ଯାଜପୁର ବ୍ରହ୍ମବରଦାରେ ଏପ୍ରିଲ ୧୨ ରାତି ୮ଟା ଯାଏ ବଢ଼ିଲା କଣ୍ଟେନ୍‌ମେଣ୍ଟ ଅବଧି

ଯାଜପୁର,୮।୪(ଡି.ଏନ୍‌.ଏ.): ଯାଜପୁର ଜିଲା ବ୍ରହ୍ମବରଦାରେ କଣ୍ଟେନମେଣ୍ଟ ଅବଧିକୁ ବୃଦ୍ଧି କରାଯାଇଛି। ଏପ୍ରିଲ ୧୨ ରାତି ୮ଟା ଯାଏ କଣ୍ଟେନ୍‌ମେଣ୍ଟ ଅବଧିକୁ ଜିଲା ପ୍ରଶାସନ ବଢ଼ାଇଛି। ବ୍ରହ୍ମବରଦା ଅଞ୍ଚଳରେ ଜଣେ ନିଜାମୁଦ୍ଦିନ ଫେରନ୍ତା କରୋନାରେ ଆକ୍ରାନ୍ତ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ବୁଧବାର ଏହି ଅବଧି ଶେଷ ହୋଇଥାନ୍ତା। ମାତ୍ର ଆସନ୍ତା ୧୨ ତାରିଖ ରାତି ୮ଟା ପର୍ଯ୍ୟନ୍ତ ଏହି ଅବଧିକୁ ବୃଦ୍ଧି କରାଯାଇଛି । ସମସ୍ତ ଅଞ୍ଚଳରେ ସର୍‌ଭେଲାନ୍ସ କାର୍ଯ୍ୟ ସରି ନ ଥିବାରୁ ପ୍ରଶାସନ ଏପରି ନିଷ୍ପତ୍ତି ନେଇଛି। ତେବେ ଲୋକମାନଙ୍କ ନିକଟରେ ଅତ୍ୟାବଶ୍ୟକ ସାମଗ୍ରୀ ପ୍ରଶାସନ ପକ୍ଷରୁ ପହଞ୍ଚାଇ ଦିଆଯାଉଛି ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଯାଜପୁର ଜିଲାର ପ୍ରଥମ କରୋନା ଆକ୍ରାନ୍ତ ବ୍ୟକ୍ତି ବ୍ରହ୍ମବରଦାରୁ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ଏଭଳି କଡ଼ା ପଦକ୍ଷେପ ଗ୍ରହଣ କରିଥିଲା। ବ୍ରହ୍ମବରଦା ସମେତ ବନ୍ଧଡିହ, ଲଙ୍କାବାଲିସାହି, ବଡ଼ରାଏପଡା, ଖଣ୍ଡାସ, ବାଲିଗୁଡା, ମହେଶ୍ୱରପୁର, ଚାନ୍ଦପୁର, କୋଠିଡିହ, ବାଙ୍କସାହି, ସାହାପଡା, ଦେଉଳି (ଆଂଶିକ) ଅଂଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭିତରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରସ୍ପର କଥା ହେଉନାହାନ୍ତି କି କୋହଲି-ଗମ୍ଭୀର: କୋଚ କଲେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୭।୭: ବିରାଟ କୋହଲି ଏବଂ ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମଧ୍ୟରେ ସମ୍ପର୍କକୁ ନେଇ ବହୁତ ସମୟ ଧରି କଳ୍ପନାଜଳ୍ପନା ଚାଲିଛି। ଗତ ବର୍ଷ…

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ…

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

ମର୍ମନ୍ତୁଦ ଦୁର୍ଘଟଣା; ସ୍କୁଲ ଭ୍ୟାନକୁ ପିଟିଲା ପାସେଞ୍ଜର ଟ୍ରେନ, ୨ ଛାତ୍ରଙ୍କ ସମେତ ୩ ମୃତ

କୋଲକାତା,୧୭।୭:ପଶ୍ଚିମବଙ୍ଗର ମୁର୍ଶିଦାବାଦ ବରହମପୁରରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି । ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍ । ଏହି…

ପ୍ରେମ ବିବାହର ୩ ବର୍ଷ ପରେ ବଦଳିଗଲା ସ୍ବାମୀର ମନ, ଖାଇବାକୁ ଦେବା ବାହାନାରେ ପାହାଡ଼କୁ ନେଇ କାଟିଦେଲେ….

ଭୋପାଳ,୧୭।୭: ମଧ୍ୟପ୍ରଦେଶର ଦେବାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ତାଙ୍କ ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ଆକ୍ରମଣ କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri