ଯାଜପୁରର ୪ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ, ୩ ଜଣଙ୍କୁ ସଂକ୍ରମିତ କରିଛନ୍ତି ୭୩ ନଂ ଆକ୍ରାନ୍ତ

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ଯାଜପୁରର ୪ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଶନିବାର ସନ୍ଧ୍ୟାରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ ପାଇଛି। ଆକ୍ରାନ୍ତ ନଂ ୮୪, ୮୫, ୮୬ ଏବଂ ୮୭ଙ୍କ ବିବରଣୀ ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ୩ ଜଣଙ୍କୁ ସଂକ୍ରମିତ କରିଛନ୍ତି ୭୩ ନଂ. ଆକ୍ରାନ୍ତ। ୮୫, ୮୬ ୮୭ ନଂ ଆକ୍ରାନ୍ତ ୭୩ ନଂଙ୍କ ନିକଟ ସମ୍ପର୍କୀୟ ବୋଲି ଜଣାପଡ଼ିଛି। ୮୪ ନଂ ଆକ୍ରାନ୍ତ ୭୪ ନଂ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ୮୪ ନଂ ଆକ୍ରାନ୍ତ ୭୦ ବର୍ଷୀୟା ବୃଦ୍ଧା ହୋଇଥିବା ବେଳେ ୮୫ ନଂ ଆକ୍ରାନ୍ତ ହେଉଛନ୍ତି ଜଣେ ୨୧ ବର୍ଷୀୟ ଯୁବକ। ତାଙ୍କ ଘର ଯାଜପୁର ସଦର ଜାହାନପୁର। ସେ ୨୯ ମାର୍ଚ୍ଚରେ କୋଲକାତା ବାପା ଏବଂ ଅନ୍ୟ ଜଣେ ଯାତ୍ରୀଙ୍କ ସହ ଗାଡ଼ି ଭଡ଼ା କରି ଫେରିଥିଲେ। ୨୯ରୁ ୨୦ ଏପ୍ରିଲ ଯାଏ ସେ ଘରେ ଥିଲେ। ତାଙ୍କୁ ୨୧ ଏପ୍ରିଲରୁ ୨୩ ଏପ୍ରିଲ ଯାଏ ସରକାରୀ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଥିଲା। ତାଙ୍କ ପାଖରେ ଲକ୍ଷଣ ନ ଥିଲେ ହେଁ ପରୀକ୍ଷା କରାଯିବାରୁ ପଜିଟିଭ୍‌ ଆସିଥିଲା। ୮୬ ନଂ ଆକ୍ରାନ୍ତ ଜଣେ ୪୮ ବର୍ଷୀୟା ମହିଳା ହୋଇଥିବା ବେଳେ ସେହିପରି ୮୭ ନଂ ଆକ୍ରାନ୍ତ ହେଉଛନ୍ତି ୮୦ ବର୍ଷୀୟା ବୃଦ୍ଧା। ଏମାନେ ସମସ୍ତ ଘରେ ଥିଲେ। ତାଙ୍କ ଠାରେ ଲକ୍ଷଣ ନ ଥିଲା । ପଜିଟିଭ୍‌ ଚିହ୍ନଟ ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri