁରି କୂଳକୁ ଫେରିଲେ

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମପେଟାରେ ସମୁଦ୍ରରେ ଡ଼ଙ୍ଗା ବୁଡିଯିବାରୁ ଜଣେ ମସ୍ୟଜୀବୀଙ୍କ ମୃତ୍ୟ ଘଟିଛି। ଅନ୍ୟ ୪ ମତ୍ସ୍ୟଜୀବୀ ପହଁରି ପହଁରି...

କରୋନା ଯୁଦ୍ଧରେ ଟେକ୍ନୋଲୋଜି ଅସ୍ତ୍ର

ସସ୍ମିତା ପାଇକରାୟ ଭୁବନେଶ୍ୱର,୬ା୫(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶା ଦେଶରେ ରୋଲ୍‌ ମଡେଲ ସାଜିଛି। ଯୁଦ୍ଧ ଜିତିବାକୁ ରାଜ୍ୟ ସରକାର ଟେକ୍ନୋଲୋଜି ବା ବୈଷୟିକ ଜ୍ଞାନ...

ବାଙ୍କୀ ଡବଲ ମର୍ଡର ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

ବାଙ୍କୀ,୨୮। ୨(ସ୍ବ.ପ୍ର.): ବାଙ୍କୀ ଡବଲ ମର୍ଡର ଘଟଣାରେ ପୂର୍ବରୁ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଗୁରୁବାର ଆଉ ୩...

BGU
Play 250+ Trending Games
Archives

Model This Week

Why Dharitri