ଯାଜପୁର ଲୋକସଭା ଆସନରେ ବିଜେଡି ଆଗରେ

ଯାଜପୁର ଅଫିସ,୨୩ା୫ : ଯାଜପୁର ଲୋକସଭା ବିଜେଡି ପ୍ରାର୍ଥୀ ସର୍ମିଷ୍ଠା ସେଠୀ ୭ମ ପର୍ଯ୍ୟାୟ ଭୋଟ୍‌ ଗଣତି ସୁଦ୍ଧା ୬୭୬୭ ଭୋଟ୍‌ ବ୍ୟବଧାନରେ ଆଗୁଆ ଥିବା ଜଣାପଡିଛି। ସେ ମୋଟ୍‌ ୨୩,୩୦୮ ଭୋଟ୍‌ ପାଇଥିବାବେଳେ ଭାଜପା ପ୍ରାର୍ଥୀ ୧୬୬୪୧ ଖଣ୍ଡ ଭୋଟ୍‌ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ୩୦୭୫ ଖଣ୍ଡ ଭୋଟ୍‌ ପାଇଛନ୍ତି। ଅନ୍ୟପକ୍ଷରେ ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ୮୦୧ ଭୋଟ୍‌ରେ ଆଗୁଆ ଅଛନ୍ତି। ଧର୍ମଶାଳା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ୨୫୬୬, ସୁକିନ୍ଦାରେ ବିଜେଡି ପ୍ରାର୍ଥୀ ୬୩୩୪, ବରୀରେ ପ୍ରଥମ ପର୍ଯ୍ୟାୟ ଗଣତିରେ ବିଜେଡି ପ୍ରାର୍ଥୀ ୯୮୩, ବିଞ୍ଝାରପୁରରେ ବିଜେଡି ପ୍ରାର୍ଥୀ ୭୦୦ ଓ ଯାଜପୁରରେ ବିଜେଡି ପ୍ରାର୍ଥୀ ୩୦୦୦ ଭୋଟ୍‌ ବ୍ୟବଧାନରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri