ବାରିପଦା ଅଫିସ,୨୩।୫: ମୟୂରଭଞ୍ଜ ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଦେବାଶିଷ ମାରାଣ୍ଡି ପ୍ରଥମ ରାଉଣ୍ଡ ଗଣତି ପରେ ୧୩୮୭ ଭୋଟରେ ଆଗୁଆ ରହିଛନ୍ତି। ସେହିପରି ବାଙ୍ଗିରିପୋଷି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗଦା ମୁର୍ମୁ ୬୬୭ ଭୋଟରେ ଆଗୁଆ ଥିବା ବେଳେ ମୋରଡା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜ କିଶୋର ଦାସ ୧୭୫୯ ଭୋଟରେ ଆଗୁଆ ଅଛନ୍ତି। ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଶ୍ରୀନାଥ ସୋରେନ ୫୯୦ ଭୋଟରେ ଆଗୁଆ ରହିଛନ୍ତି।
ଯାତ୍ରୀବହୀ ବସ୍ ଦୁର୍ଘଟଣାଗ୍ରସ୍ତ: ୪ ଆହତ
ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…
ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …
ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…
ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…
ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…
ବର୍ଷେ ହେଲା ପ୍ରେମିକାଙ୍କ ସହ ରଖୁଥିଲେ ଶାରିରୀକ ସମ୍ପର୍କ: ଗର୍ଭବତୀ ହେବାରୁ…
ନୀଳଗିରି,୨୧।୩(ପ୍ରଶାନ୍ତ ବିଶ୍ୱାଳ):ପ୍ରେମିକାଙ୍କୁ ଗର୍ଭବତୀ ପରେ ପ୍ରତାରଣା। ବିବାହର ମିଛ ପ୍ରତିଶ୍ରୁତି ଦେଇ ବର୍ଷେ ହେଲା ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପ୍ରେମିକା ଗର୍ଭବତୀ ହେବା ପରେ…
ଶାରିରୀକ ସମ୍ପର୍କ ରଖିବାକୁ ମନା କଲେ ଯମୁନା: ପ୍ରେମିକ-ମା’ ମିଶି କଲେ ଏମିତି କାମ
ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରୂପ୍ସା ଥାନା ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ଗତ ୧୭ ତାରିଖରେ ଘଟିଥିବା ମହିଳାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ୍ ହୋଇଛି। ଶାରୀରିକ ସମ୍ପର୍କ…
ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…
ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…
ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ
ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…
ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…
ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…
Archives

