ମୟୂରଭଞ୍ଜର ୪ କରୋନା ଆକ୍ରାନ୍ତ ସୁସ୍ଥ

କପ୍ତିପଦା,୧୮ା୫(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲାର ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନେ ପୁରୁଷ ଓ କପ୍ତିପଦା ବ୍ଲକ ଅଞ୍ଚଳର। ସେମାନଙ୍କ ମଧ୍ୟରୁ ୩ ଜଣ ପିଙ୍ଗୁ ପଞ୍ଚାୟତର ଓ ଜଣେ ଜେ ଏସ ଜାମୁଡିହା ପଞ୍ଚାୟତର ବାସିନ୍ଦା ବୋଲି ଜଣାପଡ଼ିଛି। ପିଙ୍ଗୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ହସ୍ପିଟାଲ ଯିବା ପରେ ସେଠାରେ ରହୁଥିବା ଅନ୍ୟ ୯ଜଣ ନାନା ଆଶଙ୍କାରେ ଦିନ କାଟୁଥିଲେ। ସେମାନଙ୍କ ମଧ୍ୟରୁ ସୋମବାର ୭ ଜଣଙ୍କର ରିପୋର୍ଟ ନେଗେଟିଭ ରିପୋର୍ଟ ଆସଛି। ତେଣୁ ସେମାନଙ୍କୁ ମଧ୍ୟ ସୋମବାର ଅପରାହ୍ନରେ କ୍ୱାରାଣ୍ଟାଇନ୍‌ରୁ ଡିସ୍‌ଚାର୍ଜ କରାଯାଇଥିବା କପ୍ତିପଦା ଏବିଡିଓ ବିଦ୍ୟା ନାଏକ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ…

CJP ଆନ୍ଦୋଳନ, ଏଣ୍ଟ୍ରି ମାରିଲାଣି ପାକିସ୍ତାନ! ଲାଠିଚାର୍ଜକୁ ନେଇ କହିଲା ଏମିତି ହେଉଛି ଖୁବ ଆଲୋଚନା

ନୂଆଦିଲ୍ଲୀ/ଇସଲାମାବାଦ,୨୩।୭: NEET-UG ପେପର୍‌ ଲିକ ବିବାଦ ଏବଂ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କରାଯାଇଥିବା ପ୍ରତିବାଦ ଉପରେ ପାକିସ୍ତାନ ପ୍ରତିକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri