Posted inଜାତୀୟ

ଯବାନଙ୍କ ବଦାନ୍ୟତା

ବିଜାପୁର,୩୧।୫: ଛତିଶଗଡ଼ ବିଜାପୁରରେ ସିଆର୍‌ପିଏଫ୍‌ କୋବ୍ରା ବାଟାଲିୟନର ଯବାନଙ୍କ ବଦାନ୍ୟତା ଦେଖିବାକୁ ମିଳିଛି। ରାସ୍ତା ସୁବିଧା ନ ଥିବାରୁ ଟ୍ରାକ୍ଟରରୁ ପଡି ଆହତ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଏହି ଯବାନମାନେ ୫ କିଲୋମିଟର ବାଟ ଏକ ଖଟରେ ବୋହି ନେଇ ଡାକ୍ତରଖାନା ପହଞ୍ଚାଇଛନ୍ତି। ବର୍ତ୍ତମାନ ଆହତ ଜଣଙ୍କ ସୁସ୍ଥ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କୁ ସ୍କୁଟିରେ ବସାଇ କାର୍ଯ୍ୟାଳୟରେ ଛାଡିଲେ ସ୍ମୃତି ଇରାନୀ: ଭିଡିଓ ଭାଇରାଲ୍‌

ନୂଆଦିଲ୍ଲୀ,୩।୮: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ବୁଧବାର ତାଙ୍କ ସହକର୍ମୀ ତଥା ମନ୍ତ୍ରୀ ଭାରତୀ ପାୱାରଙ୍କୁ ସ୍କୁଟିରେ ବସାଇ ତାଙ୍କ କାର୍ଯ୍ୟାଳୟରେ ଛାଡିଛନ୍ତି। ସେ ଏହାର...

ଜୋତାରେ ଥିଲା ସାପ: ଏସ୍‌ପିଙ୍କୁ ମାରିଲା ଚୋଟ

ପାନ୍ନା, ୧୨।୮: ମଧ୍ୟପ୍ରଦେଶ ପାନ୍ନାରେ ଏକ ଅଭାବନୀୟ ଘଟଣା ଘଟଛି। ମଙ୍ଗଳବାର ସ୍ଥାନୀୟ ଏସ୍‌ପିଙ୍କୁ ସାପ ଦଂଶନ କରିଛି। ମଙ୍ଗଳବାର ଏସ୍‌ପି ମୟଙ୍କ ଅଓ୍ବସ୍ତିି ଘରୁ...

୭ ରାଜ୍ୟରେ ୩୭ ଓମିକ୍ରନ୍‌ ଆକ୍ରାନ୍ତ, ଘନେଇଲା ସଙ୍କଟ…

ନୂଆଦିଲ୍ଲୀ, ୧୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦେଶର ୭ଟି ରାଜ୍ୟରେ ଇତିମଧ୍ୟରେ ୩୭ ଜଣ ଓମିକ୍ରନ...

ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଯୋଧପୁର,୯।୧୨: ରାଜସ୍ଥାନର ଯୋଧପୁରର ଏକ ଗ୍ରାମରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ତେବେ ଏହି ଘଟଣାରେ ଆହତଙ୍କୁ ହସ୍ପିଟାଲରେ...

କର୍ନାଟକରେ ପୁଣି ସରକାର ଗଢିବ ଭାଜପା: ଶାହା

ନୂଆଦିଲ୍ଲୀ,୧୭।୪: କର୍ନାଟକରେ ପୁଣିଥରେ ଭାଜପା ସରକାର ଗଢିବ। ଦକ୍ଷିଣ ଗୋଆରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ଏଭଳି କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ...

ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ହେବାକୁ ଫାରୁକ ଅମଙ୍ଗ

ଶ୍ରୀନଗର,୧୮ା୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳଗୁଡ଼ିକ ମିଳିତ ପ୍ରାର୍ଥୀ ଦେବା ଲାଗି ଉଦ୍ୟମ ଚଳାଇଛନ୍ତି। ତେବେ ସମ୍ଭାବ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଜମ୍ମୁ-କଶ୍ମୀରର ପୂର୍ବତନ...

କରୋନାରେ ମୃତ୍ୟୁ ହୋଇଥିବା ୮୨ ପ୍ରତିଶତ ବ୍ୟକ୍ତିଙ୍କ ବୟସ ୫୦ରୁ ଊର୍ଦ୍ଧ୍ୱ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୦।୫: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ରବିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି, ଦିଲ୍ଲୀରେ କରୋନାରେ ମୃତ୍ୟୁ ହୋଇଥିବା...

କରୋନା ଯୋଗୁ କେତେ କ୍ଷତି ସହିଲେ ଟପ୍‌ ବିଲିୟନେୟାର

କରୋନା ଯୋଗୁ ସାରା ବିଶ୍ୱ ବୃହତ୍ତ ପରିମାଣରେ କ୍ଷତି ସହୁଛି। ଲକଡାଉନ ଯୋଗୁ ବାଣିଜ୍ୟ କାରବାର ଠପ୍‌ ହୋଇ ପଡିଥିଲା। ବର୍ତ୍ତମାନ କଟକଣା କୋହଳ ହେବା...

Advertisement
Archives

Model This Week