ଯାଜପୁରରେ ୫୪ରେ ପହଞ୍ଚିଲା କରୋନା ପଜିଟିଭ୍‌ଙ୍କ ସଂଖ୍ୟା: ନୂଆ ଆକ୍ରାନ୍ତ ୬୫ ବର୍ଷୀୟ ବୃଦ୍ଧ,କୋଲକାତାରୁ ଫେରିଥିଲେ

ଭୁବନେଶ୍ୱର(ବ୍ୟୁରୋ),୬।୫: ଯାଜପୁରରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ୬୫ ବର୍ଷୀୟ ବୃଦ୍ଧ। ସେ କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ବୁଧବାର ସେ ପଜିଟିଭ୍‌ ଜଣାପଡ଼ିବା ପରେ ତାଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ଏବଂ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ତେବେ ଇତିମଧ୍ୟରେ ଯାଜପୁରରେ ମୋଟ ୫୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ଜଣେ ସୁସ୍ଥ ହୋଇ ଫେରିଥିବା ବେଳେ ବିଭିନ୍ନ ଡାକ୍ତରଖାନାରେ ୫୩ ଜଣଙ୍କ ଚିକିତ୍ସା ଜାରି ରହିଛି।

ପ୍ରକାଶ ଯେ, ଅପରାହ୍ନ ସୁଦ୍ଧା ରାଜ୍ୟରେ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା କଟକଣା : ବିନା ଭକ୍ତରେ ମା’ ତାରାତାରିଣୀଙ୍କ ନବରାତ୍ର ପର୍ବ

ପୁରୁଷୋତ୍ତମପୁର,୧୭ା୧୦(ଡି.ଏନ୍‌.ଏ.): ଶାରଦୀୟ ପୂଜା ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ନବରାତ୍ର ପର୍ବ କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି। ପ୍ରଶାସନ...

୪୦ବର୍ଷ ପରେ ଘରକୁ ଫେରିଲେ ନିଖୋଜ ବ୍ୟକ୍ତି

ଆସିକା,୨୮ା୮(ଡି.ଏନ୍‌.ଏ.)- ଆସିକା ଥାନା ଅନ୍ତର୍ଗତ ଦେବଭୂମି ଗ୍ରାମର ଜଣେ ବ୍ୟକ୍ତି ୪୦ ବର୍ଷ ହେଲା ନିଖୋଜ ଥିବା ବେଳେ ମଙ୍ଗଳବାର ଘରକୁ ଫେରିଛନ୍ତି। ସେ ହେଲେ...

ରେଳଯାତ୍ରୀଙ୍କୁ ଝଟ୍‌କା: ଜୁଲାଇ ୧୩ରୁ ବିହାର-ଝାଡ଼ଖଣ୍ଡ ମଧ୍ୟରେ ଚାଲିବନି ଏହି ଟ୍ରେନ୍‌

ନୂଆଦିଲ୍ଲୀ,୧୧।୭: ବିହାର ଓ ଝାଡ଼ଖଣ୍ଡ ମଧ୍ୟରେ ଚାଲୁଥିବା ୨ଟି ଟ୍ରେନ୍‌ ଜୁଲାଇ ୧୩ରୁ ଆଉ ଚଳାଚଳ କରିବ ନାହିଁ। ପାଟନା-ରାଞ୍ଚି-ପାଟନା ସ୍ପେଶାଲ ଜନଶତାବ୍ଦୀ ଏକ୍ସପ୍ରେସ୍‌ ଟ୍ରେନ୍‌...

ସମଗ୍ର ଶିକ୍ଷା ସମୀକ୍ଷା : ୨୬ ସ୍କୁଲର ଉନ୍ନତି ପାଇଁ ପାରାମିଟର ପ୍ରସ୍ତୁତ

ଢେଙ୍କାନାଳ ଅଫିସ, ୨୩।୬ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଶୁକ୍ରବର ସମଗ୍ର ଶିକ୍ଷା କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। କାର୍ଯ୍ୟକ୍ରମରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଯୋଗଦେଇ...

ଡିଜିଟାଲ ଇଣ୍ଡିଆ ଆନିଭର୍ସାରୀ ପାଳିତ

ଢେଙ୍କାନାଳ ଅଫିସ, ୨ା୭ ଢେଙ୍କାନାଳ ଡାକମଣ୍ଡଳ ପକ୍ଷରୁ ମୁଖ୍ୟ ଡାକଘର ପରିସରରେ ସୋମବାର ଡିଜିଟାଲ ଇଣ୍ଡିଆ ଆନିଭର୍ସାରୀ ପାଳିତ ହୋଇଯାଇଛି। ଡାକମଣ୍ଡଳ ଅଧୀକ୍ଷକ ବିପିନ ବିହାରୀ...

ଶୂନ୍‌ଶାନ ହୋଇପଡ଼ିଛି ଯାଜପୁରରୋଡ୍‌

ଯାଜପୁର ଅଫିସ,୨୨।୩: ଜନତା କର୍ଫ୍ୟୁ ଯୋଗୁ ଯାଜପୁରରୋଡ୍‌ ଶୂନଶାନ ହୋଇପଡ଼ିଛି। କରୋନା ଭୂତାଣୁର ମୁକାବିଲା ପାଇଁ ଜିଲାବାସୀ ସ୍ବତଃପ୍ରବୃତ୍ତ ଭାବେ ସମସ୍ତ ଦେକାନ ବଜାର ବନ୍ଦ...

୨୪ କର୍ମଚାରୀଙ୍କ ଦରମା ବନ୍ଦ କଲେ ମନ୍ତ୍ରୀ

ଗୋପ/ନିମାପଡ଼ା,୨୬ା୫(ଡି.ଏନ୍‌.ଏ.):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୋପ ତହସିଲ ଓ...

୨୮୮୦ ସ୍ବାବ ଯାଞ୍ଚ

କେନ୍ଦୁଝର, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ କରୋନା ସ୍ଥିତ ଅନ୍ୟ ଜିଲା ଅପେକ୍ଷା ନିୟନ୍ତ୍ରଣରେ ରହିଛି। ଅଦ୍ୟାବଧି ୧୯ ତାରିଖ ସୁଦ୍ଧା ଜିଲାରୁ ୨୮୮୦ ଜଣଙ୍କ ସ୍ବାବ ଟେଷ୍ଟ...

Advertisement


Archives

Model This Week

Why Dharitri