CORONAVIRUS UPDATE: ଯାଜପୁରରେ ଆଉ ଜଣେ ପଜିଟିଭ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦ରେ ପହଞ୍ଚିଲା

ଭୁବନେଶ୍ୱର, ୬।୫(ବ୍ୟୁରୋ): ଯାଜପୁରରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତ ଜଣଙ୍କ ୫୭ ବର୍ଷୀୟ ବୟସ୍କ ବ୍ୟକ୍ତି। ସେ କୋଲକାତାରୁ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ପଜିଟିଭ ସଂଖ୍ୟା ୧୮୦ରେ ପହଞ୍ଚିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରେ ସୂଚନା ମିଳିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ବିନା ମାସ୍କ୍‌ରେ ନାଚିଲେ ଲୋକେ: ସଂକ୍ରମଣ ସମୟରେ ବଡ଼ ମ୍ୟୁଜିକ୍‌ କନସର୍ଟ…

ଓ୍ବିଲିଂଟନ,୨୭।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି।...

ଏଣିକି ତତ୍‌କ୍ଷଣାତ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର, ୨ା୧(ବ୍ୟୁରୋ): ଡ୍ରାଇଭିଂ ଲାଇସେନ୍ସ ଆବେଦନ କରିବାକୁ ଆଗକୁ ଆଉ ଘଣ୍ଟାଘଣ୍ଟା ଧରି ଧାଡ଼ିରେ ଆର୍‌ଟିଓ କାର୍ଯ୍ୟାଳୟରେ ଠିଆ ହେବାକୁ ପଡ଼ିବ ନାହିଁ। ଏଣିକି ଅନ୍‌ଲାଇନରେ...

‘ଗଣତନ୍ତ୍ରରେ ଶିଷ୍ଟାଚାର ଆବଶ୍ୟକ’

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ଗଣତାନ୍ତ୍ରିକ ଶିଷ୍ଟାଚାର ଏକ ଅଧିକାର। ସଂସଦୀୟ କାର୍ଯ୍ୟ କରୁଥିବା ଜଣେ ଜନପ୍ରତିନିଧି ଏହାକୁ ଭୁଲିଯିବା ଉଚିତ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ ସର୍ତ୍ତାବଳୀ ହଟାଅ: ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର, ୭।୧(ବ୍ୟୁରୋ):ଆସନ୍ତା ୧୧ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଖୋଲିବ। ଏଥିପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇ...

ମିଲରଙ୍କଠାରୁ ଚାଉଳ ସଂଗ୍ରହରେ ମୁନମୁଖି କାର୍ଯ୍ୟ: ତଦନ୍ତ ନିର୍ଦ୍ଦେଶ ଦେଲେ ସିସିଆଇ

କଟକ ଅଫିସ, ୨୩ା୧୧: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ମନମୁଖି କାର୍ଯ୍ୟର ତଦନ୍ତ ପାଇଁ...

ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି, ୨୩ା୪(ଡି.ଏନ୍‌.ଏ): ମାଲକାନଗିିରି ଜିଲାରେ ପୁଣି ଲାଲ୍‌ବାହିନୀ ସକ୍ରିୟ ହୋଇଛି। ଜିଲାର ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ର ନିକଟସ୍ଥ ଦଲଦଲିଠାରେ ମାଓବାଦୀମାନେ ଏକତ୍ରିତ ହୋଇ...

ବଳାତ୍କାର ଉଦ୍ୟମ ପରେ ନାବାଳିକାଙ୍କ ତଣ୍ଟି କାଟିଲେ

ଗୋପାଳପୁର,୨୮ା୧: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଗୁରୁବାର ପୁଣି ଏକ ବର୍ବରକାଣ୍ଡ ଘଟିଛି। ଜଣେ ୭ବର୍ଷର ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ବେଳେ ପାଟି କରିବାରୁ...

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଛୁଇଁଲା

ଭୁବନେଶ୍ୱର,୨୨।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଁଚିଛି। ଏ ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ...

Advertisement


Archives

Model This Week