ଯାଜପୁର ବିଧାୟକ ପ୍ରଣବଙ୍କୁ ନୂଆ ଦାୟିତ୍ୱ: ହେଲେ ବିଜେଡିର ସାଙ୍ଗଠନିକ ସମ୍ପାଦକ

ଭୁବନେଶ୍ୱର,୫।୩(ବ୍ୟୁରୋ): ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ଗୁରୁବାର ବିଜେଡିର ସାଙ୍ଗଠନିକ ସମ୍ପାଦକ ଭାବେ ପ୍ରଣବଙ୍କୁ ଦାୟିତ୍ୱ ମିଳିଛି। ସେ ଏବେ ଦଳର ସମସ୍ତ ପ୍ରକାର ସାଙ୍ଗଠନିକ ଦାୟିତ୍ୱ ବୁଝିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଖସିଛି, ଜାତୀୟସ୍ତରରେ ଉଠିଛି

ଅନୁଗୋଳ ଅଫିସ, ୨୨ା୮ ସ୍ବଚ୍ଛ ସର୍ବେକ୍ଷଣରେ ରାଜ୍ୟରେ ପଛେଇ ଯାଇଛି ଅନୁଗୋଳ ପୌରପାଳିକା। ଗତବର୍ଷ ମିଳିଥିବା ରାଜ୍ୟର ୧ନଂ. ସ୍ଥାନରୁ ଏହା ଖସିଆସିଛି ୯ମକୁ। ହେଲେ...

ଅନ୍‌ଲାଇନ୍‌ ଟିକସ ପୈଠ ପାଇଁ ସଚେତନ କରିବେ ଓ୍ବାର୍ଡ ଅଫିସର

ଭୁବନେଶ୍ୱର,୨୩।୮(ବ୍ୟୁରୋ):ରାଜଧାନୀରେ ରାଜସ୍ବ ଆଦାୟ କ୍ଷେତ୍ରରେ ପଛରେ ପଡ଼ିଯାଇଛି ବିଏମ୍‌ସି। ହୋଲ୍ଡିଂ ଟିକସ ଏବଂ ଅନ୍ୟାନ୍ୟ କର ଆଦାୟ କରିବାରେ ୱାର୍ଡ ଅଧିକାରୀମାନେ ଆଖିଦୃଶିଆ କାର୍ଯ୍ୟ କରିପାରୁ...

ପାନ ତାତି: ଶ୍ରୀମନ୍ଦିରରେ ସହାୟକଙ୍କୁ ଧକ୍କା ମାରିଲେ ସେବାୟତ

ପୁରୀ ଅଫିସ, ୧୮ା୨: ଶ୍ରୀମନ୍ଦିର ଭିତରକୁ କେହି ପାନ, ଗୁଟ୍‌ଖା ଖାଇ ଯାଇପାରିବେ ନାହିଁ। ଏହା ଉପରେ କଟକଣା ଲଗାଇଛି ମନ୍ଦିର ପ୍ରଶାସନ। ଅବମାନନା କଲେ...

ବର୍ଷେ ହେଲା ଓଡ଼ିଶା ସୀମାରେ ଆନ୍ଧ୍ର କରୁଛି ରାସ୍ତା

ଗୁଣପୁର,୨୩ା୨: ଓଡ଼ିଶାର ସୀମା ଅସୁରକ୍ଷିତ ହୋଇପଡ଼ିଛି। ଆନ୍ଧ୍ର ଚଞ୍ଚକତା କରି ଗୋଟିଏ ପରେ ଗୋଟିଏ ଅଞ୍ଚଳକୁ ମାଡ଼ିଚାଲିଛି। ଓଡ଼ିଶା ସୀମାବର୍ତ୍ତୀ ଗ୍ରାମ ଉପରେ ଆନ୍ଧ୍ରର ଦାଦାଗିରି...

ଫ୍ଲାଇଟ ବୁକିଂରେ ୬୫ଲକ୍ଷ ଟଙ୍କା ଠକେଇ

ଭୁବନେଶ୍ୱର,୨।୧୨ (ବ୍ୟୁରୋ): ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ କଳା କାରନାମା ଶେଷ ହେବାର ନାଁ ଧରୁନାହିଁ। ଠକେଇ ଅଭିଯୋଗରେ ଉଭୟଙ୍କ ବିରୋଧରେ...

କଠିନ ବର୍ଜ୍ୟରେ ଭର୍ତ୍ତି ଦୟା ଓ୍ବେଷ୍ଟ କେନାଲ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବଡ଼ଗଡ଼ରୁ ପଳାଶୁଣୀ ପର୍ଯ୍ୟନ୍ତ ଲମ୍ବିଥିତ୍ବା ଦୟା ଓ୍ବେଷ୍ଟ କେନାଲ ଦିନେ ଭୁବନେଶ୍ୱରବାସୀଙ୍କ ଦୈନନ୍ଦିନ କାର୍ଯ୍ୟରେ ଲାଗୁଥିବାବେଳେ ବର୍ତ୍ତମାନ ଏହା ନାଳରେ ପରିଣତ ହୋଇଛି। ଏଥିରେ...

ସମୁଦ୍ରରେ ଚାଲିଛି ଚୋରା ତେଲ ବ୍ୟବସାୟ

ପାରାଦୀପ,୧୮ା୬(ସ୍ବ.ପ୍ର.): ଦୀର୍ଘ ୨ ମାସ ଧରି ଜାରି ହୋଇଥିବା ସାମୁଦ୍ରିକ କଟକଣା ଗତ ୧୪ ତାରିଖ ରାତିରେ ହଟିବା ପରେ ଏବେ ସମୁଦ୍ରରେ ଜୋରଦାର ମାଛଧରା...

ଖବରଦାତା-ଆଇନଜୀବୀ ମୁହଁ।ମୁହିଁ ଭିଡିଓ ଭାଇରାଲ ଘଟଣା: ଥାନାରେ ମାମଲା ରୁଜୁ

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ଖଣ୍ଡପଡ଼ା କୋର୍ଟ ପରିସରରେ ଗୁରୁବାର ଜଣେ ଖବରଦାତା ଓ ଜଣେ ଆଇନଜୀବୀଙ୍କ ମଧ୍ୟରେ ମୁହଁ।ମୁହିଁ ହୋଇଥିବାର ଭିଡିଓ ଭାଇରାଲ୍‌ ହୋଇଛି।...

Advertisement
Archives

Model This Week