ଯାଜପୁରର ୨ ନୂଆ ଆକ୍ରାନ୍ତ କୋଲକାତା ଫେରନ୍ତା: ସମସ୍ତେ ବରୀ ବ୍ଲକ ଅଞ୍ଚଳର, ଲକ୍ଷଣ ନ ଥିଲା

ଭୁବନେଶ୍ୱର (ବ୍ୟୁରୋ)/ ବରି(ସ୍ବ.ପ୍ର.)/ରତ୍ନଗିରି(ଡି.ଏନ୍‌.ଏ.), ୨।୫: ଯାଜପୁରରେ ଚିହ୍ନଟ ହୋଇଥିବା ୨ ନୂଆ ଆକ୍ରାନ୍ତଙ୍କ ବିଷୟରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ପଜିଟିଭ୍‌ ବରୀ ବ୍ଲକ ଅଞ୍ଚଳର ୪୮ ଏବଂ ୫୫ ବର୍ଷୀୟ ପୁରୁଷ। ସେମାନେ କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ଲକ୍ଷଣ ନ ଥିଲେ ହେଁ ସେମାନଙ୍କ ନମୂନା ସଂଗ୍ରହ କରାଯାଇଥିଲା। ଏହା ଶନିବାର ପଜିଟିଭ୍‌ ଆସିଛି। ଆକ୍ରାନ୍ତଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ଶନିବାର ସକାଳେ ଯାଜପୁର ଜିଲାରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ପୁଣି ଅପରାହ୍ନରେ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପରେ ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୧୫୬ରେ ପହଞ୍ଚିଛି। ଅପରପକ୍ଷେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଥିବା ବେଳେ ବରୀରେ ମୋଟ ୩ଜଣ ପଜିଟିଭ୍‌ ବାହାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଭେଡେନ ତହସିଲ ଅମିନ

ବରଗଡ଼ ଅଫିସ, ୧୮।୨- ବରଗଡ଼ ଜିଲା ଭେଡେନ ତହସିଲ ଅଫିସରେ କାର୍ଯ୍ୟରତ ଅମିନ ଲଲିତ ମେହେର ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଜମି ଚିହ୍ନଟ(ଡିମାରକେଶନ)...

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...

୨୫ ହଜାର ପିପିଇ ଦାନ କଲେ ଶାହରୁଖ

ମୁମ୍ବାଇ,୧୫।୪: କରୋନା ମୁକାବିଲା ପାଇଁ ଅଭିନେତା ଶାହରୁଖ ଖାନ୍‌ ମହାରାଷ୍ଟ୍ର ମେଡିକାଲ କର୍ମଚାରୀଙ୍କ ଲାଗି ୨୫ ହଜାର ପିପିଇ (ପର୍ସନାଲ ପ୍ରୋଟେକ୍ସିଭ ଇକ୍ୱିପ୍‌ମେଣ୍ଟ) କିଟ୍‌ ଦାନ...

୨୮୯ କୋଟିର ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ମଧ୍ୟମ, କ୍ଷୁଦ୍ର ଓ ଅଣୁ ଶିଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୨୮୯ କୋଟି ୪୧ ଲକ୍ଷର ପ୍ୟାକେଜ ଘୋଷଣା କରିଛନ୍ତି। ପ୍ୟାକେଜ...

ବଲାଙ୍ଗୀର ପୌରପାଳିକା ବୁଲା ଗୋରୁଙ୍କୁ ଖାଇବାକୁ ଦେଉନି

ବଲାଙ୍ଗୀର, ୨୦ା୪-ଲକ୍‌ଡାଉନ ଅବଧିକୁ ପ୍ରାୟ ମାସେ ପୂରିବାକୁ ବସିଲାଣି। ବଲାଙ୍ଗୀର ସହରରେ ବୁଲା ଗାଈଗୋରୁ ଭୋକିଲା ଅବସ୍ଥାରେ ବୁଲୁଛନ୍ତି। ରାଜ୍ୟ ସରକାର ବୁଲା ଗାଈଗୋରୁ, କୁକୁରଙ୍କୁ...

ଜୁନ୍‌ ୩୦ ଯାଏ ଧାର୍ମିକ ସ୍ଥଳ ବନ୍ଦ ରହିବ

ଭୁବନେଶ୍ୱର,୯।୬(ବ୍ୟୁରୋ) :କେନ୍ଦ୍ର ସରକାର ଧାର୍ମିକ ସ୍ଥଳ, ଶପିଂମଲ ଖୋଲିବାକୁ ଅନୁମତି ଦେଇଛନ୍ତି। ତେବେ ରାଜ୍ୟ ସରକାର କରୋନା ସ୍ଥିତିକୁ ଦେଖି କଟକଣା ଜାରି କରିପାରିବେ ବୋଲି...

କଲାମଙ୍କ ନାମରେ ହେବ ପାର୍କ

ଭୁବନେଶ୍ୱର,୫।୮(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଦ୍ୱାରା ସ୍ଥାନୀୟ କଳିଙ୍ଗନଗର କେ-୮ ଅଞ୍ଚଳରେ ନିର୍ମାଣ ହେଉଥିବା ପାର୍କକୁ ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ୍‌ କଲାମଙ୍କ ନାମରେ ନାମିତ...

୧୫ ସୁଦ୍ଧା ଏମ୍‌ସରେ କାର୍ଯ୍ୟକ୍ଷମ ହେବ ଏକମୋ ମେଶିନ

ଭୁବନେଶ୍ୱର,୧।୭: ଭୁବନେଶ୍ୱର ଏମ୍‌ସରେ ପହଞ୍ଚିଛି ଏକମୋ ମେଶିନ। ଜୁଲାଇ ୧୫ ସୁଦ୍ଧା ଏହା କାର୍ଯ୍ୟକ୍ଷମ ହେବ। ଏପରି କି ଖୁବ ଶୀଘ୍ର ଦ୍ୱିତୀୟ ଏକମୋ ମେଶିନ...

Advertisement
Archives

Model This Week