ଯାଜପୁରରେ କରୋନା କଟକଣା: ବାରୁଣୀ ମହାସ୍ନାନ ବାତିଲ, ସହରରେ ୧୪୪ ଧାରା ଜାରି

ଯାଜପୁର ଅଫିସ,୧୬।୩: ପ୍ରସିଦ୍ଧ ବାରୁଣୀ ମେଳାକୁ ବାତିଲ କରାଯିବା ସହ ଯାଜପୁର ସହରରେ ୧୪୪ ଧାରା ଜାରି କରାଯାଇଛି।  ଯାଜପୁର ଜିଲା ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ ମହାମାରୀ ରୋଗ ଆଇନ ୧୮୯୭ ଧାରା ୨(୧) ବଳରେ ସୋମବାର ଏହି ସୂଚନା ଦେଇଛନ୍ତି।

ପୂଣ୍ୟୋତୟା ବୈତରଣୀ ନଦୀରେ ବାରୁଣୀ ସ୍ନାନରେ ପ୍ରତିବର୍ଷ ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇଥାନ୍ତି। ଚଳିତ ବର୍ଷ କିନ୍ତୁ କରୋନା କଟକଣା ଯୋଗୁ ବାରୁଣୀ ସ୍ନାନ ବୈତରଣୀ କୂଳରେ ଜନସମାଗମ ନ ହେବାକୁ କଟକଣା ଜାରି କରିଛନ୍ତି। ଏହାପରେ ବାରୁଣୀ ସ୍ନାନ ଶ୍ରଦ୍ଧାଳୁଙ୍କ ମଧ୍ୟରେ ନିରାଶାଭାବ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୂଅରୁ ମିଳିଲା ନିଖୋଜ ଶିଶୁପତ୍ରର ମୃତଦେହ

ଢେଙ୍କାନାଳ ଅଫିସ୍‌,୧୭।୧୨: ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଖଙ୍କିରା ଗାଁ ଦାଣ୍ଡରେ ଖେଳୁ ଖେଳୁ ନିଖୋଜ ହୋଇଯାଇଥିଲା ଚନ୍ଦନ ସାହୁଙ୍କ ୩ ବର୍ଷର ପୁଅ କାଳିଆ।...

ଆଜିଠୁ ୩ ମାସ ପାଇଁ ଭିତରକନିକା ବନ୍ଦ

ରାଜନଗର, ୧।୫(ଡି.ଏନ.ଏ.): ମେ’ ୧ଠାରୁ ଜୁଲାଇ ୩୧ ତାରିଖ ଯାଏ ୩ ମାସ ପାଇଁ ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ...

ନାଲକୋ କଲୋନୀରେ ଦୁର୍ଘଟଣା

ବଅଁରପାଳ,୧୩।୧୨(ଡି.ଏନ.ଏ): ଅନୁଗୋଳ ଜିଲା ପବଅଁରପାଳ ନିକଟ ଶୁକ୍ରବାର ସକାଳୁ ଏକ ଦୁର୍ଘଟଣା ଘଟିଛି। ନାଲକୋ କଲୋନୀର ଟିଏ ଲାଇନରେ ଏକ କାର ପାଚେରୀରେ ପିଟି ହୋଇଯାଇଥିଲା।...

ମିଳୁନି ସରକାରୀ ବିହନ, ଚାଷୀ ହଇରାଣ

କେନ୍ଦୁଝର,୨।୭ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ଚାଷୀଙ୍କୁ ମିଳୁନି ସରକାରୀ ବିହନ। ଚାଷ ପାଇଁ ଚାଷୀ ଅଣ୍ଟା ଭିଡ଼ି କ୍ଷେତ ପ୍ରସ୍ତୁତ କରି ସାରିଥିବା ବେଳେ ବିହନ ମିଳୁ...

ଆଜି ରାଜ୍ୟରୁ ୩୩୨୯ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୩୩୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୪୯,୨୪୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଖଣ୍ଡାରେ ଆକ୍ରମଣ ୩ ଗୁରୁତର, ୧୧ ଅଟକ

ଗୋପାଳପୁର,୩ା୧୨-ବ୍ରହ୍ମପୁର ମହାନଗର ନିଗମ ଆମ୍ବପୁଆ ଦଳିତସାହିରେ ରବିବାର ରାତିରେ କୁଳ ବୈଠକ ବସିିଥିଲା। ଏଥିରେ ଅପର ଗୋଷ୍ଠୀର କେତେଜଣ ଲୋକ ପୂର୍ବ ଶତ୍ରୁତାକୁ ନେଇ ଲଙ୍କାଗୁଣ୍ଡ...

ସିଦ୍ଧେଶ୍ୱର ମନ୍ଦିର ନିକଟରୁ ପୁଣି ଶିବଲିଙ୍ଗ ଉଦ୍ଧାର

ଯାଜପୁର ଟାଉନ,୧୮ା୪(ଡି.ଏନ.ଏ.): ଯାଜପୁର ଜିଲା ଅନ୍ତର୍ଗତ ବୈତରଣୀ ନଦୀ ଅବବାହିକାର ସିଦ୍ଧେଶ୍ୱର ଘାଟରୁ ଶନିବାର ପୁଣି ୫ଫୁଟ ଲମ୍ବର ଏକ ମୁଗୁନିପଥର ନିର୍ମିତ ଶିବଲିଙ୍ଗ ଉଦ୍ଧାର...

ଛତ୍ରପୁର ବ୍ଲକରୁ ୪ କରୋନା ପଜିଟିଭ ଚିହ୍ନଟ: ନରେନ୍ଦ୍ରପୁର ପଞ୍ଚାୟତ, ଘଡ଼ଘଡ଼ାପଲି ଗାଁ ୧୭ ପର୍ଯ୍ୟନ୍ତ ଶଟ୍‌ଡାଉନ

ଛତ୍ରପୁର, ୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରୁ ଶନିବାର ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଘଡ଼ଘଡ଼ାପଲି ଗାଁର...

Advertisement
Archives

Model This Week