ଯନ୍ତ୍ରଣାରୁ ଉପଶମ ଦେବ ଡିଭାଇସ୍‌

ଆଜିକାଲିର ଇଲେକଟ୍ରୋନିକ୍‌ ଯୁଗରେ ଡିଭାଇସ୍‌କୁ ବିଭିନ୍ନ କ୍ଷେତ୍ରରେ ବ୍ୟବହାର କରାଯାଉଛି। ଏହି ତାଲିକାରେ ସ୍ବିଡେନ୍‌ର ବୈଜ୍ଞାନିକ ଆଉ ଏକ କଥା ଯୋଡିଛନ୍ତି। ସେମାନେ ତିନିବର୍ଷ ପରିଶ୍ରମ କରି ଏକ ନୂଆ ଡିଭାଇସ୍‌ ପ୍ରସ୍ତୁତ କରିଛନ୍ତି। ଏହାର ଏକ ସ୍ବତନ୍ତ୍ର ବିଶେଷତ୍ୱ ରହିଛି। ଯନ୍ତ୍ରଣାରୁ ଉପଶମ ପାଇବାକୁ ଏହାକୁ ବ୍ୟବହାର କରାଯାଇପାରିବ ବୋଲି ଏହି ବୈଜ୍ଞାନିକମାନେ ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି। ଯନ୍ତ୍ରଣା ଅନୁଭୂତ ହେଉଥିବା ଜାଗା ଉପରେ ଏହାକୁ ବାନ୍ଧି ଦେଲେ ତାହା କିଛି ସମୟ ଭିତରେ କାମ କରିବା ଆରମ୍ଭ କରିଥାଏ। ଖାସ୍‌ କଥା ହେଲା, ଏହି ନୂଆ ଡିଭାଇସ୍‌ କିପରି କାମ କରୁଛି ତାହାକୁ ପରୀକ୍ଷାମୂଳକ ଭାବରେ ବ୍ୟବହାର କରାଯାଇ ସେଥିରୁ ସଫଳତା ମିଳିଛି ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ବିଶ୍ୱକର୍ମା ପୂଜା: ରାଶି ଅନୁଯାୟୀ ଏପରି କରନ୍ତୁ ଉପାୟ, ବ୍ୟବସାୟରେ ହେବ ଉନ୍ନତି

ବିଶ୍ୱକର୍ମା ପୂଜା ଦିନ ବିଶ୍ୱକର୍ମା ଋଷିଙ୍କୁ ପୂଜା କରାଯାଇଥାଏ। ଏହାଦ୍ୱାରା ବ୍ୟାପାରରେ ଉନ୍ନତି ପରିଲକ୍ଷିତ ହୋଇଥାଏ ବୋଲି ମାନ୍ୟତା ରହିଛି। ତେବେ ଚଳିତ ବର୍ଷ ସେପ୍ଟେମ୍ବର...

ଷ୍ଟ୍ରୋକ୍‌ ରୋଗୀ ଓ ରୋବୋ

ଚିକିତ୍ସା ବିଜ୍ଞାନରେ ରୋବୋର ବ୍ୟବହାର କିଛି ନୂଆ କଥା ନୁହେଁ। ଏବେ ଜଟିଳ ଅପରେଶନ ପାଇଁ ଏହାର ସହାୟତା ନିଆଯାଉଛି। ନିକଟରେ ଜାପାନର ଟୋକିଓ ୟୁନିଭର୍ସିଟିର...

ଲିଭର : କିଛି କଥା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଲା ଲିଭର (ଯକୃତ)। ଏହାର କାର୍ଯ୍ୟଦକ୍ଷତା ପ୍ରତିହତ ହେଲେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟଜନିତ ସମସ୍ୟା ଦେଖାଯାଇଥାଏ। ତେବେ ଲିଭର...

ଶୀତଦିନେ ଏସବୁ କରିବା ମନା…

ଶୀତଦିନେ କେତେକ କାମ ନ କରିବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏସବୁ କଲେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଶୀତଦିନେ ସକାଳୁ ଗରମ ପାଣିରେ...

ଶରୀର ପାଇଁ ଲାଭଦାୟକ ମଞ୍ଜି ଜାତୀୟ ଖାଦ୍ୟ

ଆଧୁନିକ ଜୀବନଶୈଳୀ ଅନେକ ମାରାତ୍ମକ ରୋଗର କାରଣ ପାଲଟିଛି। ହେଲେ ଆମ ପରିବେଶରେ ଏମିତି କିଛି ଜିନିଷ ଅଛି ଯାହାର ବ୍ୟବହାର କରି ଆମେ ଏହି...

ଓଜନ ଏବଂ ପେଟ କମାଇବ ଏହି ଯୋଗାସନ

ସୁସ୍ଥ ରହିବା ପାଇଁ ଯୋଗାସନ ଜରୁରୀ ଅଟେ। ଫଳକାସନ ଏମିତି ଏକ ଆସନ ଯାହା କରିବା ଦ୍ୱାରା ଓଜନ କମିବା ସହ ପେଟ କମିଥାଏ ବୋଲି...

ସ୍ମାର୍ଟ ଓ୍ବିଣ୍ଡୋ

ଘର ଭିତରକୁ ପବନ ଯାତାୟାତ ପାଇଁ ଘରେ ଝରକା ଲଗାଯାଇଥାଏ। ହେଲେ ଖରାଦିନେ ଉତପ୍ତ ବାୟୁ ଏହା ଭିତର ଦେଇ ଘରକୁ ଆସିଥାଏ। ନିକଟରେ ୟୁନିଭର୍ସିଟି...

ସକାଳୁ ଖାଲି ପେଟରେ ପିଅନ୍ତୁ ଅଦା ଜୁସ୍‌

ଅଦା ଜୁସ୍‌ ଶରୀର ପାଇଁ ବେଶ୍‌ ଲାଭଦାୟକ। ବିଶେଷ କରି ସକାଳୁ ଅଦା ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଅଦା ଜୁସ୍‌ରେ ଥିବା ଅନେକ...

Coronavirus Update

Archives

Model This Week

Why Dharitri