ଯକ୍ଷ୍ମାରୁଗୀ ଘଇସାନ ପାଏଲେ ସରକାରୀ ସାହାଯ୍‌

ବିନିକା,୨୬ା୪ (ଡି.ଏନ୍‌.ଏ):  ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସାରଙ୍ଗପାଲି ଗାଁର ଘଇସାନ ସୁନା(୬୯)। ସେ ଗଲା ୬ ମାସ ହେଲା ଯକ୍ଷ୍ମା ରୋଗ୍‌ରେ ପୀଡ଼ିତ ଥିଲେ। ହେଲେ ତାହାକୁ କେହେନ୍‌ସି ପରକାର ସରକାରୀ ଚିକିସତ୍ା ସାହାଯ୍‌ ନାଇଁ ମିଲୁଥିବାର ପରିବାର ଲୋକ୍‌ ଅଭିଯୋଗ କରିଥିଲେ। ଇ ବାବ୍‌ଦେ ଗଲା ୨୪.୩.୨୦୧୯ରେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଦାଉ ସାଧୁଛେ ଯକ୍ଷ୍ମାରୋଗ୍‌’ ଶୀରଷକ୍‌ରେ ଖବର ବାହାରିଥିଲା। ଖବର ବାହାରଲାରୁ ବିନିକା ସ୍ବାସ୍ଥ୍ୟ ବିଭାଗ୍‌ ଇ ଦିଗେ ଦୁରୁଷ୍‌ଟି ଦେଇଥିଲା। ବିନିକା ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଚିକିସତ୍ା ଅଧ୍‌କାରୀ ପ୍ରଭାସ ଚନ୍ଦ୍ର ପଧାନ, ଆୟୁଷ ଡାକ୍‌ତର ଦିଲ୍ଲୀପ ପାଣ୍ଡିଆ, ବାଙ୍କିଘିର୍ଡ଼ି ଏଏନ୍‌ଏମ୍‌ ମମତା ମିଶ୍ର ଆର ଥାନୀୟ ଗଁାର ଆଶାକରମୀ ମମତା ରିଙ୍ଗରା ଯକ୍ଷ୍ମା ରୋଗ୍‌ରେ ପୀଡ଼ିତ ଘଇସାନକୁଁ ତାକର ଘରେ ଯାଇ ଭେଟିଥିଲେ। ଯକ୍ଷ୍ମାରୁଗୀକୁ ସରକାରକଁର ତରଫୁ ଉଷୋକଷା ବାବ୍‌ଦେ ଦିଆଯାଉଥିବାର ୫ଶହ ଟଁକା ଅନୁଦାନ ଫିମାସ ନିଜର ବ୍ୟାଙ୍କ ଜମାଖାତାରୁ ଉଠାବାକେ ପରାମଶ ଦେଇଥିଲେ। ସେନ୍‌ତା ବାଙ୍କିଘିର୍ଡ଼ି କାର୍ଯ୍ୟନିର୍ବାହୀ ଅଧ୍‌କାରୀ ବିଶ୍ୱମ୍ବର ଶତପଥି ଘଇସାନ କେନ୍‌ଥେଇ ଜଲଦି ବୁଢ଼ାବୁଢ଼ି ଭତା ପାଏବେ ସେ ଦିଗେ ପଦକ୍ଷେପ ନିଆଯିବା ବଲି କହିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ବାଇକ୍-କଣ୍ଟେନର ମୁହାଁମୁହିଁ ଧକ୍କା: ୩ ମୃତ, ନିଆଁରେ ପୋଡିଗଲା….

ଜମନକିରା,୯ା୩(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ବଡରମା ପଞ୍ଚାୟତ ଡିମିରିମୁଣ୍ଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଏନଏଚ୍ ୫୩ରେ ଦୁର୍ଘଟଣାରେ ୩ ଜଣଙ୍କ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଶେଷରେ ଧରାପଡ଼ିଲେ ପ୍ରେମିକ-ନବବଧୂ: ଏହି ସ୍ଥାନରେ ଥିଲେ, ପୋଲିସ ଉଭୟଙ୍କୁ…

ସମ୍ବଲପୁର, ୨୪।୨(ପ୍ରମୋଦ ବହିଦାର): ପୋଲିସ ହାତରେ ଧରାପଡିଲେ ବନ୍ଧୁକ ମୁନରେ ନବବଧୂ ଅପହରଣକାରୀ। ନବବଧୂ କଣ୍ଟାମାଳ ଥାନା ଅନ୍ତର୍ଗତ କଣ୍ଟାମାଳ ବ୍ଲକଛକର ରଶ୍ମି ପୁଟେଲ(୧୯)ଙ୍କ ସହ କଣ୍ଟାମାଳ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri