ଯାଜପୁର ଜିଲାରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ: କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା ହେଲା ସାନତ୍ରିଲୋଚନପୁର ଓ ସଇପୁର

ଯାଜପୁର ଅଫିସ,୧୪।୪: ରାଜ୍ୟରେ ଚିହ୍ନଟ ହୋଇଥିବା ୫୬ ନମ୍ବର କରୋନା ଆକ୍ରାନ୍ତ ଯାଜପୁର ଜିଲା ଯାଜପୁର ବ୍ଲକ ଜାଫରପୁର ପଞ୍ଚାୟତ ସାନତ୍ରିଲୋଚନପୁର ଗ୍ରାମର। ଏ ନେଇ ମଙ୍ଗଳବାର ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଏହା ଜଣାପଡ଼ିବା ପରେ ସାନତ୍ରିଲୋଚନପୁର ଓ ନିକଟସ୍ଥ ସଇପୁର ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଛି।
ଆକ୍ରାନ୍ତ ଜଣଙ୍କ ମାର୍ଚ୍ଚ ୨୮ରେ ଏକ ମାଛ ଗାଡ଼ିରେ କଲିକତା ବାବୁଘାଟରୁ ବାହାରି ୨୯ ତାରିଖ ସକାଳେ ଯାଜପୁର ଜିଲା ପାଣିକୋଇଲିରେ ପହଞ୍ଚିଥିଲେ। ତାଙ୍କ ସହିତ ମାଛ ଗାଡିରେ ୧୮ଜଣ ଥିଲେ। ସେମାନଙ୍କ ମଧ୍ୟରୁ ଯାଜପୁର ଜିଲାର କୋରେଇ ଓ ପାଣିକୋଇଲି ଅଞ୍ଚଳର ୩ ଜଣ ଏବଂ ମୁକୁନ୍ଦପୁର ଅଞ୍ଚଳର ୫ ଜଣ ଆସିଥିଲେ। ସେମାନଙ୍କ ପରିଚୟ ଜାଣିବାକୁ ପ୍ରକ୍ରିୟା ଚାଲିଛି ବୋଲି ଜିଲାପାଳ ଦାସ ସୂଚନା ଦେଇଛନ୍ତି। ଏହା ଜିଲାରେ ଦ୍ବିତୀୟ ଆକ୍ରାନ୍ତ ବ୍ୟକ୍ତି। ପୂର୍ବରୁ ଯାଜପୁର ଜିଲାର ବ୍ରହ୍ମବରଦା ଅଞ୍ଚଳରେ ଜଣେ କରୋନା ଆକ୍ରାନ୍ତ ହୋଇ ସୁସ୍ଥ ହେବା ପରେ ଘରକୁ ଫରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଚାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri