ଯାଜପୁରର ୫ ପଜିଟିଭ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଅପରାହ୍ନରେ ଚିହ୍ନଟ ୬ ଜଣଙ୍କ ମଧ୍ୟରୁ ୫ ଜଣ ଯାଜପୁର ଜିଲାର ବୋଲି ଜିଲାପାଳ ରଞ୍ଜନ ଦାସ ସୂଚନା ଦେଇଛନ୍ତି। ଆକ୍ରାନ୍ତ ୫ଜଣଙ୍କ ମଧ୍ୟରୁ ଯାଜପୁର ଜିଲା ଯାଜପୁର ବ୍ଲକର ୩, କୋରେଇ ବ୍ଲକର ୧ ଓ ଦଶରଥପୁର ବ୍ଲକର ୧ ଏବଂ ଏମାନେ ସମସ୍ତେ କୋଲକାତାରୁ ଫେରିଥିବା ନେଇ ଜିଲାପାଳ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri