ଯନ୍ତ୍ରଣା ସହି ନ ପାରି ଜୀବନ ହାରିଲେ ବୃଦ୍ଧା

ମାର୍ଶାଘାଇ, ୩।୪ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଡ଼କୁଳ ଗ୍ରାମର ଜନୈକା ବୃଦ୍ଧା ଯନ୍ତ୍ରଣା ସହି ନ ପାରି ଶୁକ୍ରବାର ଜୀବନ ହାରିଛନ୍ତି। ସେ ହେଲେ କୂଳମଣି ଲେଙ୍କାଙ୍କ ସ୍ତ୍ରୀ ପ୍ରେମଲତା ଲେଙ୍କା। ଶୁକ୍ରବାର ତାଙ୍କ ମୃତ ଶରୀର ନିକଟସ୍ଥ ବିଲ ମଧ୍ୟରୁ ଜଳନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି।
ସୂଚନା ଅନୁଯାୟୀ, ପ୍ରେମଲତା ବହୁଦିନ ହେବ ଶ୍ୱାସ ଓ ମେରୁଦଣ୍ଡ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ବୟସ ଅନୁଯାୟୀ ଯନ୍ତ୍ରଣା ବଢ଼ି ଚାଲିଥିଲା। ଏଥିସହ ସେ ମାନସିକ ବିକାରଗ୍ରସ୍ତ ଥିବା ମଧ୍ୟ କୁହାଯାଉଛି। ତେବେ ନିଜ ଯନ୍ତ୍ରଣା ସହି ନ ପାରି ପ୍ରେମଲତା ଦେହର ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମାର୍ଶାଘାଇ ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏ ନେଇ ଥାନାରେ ଏକ ଅପମୃତ ମାମଲା (ନଂ.୯/୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?