Posted inଜାତୀୟ

ଯବାନଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ

ପୁଞ୍ଚ.୧୧।୨: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ପୁଣି ଥରେ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିବିନିମୟରେ ୩ ଆତଙ୍କବାଦୀ ନିହତ ହୋଇଥିବା ନେଇ ମଙ୍ଗଳବାର ସୂଚନା ମିଳିଛି। ସୂଚନାଯୋଗ୍ୟ, ଫେବୃୟାରୀ ୯ରେ ମେଣ୍ଢର ସେକ୍ଟରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା। ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ଆକ୍ରମଣ କରିଥିଲେ। ଏହି ଗୁଳିବିନିମୟରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଗତ କିଛି ଦିନରୁ ମେଣ୍ଢର ସେକ୍ଟରରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ବେଳେ ଭାରତୀୟ ସେନା ମଧ୍ୟ ଏହାର କଡ଼ା ଜବାବ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri