ଯାଜପୁରରୋଡରେ ଖୋଲିଲା ଗୋ-ଷ୍ଟେପ୍‌ ଶୋ’ରୁମ

ଭୁବନେଶ୍ୱର,୧-୭: ରାମ୍‌ଜୀ ଏଣ୍ଟରପ୍ରାଇଜେସର ଦ୍ୱିତୀୟ ଚେନ୍‌ ଷ୍ଟୋର ଗୋଷ୍ଟେପ୍‌ ଯାଜପୁର ରୋଡଠାରେ ଖୋଲିଛି। ଏଠାରେ ଗ୍ରାହକ ପ୍ରିମିୟମ ଫୁଟଓ୍ବେର ପ୍ରଡକ୍ଟ ଲାଭ କରିପାରିବେ। ମହିଳା,ପୁରୁଷ ଏବଂ ଶିଶୁଙ୍କ ବର୍ଗରେ ଏଠାରେ ପ୍ରଡକ୍ଟ ଉପଲବ୍ଧ। ଷ୍ଟୋରରେ ଗ୍ରାହକମାନେ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର ବ୍ରାଣ୍ଡଗୁଡିକ ଲାଭ କରିପାରିବେ। ନାଇକ୍‌, ସ୍କେଚର୍ସ, ଲିବର୍ଟି, ଲିକୁପର, ରେଡ୍‌ଚିଫ୍‌, ଉଡ୍‌ଲ୍ୟାଣ୍ଡ, ଟ୍ରେସର, ଡ୍ୟୁକ୍‌,ହିଟ୍‌ଜ, ଆଇଡି ଭଳି ଅନ୍ୟ ପ୍ରମୁଖ ବ୍ରାଣ୍ଡର ପ୍ରଡକ୍ଟ ଏଠାରେ ରହିଛି। ରାଜ୍ୟର ପ୍ରମୁଖ ସହରରେ ଏଭଳି ଆଉ ୫ ଷ୍ଟୋର ଖୋଲିବା ନେଇ ଯୋଜନା ରହିଥିବା ରାମ୍‌ଜୀ ଏଣ୍ଟରପ୍ରାଇଜେସର ସ୍ବତ୍ତ୍ୱାଧିକାରୀ ସଞ୍ଚୟ ଲୋହିଆ ସୂଚନା ଦେଇଛନ୍ତି। ଗ୍ରାହକଙ୍କୁ ଗୁଣବତ୍ତା ବିଶିଷ୍ଟ ପ୍ରଡକ୍ଟ ଯୋଗାଣ ଦିଗରେ ଚେଷ୍ଟା ଜାରି ରହିବ ବୋଲି ଶୋ’ରୁମ ଓନର ଶୈଳେଶ ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥନୀତି ଧିମା ପଡିଥିବା ଗଭର୍ନରଙ୍କ ସ୍ବୀକାର

ମୁମ୍ବାଇ,୨୦-୮: ବର୍ତ୍ତମାନ ଦେଶର ଅର୍ଥନୀତି ଧିମା ହୋଇଯାଇଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ସ୍ବୀକାର କରିଛନ୍ତି। ଏଥିଯୋଗୁ ଆଭ୍ୟନ୍ତରୀଣ ଓ ବାହ୍ୟ...

ସୁନ୍ଦର ପିଚାଇଙ୍କୁ ଗୁଗଲ କର୍ମଚାରୀଙ୍କ ଖୋଲା ଚିଠି…

ଓ୍ବାଶିଂଟନ,୨୩।୩ : ଗୁଗଲର ୧୨ ହଜାର କର୍ମଚାରୀଙ୍କ ଛଟେଇ ଘୋଷଣା କରେ ପ୍ୟାରେଣ୍ଟ କମ୍ପାନୀ ଆଲଫାବେଟ ଇଙ୍କର ପ୍ରାୟ ୧୪୦୦ କର୍ମଚାରୀ ଏକ ଖୋଲା ଚିଠିରେ...

ଦେଶରେ ଦାରିଦ୍ର୍ୟତା ୧୨.୩ ପ୍ରତିଶତ ହ୍ରାସ ପାଇଛି, ବିଶ୍ୱବ୍ୟାଙ୍କ ରିପୋର୍ଟ…

ନୂଆଦିଲ୍ଲୀ, ୧୭।୪ : ଦେଶରେ ଦାରିଦ୍ର୍ୟତା ୧୨.୩ ପ୍ରତିଶତ ହ୍ରାସ ପାଇଛି। ବିଶ୍ୱବ୍ୟାଙ୍କର ନୀତି ଅନୁସନ୍ଧାନର ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ରିପୋର୍ଟରେ କୁହାଯାଇଛି...

ସତର୍କ କରାଇଲେ ରଘୁରାମ ରାଜନ

ନୂଆଦିଲ୍ଳୀ,୨୪।୭: ସରକାରଙ୍କ କରଜ ବୃଦ୍ଧିକୁ ନେଇ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ସତର୍କ କରାଇଛନ୍ତି। ବୁଧବାର ରାଜନ କହିଛନ୍ତି ଯେ, ଆର୍ଥତ୍କ ମାନ୍ଦାବସ୍ଥା...

୧୧ ବର୍ଷରେ ବ୍ୟାଙ୍କକୁ ଦିଆଯାଇଛି ୩.୧୫ ଲକ୍ଷ କୋଟି

ନୂଆଦିଲ୍ଲୀ,୯-୭: କେନ୍ଦ୍ର ସରକାର ବିଗତ ୧୧ବର୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ୩.୧୫ ଲକ୍ଷ କୋଟି ଟଙ୍କା ପ୍ରଦାନ କରିଛନ୍ତି ବୋଲି ସୋମବାର ପାର୍ଲାମେଣ୍ଟରେ ପ୍ରକାଶ କରିଛନ୍ତି। ରାଷ୍ଟ୍ରାୟତ୍ତ...

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ଶୁଭ୍ରକାନ୍ତ

ନୂଆଦିଲ୍ଲୀ,୬।୮: ଫିକି ଇଣ୍ଡିଆର ସିନିୟର ଭାଇସ ପ୍ରେସିଡେଣ୍ଟ ତଥା ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା ଶୁକ୍ରବାର ନୂଆଦିଲ୍ଲୀଠାରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ...

ରଣବୀର ସିଂ ମାନ୍ୟବରର ନୂଆ ବ୍ରାଣ୍ଡ ଆମ୍ବାସାଡର

ଭୁବନେଶ୍ୱର,୧୭-୧୦: ମାନ୍ୟବର ପକ୍ଷରୁ ବଲିଉଡ ଅଭିନେତା ରଣବୀର ସିଂଙ୍କୁ ଏହାର ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତି ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଚୁକ୍ତି ମୁତାବକ ରଣବୀର କମ୍ପାନୀର...

ଇ-ଆକଳନ ବ୍ୟବସ୍ଥା:୪ ଲକ୍ଷ ଟିକସଦାତାଙ୍କୁ ଜାରି ହେବ ନୋଟିସ

ନୂଆଦିଲ୍ଲୀ,୨୭।୯:କେନ୍ଦ୍ର ସରକାର ଫେସ୍‌ଲେସ୍‌ ଟିକସ ରିଟର୍ନ ଯାଞ୍ଚ ବ୍ୟବସ୍ଥାର ଇ-ଆକଳନ ଘୋଷଣା କରିଛନ୍ତି। ଏହି ନୂଆ ବ୍ୟବସ୍ଥାରେ ଆୟକର ବିଭାଗ ପକ୍ଷରୁ ଏଭଳି ୪ ଲକ୍ଷ...

Advertisement
Archives

Model This Week