Posted inଖେଳ

ଯବାନଙ୍କଠାରୁ ସାହସୀ ଆଉ କେହି ନୁହଁନ୍ତି: ବିରାଟ କୋହଲି

ଗଲୱାନ ଘାଟିରେ ହୋଇଥିବା ଚାଇନା ସହ ହୋଇଥିବା ହିଂସାକାଣ୍ଡରେ ୨୦ ଯବାନ ଶହୀଦ ହୋଇଛନ୍ତି। ଏହାକୁ ନେଇ ସାରା ଦେଶରେ ଶୋକ ପ୍ରକାଶ କରାଯାଇଛି। କ୍ରିକେଟରମାନେ ମଧ୍ୟ ଶହୀଦ ଯବାନଙ୍କୁ ସଲାମ କରିଛନ୍ତି। ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଟୁଇଟ୍‌ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଗଲୱାନ ଘାଟିରେ ଶହୀଦ ହୋଇଥିବା ଯବାଙ୍କୁ ମୋର ସଲାମ। ଯବାନଙ୍କଠାରୁ ନିଃସ୍ବାର୍ଥ ଏବଂ ସାହସୀ ଆଉ କେହି ନୁହଁନ୍ତି। ସେମାନଙ୍କ ପରିବାର ପ୍ରତି ମୋର ହୃଦୟରୁ ସମବେଦନା। ଆଶା କରୁଛି ଏହି କଠିନ ସମୟରେ ଆମର ପ୍ରାର୍ଥନା ଦ୍ୱାରା ସେମାନଙ୍କୁ ଶାନ୍ତି ମିଳିବ। ସୂଚନାଯୋଗ୍ୟ, ସୋମବାର ରାତିରେ ପୂର୍ବ ଲଦାଖରେ ଭାରତୀୟ ସୀମାରେ ପଶି ଚାଇନା ସେନା ଆକ୍ରମଣ କରିବାରୁ ଜଣେ କର୍ଣ୍ଣେଲଙ୍କ ସମେତ ୨୦ ଜଣ ଯବାନ ଶହୀଦ ହୋଇଛନ୍ତି। ଭାରତୀୟ ସେନା ଏହାର ପାଲଟା ଜବାବରେ ଚାଇନାର ୪୩ ଜଣ ସେନା ପ୍ରାଣ ହରାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସିସିଆଇ ଘରୋଇ କାର୍ଯ୍ୟସୂଚୀ ଘୋଷିତ

ନୂଆଦିଲ୍ଲୀ, ୪।୭(ପି.ଟି.)- ଆଗାମୀ ଘରୋଇ ସେସନ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବୁଧବାର ତା’ର ଘରୋଇ କାର୍ଯସୂଚୀ ଘୋଷଣା କରିଛି। ଏହି କାର୍ଯ୍ୟସୂଚୀରେ...

ଧ୍ୟାନଚାନ୍ଦଙ୍କୁ ଭାରତ ରତ୍ନ ସପକ୍ଷରେ ଡିଜିଟାଲ ପ୍ରଚାର

ଭୁବନେଶ୍ୱର, ୬ା୧୨ (ସ୍ପୋଟର୍‌ସ ବ୍ୟୁରୋ)-ହକି କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କୁ ଭାରତ ରତ୍ନ ପୁରସ୍କାର ପ୍ରଦାନ ଦାବି ସପକ୍ଷରେ ଅଧିକରୁ ଅଧିକ ସଂଖ୍ୟାରେ ଜନମତ ସଂଗ୍ରହ ପାଇଁ ଓହୁ...

ବାଇକ୍‌ ଧରି ଏକୁଟିଆ ବୁଲୁଛନ୍ତି ଧୋନୀ

ରାଞ୍ଚି,୧୦।୧୧: ଆଇପିଏଲ୍‌ ୨୦୨୦ରେ ନୈରାଶଜନକ ପ୍ରଦର୍ଶନ କରି ୟୁଏଇରୁ ଭାରତ ଫେରିଛନ୍ତି ଚେନ୍ନାଇ ସୁପର୍‌ କିଙ୍ଗସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ ଦୁବାଇରୁ ସିଧା...

ପୁରୁଣା ଭିଡିଓ ପୋଷ୍ଟ କରି ହାର୍ଦ୍ଦିକ କହିଲେ ‘ଯଦି ମୁଁ କରିପାରିଲି, ତେବେ କେହି ବି କରିପାରିବେ’; ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଟିମ୍‌ର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁବାର ସୋସିଆଲ ମିଡିଆରେ ନିଜର ଏକ ପୁରୁଣା ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ୨୦୧୧...

ବ୍ୟାଟ୍ସମ୍ୟାନ୍‌ଙ୍କୁ ଧୋକା ଦେଲେ ବୋଲର୍‌: ଭିଡିଓ ଭାଇରାଲ

କ୍ରିକେଟକୁ ଭଦ୍ରବ୍ୟକ୍ତିଙ୍କ ଖେଳ ବୋଲି ବିବେଚନା କରାଯାଏ। କିନ୍ତୁ ବେଳେବେଳେ ଖେଳାଳିମାନେ ପଡିଆରେ ଏମିତି କିଛି କାର୍ଯ୍ୟ କରିଥାନ୍ତି, ଯାହାଦ୍ୱାରା କ୍ରିକେଟ୍‌ ନିନ୍ଦିତ ହୁଏ। ସେମିତି...

ଦିଲ୍ଲୀ ଦଳରେ ଦୁଇ ନୂଆ ଖେଳାଳି

ମୁମ୍ବାଇ, ୧୫ା୪- ଦିଲ୍ଲୀ କ୍ୟାପିଟାଲ୍ସ ଗୁରୁବାର ମୁମ୍ବାଇର ବାମହାତୀ ଯୁବ ସ୍ପିନର ଶାମ୍ସ ମୁଲାନୀଙ୍କୁ ସାମୟିକ ଭାବେ ଦଳରେ ସାମିଲ କରିଛି। ତେବେ କରୋନାରେ ଆକ୍ରାନ୍ତ...

ଫାଙ୍କା ସମୟରେ ଏହି ପୁସ୍ତକ ପଢନ୍ତି ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ଆଇପିଏଲ୍‌ ଖେଳିବା ପାଇଁ ୟୁଏଇ ଗସ୍ତରେ ଅଛନ୍ତି। ଏଥର ନିଜ ଦଳ ରୟାଲ୍‌ ଚ୍ୟାଲେଞ୍ଜର୍ସକୁ ବିଜୟ...

୧୦୦ବି ଛୁଇଁପାରିଲାନି ସିଏସ୍‌କେ

ମୁମ୍ବାଇ,୧୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ସାଙ୍ଘାତିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି।...

Advertisement
Archives

Model This Week