ଯବାନଙ୍କ ବଦଳରେ ଅନ୍ୟଙ୍କ ଫଟୋ ପ୍ରସାରଣ : ବୈଦ୍ୟୁତିକ ଗଣମାଧ୍ୟମ ନଁ।ରେ ଅଭିଯୋଗ

ହିଞ୍ଜିଳିକାଟୁ,୯ା୧୧(ଡି.ଏନ.ଏ) -ପାକିସ୍ତାନୀ ଗୁପ୍ତଚର ମହିଳା ଏଜେଣ୍ଟଙ୍କ ହନି ଟ୍ରାପରେ ଫସି ଦେଶର ଗୁରୁତ୍ୱପୁର୍ଣ୍ଣ ଖବର ପ୍ରଦାନ କରିଥିବା ଅଭିଯୋଗରେ ରାଜସ୍ଥାନ ପୋଲିସ ହିିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଗ୍ରାମର ବିଚିତ୍ର ବେହେରାଙ୍କୁ ଗିରଫ କରିଥିଲା। ଶୁକ୍ରବାର ଖବର ପ୍ରସାରଣ ବେଳେ କେତେକ ବୈଦୁ୍ୟୁତିକ ଗଣମାଧ୍ୟମ ଅନ୍ୟ ଜଣେ ନାବାଳକଙ୍କ ଫେସ୍‌ବୁକରେ ଏଡିଟିଂ ହୋଇଥିବା ଫଟୋକୁ ପ୍ରସାରଣ କରିଥିଲେ। ଏ ନେଇ ଉକ୍ତ ନାବାଳକଙ୍କ ବାପା ଶୁକ୍ରବାର ସନ୍ଧ୍ୟାରେ ଭୁଲ ଫଟୋ ପ୍ରସାରଣ କରିଥିବା ଏକ ବୈଦ୍ୟୁତିକ ଗଣମାଧ୍ୟମ ନଁ।ରେ ଅଭିଯୋଗ କରିଛନ୍ତି। ଏତଲାକୁ ଭିତ୍ତି କରି ହିଞ୍ଜିଳି ପୋଲିସ ନଂ. ୩୧୬/୧୯ରେ ମାମଲା ରୁଜୁ କରିଛି। ଆସିକା ଏମ୍‌ପିଙ୍କ ବ୍ୟକ୍ତିଗତ ସହାୟକ ନୀଳମଣି ପଟ୍ଟନାୟକ, ପୂର୍ବତନ ପୌର ଉପାଧ୍ୟକ୍ଷ ସୁବାସ ପଲେଇଙ୍କ ସମେତ ଗ୍ରାମବାସୀ ଥାନାରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଳବଦଳ କରିଥିବା ପ୍ରାର୍ଥୀଙ୍କ ବଢ଼ୁଛି ଟେନ୍‌ସନ

ବ୍ରହ୍ମପୁର ଅଫିସ,୧୮ା୫-ଆସନ୍ତା ୨୩ରେ ଭୋଟଗଣତି ସହ ଫଳାଫଳ ଘୋଷଣା କରାଯିବ। ତେବେ କିଏ ଜିତିବ ଓ କିଏ ହାରିବ ସେ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ...

ବନ୍ଧୁକ କାରଖାନା ଠାବ: ତିଆରି ସାମଗ୍ରୀ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୧୫।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସ ପକ୍ଷରୁ ଶନିବାର ଶ୍ରାନିକେତା ପଞ୍ଚାୟତ ଗୁଞ୍ଜିଟି ଜଙ୍ଗଲରେ ଚଢ଼ାଉ କରାଯାଇ ଏକ ବନ୍ଧୁକ ତିଆରି କାରଖାନା ଠାବ...

ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବାକୁ ବିଡିଓଙ୍କୁ ପରାମର୍ଶ ଦେଲେ ଉପଜିଲାପାଳ

ଗଞ୍ଜାମ,୨୬ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର ଶନିବାର ଗଞ୍ଜାମ ବ୍ଲକ ଗସ୍ତ କରି ବିଭିନ୍ନ ପଞ୍ଚାୟତରେ ଚାଲିଥିବା ଉନ୍ନୟନ କାର୍ଯ୍ୟ ସମୀକ୍ଷା...

ବାଇକ ସହ ଗଞ୍ଜେଇ ଜବତ, ଜଣେ ଗିରଫ

ସୋରଡା,୧୪ା୩(ଡି.ଏନ୍‌.ଏ.): ସୋରଡା ଗାଜଲବାଡି ରାସ୍ତା ଏନ୍‌ଏଚ୍‌-୫୯ ଦାନ୍ତଲିଙ୍ଗି ଗ୍ରାମ ଛକରେ ଶନିବାର ସକାଳେ ଏସ୍‌ଆଇ ସୁନିଲ କଣ୍ଡଗୋରୀଙ୍କ ନେତୃତ୍ୱରେ ଯାନବାହନ ଯାଞ୍ଚ ଚାଲିଥିଲା। କନ୍ଧମାଳ ଜିଲା...

ସାମାନ୍ୟ ବର୍ଷାରେ ଗାଁ ରାସ୍ତା ବେହାଲ: ବର୍ଷାଋତୁ ଆସିବା ପୂର୍ବରୁ ମରାମତି ଲାଗି ଦାବି

ହିିଞ୍ଜିଳିକାଟୁ,୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗ୍ରାମର ସୁନାରୀ ସାହିରେ ସୋମବାର ମଧ୍ୟାହ୍ନରେ ହୋଇଥିବା ସମାନ୍ୟ ବର୍ଷାରେ ଗାଁ ରାସ୍ତା ବେହାଲ ହୋଇ ଯାଇଛି।...

ତାତି ବଢ଼ାଉଛି ବେଆଇନ ଇଟାଭାଟି

ପାଟପୁର,୨୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଶତାଧିକ ବେଆଇନ ଇଟାଭାଟି ପୋଡ଼ା ଚାଲିଛି। ସେଥିରୁ ନିର୍ଗତ ନିଆଁ ପ୍ରକୋପରେ ଅସ୍ବାଭାବିକ ଭାବେ ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ବୃଦ୍ଧି...

ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ଛତ୍ରପୁର,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ରିକ୍କାପଲ୍ଲୀ ଆବାସିକ ବିଦ୍ୟାଳୟରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ୍ୟୁ ଛାତ୍ରୀ ଜଣକ ହେଲେ ଛତ୍ରପୁର ଥାନା...

ଘରୁ ନେଇଗଲେ ୪୦ ଭରି ସୁନା

ବ୍ରହ୍ମପୁର ଅଫିସ,୨ା୧: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଲୋଚାପଡ଼ା ବ୍ରଜନଗର ତୃତୀୟ ଲାଇନ୍‌ରେ ରହୁଥିବା ଜଣେ ଅବସରପ୍ରାପ୍ତ ଶିକ୍ଷକ ଦମ୍ପତିଙ୍କ ଘରୁ ଚୋରି ହୋଇଛି। ଚୋରମାନେ...

Advertisement
Archives

Model This Week