Posted inଜାତୀୟ

ଯମୁନା ଏକ୍ସପ୍ରେସ୍‌ ହାଇଓ୍ବେରେ ଦୁର୍ଘଟଣା: ନାଳକୁ ଖସିଲା ଯାତ୍ରୀବାହୀ ବସ୍‌; ୨୯ ମୃତ

ଆଗ୍ରା,୮।୭: ଉତ୍ତରପ୍ରଦେଶ ଯମୁନା ଏକ୍ସପ୍ରେସ୍‌ ହାଇଓ୍ବେରେ ସୋମବାର ଭୋର୍‌ ୪ଟା ୩୦ରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଗ୍ରାର ଏତ୍‌ମାଦ୍‌ପୁରସ୍ଥିତ ଝରନା ନାଳରେ ଏକ ଯାତ୍ରୀବାହୀ ବସ୍‌ ନିୟନ୍ତ୍ରଣ ହରାଇ ଖସିପଡ଼ିବାରୁ ୨୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ବସ୍‌ଟି ଅବଧ ଷ୍ଟାଣ୍ଡରୁ ବାହାରି ଥିଲା। ଏହା ଲକ୍ଷ୍ନୌରୁ ଦିଲ୍ଲୀ ଯାଉଥିବା ପୋଲିସ ସୂଚନା ଦେଇଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଏଥିରେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିବା କୁହାଯାଉଛି। ଉତ୍ତରପ୍ରଦେଶ ପରିବହନ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଁଏ ଅନୁକମ୍ପାମୂଳକ ସହାୟତା ପ୍ରଦାନ ଲାଗି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏନେଇ ଦୁଃଖ ପ୍ରକାଶ କରିବା ସହିତ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri