ଯକ୍ଷ୍ମାକୁ ନିୟନ୍ତ୍ରଣ କରିବ ଟି’ ସେଲ୍‌

ଯକ୍ଷ୍ମା ରୋଗୀଙ୍କ ପାଇଁ ଖୁସି ଖବର। ଅବଶ୍ୟ ଏବେ ଏହି ରୋଗକୁ ଅନେକାଂଶରେ ନିୟନ୍ତ୍ରଣ କରାଯାଇସାରିଲାଣି। ଏହାର ସରଳ ଏବଂ ସହଜ ଚିକିତ୍ସା ପ୍ରଣାଳୀ ମଧ୍ୟ ଉପଲବ୍ଧ। ନିକଟରେ ଆଉ ଏକ ଉପାୟ ଦ୍ୱାରା ଯକ୍ଷ୍ମାକୁ ନିୟନ୍ତ୍ରଣ କରାଯାଇପାରିବ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ଏ ସମ୍ପର୍କରେ ଆମେରିକାର କାଲିଫର୍ନିଆ ୟୁନିଭର୍ସିଟିର ଯକ୍ଷ୍ମା ବିଶେଷଜ୍ଞମାନଙ୍କ ଦ୍ୱାରା ହୋଇଥିବା ଗବେଷଣା ସମୟରେ ସେମାନେ ମନୁଷ୍ୟ କୋଷ (ସେଲ୍‌) ଉପରେ ତନ୍ନ ତନ୍ନ କରି ପରୀକ୍ଷା କରିଥିଲେ। ଏହି ସମୟରେ ସେମାନେ ଆଇଏନ୍‌ଆଇସିଟି ନାମକ ଏକ ସେଲ୍‌ ପାଇଥିଲେ। ଏହାକୁ ସଂକ୍ଷେପରେ ସେମାନେ ‘ଟି ସେଲ୍‌’ ନାମରେ ନାମିତ କରିଛନ୍ତି। ଯଦି ଏହି ସେଲ୍‌ ସକ୍ରିୟ ରହେ ତେବେ ଯକ୍ଷ୍ମା ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅନେକାଂଶରେ କମ୍‌ ଥାଏ ବୋଲି ସେମାନେ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତର୍କତା ଜରୁରୀ

ପରିବାରର ସୁରକ୍ଷା ଦାୟିତ୍ୱ ସାଧାରଣତଃ ଗୃହିଣୀମାନଙ୍କ ଉପରେ। ପିଲାମାନଙ୍କଠାରୁ ଆରମ୍ଭ କରି ବଡ଼ମାନଙ୍କର ବି ଦେହର ଯତ୍ନ, ଖାଦ୍ୟପେୟ, ପୋଷାକ ଆଦି ବିଷୟରେ ଟିକିନିଖି ବୁଝିବାକୁ...

କୋଭିଡ୍‌-୧୯ ଟିକା

ଦୁଃଖଦ ୨୦୨୦ ବିଦାୟ ନେଇଛି। ଏହା ଗୋଟିଏ ଦୁର୍ବିପାକ ଓ ଦୁର୍ଭାଗ୍ୟ ବର୍ଷ ଥିଲା। ବିଶ୍ୱରେ ୬୪ ନିୟୁତ ଲୋକ କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇଛନ୍ତି ଓ...

ବିଭିନ୍ନ ସମସ୍ୟାରୁ ଦୂରେଇ ରଖେ ଖଜୁରୀ ପାଣି…

ଶରୀରକୁ ସୁସ୍ଥ ରଖିବା ପାଇଁ ଖଜୁରୀର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ । ପ୍ରତିଦିନ ସକାଳେ ଅଧାକପ୍‌ ଖଜୁରୀ ପାଣି ପିଇଲେ ଅନେକ ଉପକାର ମିଳିଥାଏ ।...

ରାତିରେ ମନା ଏହି ଖାଦ୍ୟ

ଖାଦ୍ୟ ସମସ୍ତଙ୍କ ଜୀବନର ଆଧାର। ହେଲେ ଜାଣନ୍ତି କି, ଯେକୌଣସି ଖାଦ୍ୟ ପ୍ରତ୍ୟେକ ସମୟରେ ଖାଇବା ସ୍ବାସ୍ଥ୍ୟପକ୍ଷେ ହିତକର ନୁହେଁ। କାରଣ ଏମିତି କିଛି ଖାଦ୍ୟ...

ଅନେକ ପୁରୁଷ ପ୍ରେମିକାଙ୍କୁ କହିଥାନ୍ତି ଏହି ୬ ମିଛ, ଜାଣିଲେ…

ସମ୍ପର୍କରେ ଅନେକ ପୁରୁଷ ମିଛ କହିଥାନ୍ତି , ତେବେ ଏହି ମିଛ କହିବାର ଅନେକ ଗୁଡ଼ଏ କାରଣ ମଧ୍ୟ ରହିଛି। କେତେବେଳେ ପ୍ରେମିକ ତାଙ୍କ ପ୍ରେମିକାକୁ...

ମଧୁମେହ ରୋଗୀଙ୍କୁ କ୍ୟାନସର୍‌ ଆଶଙ୍କା ଅଧିକ

ସ୍ବିଡିଶ୍‌ ନ୍ୟାଶନାଲ୍‌ ଡାଇବେଟିସ୍‌ ରେଜିଷ୍ଟର୍‌(ଏନ୍‌ଡିଆର୍‌)ର ଗବେଷକଙ୍କ ଅନୁସାରେ, ମଧୁମେହ ଯୋଗୁ କ୍ୟାନସର୍‌ ଆଶଙ୍କା ବଢ଼ିପାରେ। ମଧୁମେହରେ ପୀଡ଼ିତ ୨୦ ପ୍ରତିଶତ ରୋଗୀଙ୍କୁ କୋଲୋରେକ୍ଟଲ୍‌ କ୍ୟାନସର୍‌ ଏବଂ...

କେବଳ ଏହି ୨ଟି ଅଭ୍ୟାସ ପାଇଁ ମଣିଷଙ୍କ ହୋଇଥାଏ କ୍ଷତି, ସହିବାକୁ ପଡ଼େ କଷ୍ଟ

ଆଯାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ ଶ୍ଳୋକ ଉଲ୍ଲେଖ କରିଛନ୍ତି। ଚାଣକ୍ୟ କହିଛନ୍ତି ମଣିଷର କେତେକ ଅଭ୍ୟାସ ପାଇଁ ତାକୁ ଅନେକ କ୍ଷତି ସହିବାକୁ ପଡ଼ିଥାଏ।...

ଲାଉ ଜୁସ୍‌ ପିଇବାକୁ ପସନ୍ଦ

ଏଲିନା ସାମନ୍ତରାୟ। ଓଲିଉଡ଼ର ଜଣେ ଆଗଧାଡ଼ିର ନାୟିକା। ୨୦୧୫ରୁ ‘ଇସ୍କ ତୁ ହି ତୁ’ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ ସିନେ ଜଗତକୁ ପ୍ରବେଶ କରିଥିଲେ। ବର୍ତ୍ତମାନ...

Advertisement
Archives

Model This Week