ଯାଜପୁର ୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ ମହିଳା: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ପୂର୍ବ ପଜିଟିଭ୍‌ଙ୍କ ପରିବାର ସଦସ୍ୟ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଯାଜପୁରରେ ଚିହ୍ନଟ ହୋଇଥିବା ୪ ନୂଆ କରୋନା ପଜିଟିଭ୍‌ଙ୍କ ମଧ୍ୟରେ ୩ଜଣ ମହିଳା ଏବଂ ଜଣେ ଯୁବକ ରହିଛନ୍ତି। ରାଜ୍ୟ ସୂଚନା ଏବଂ ପ୍ରସାରଣ ବିଭାଗର ଟୁଇଟ୍‌ ଅନୁଯାୟୀ, ଆକ୍ରାନ୍ତମାନଙ୍କ ବୟସ ଯଥାକ୍ରମେ ୪୮,୭୦,୮୦ ଏବଂ ୨୧ ବର୍ଷ। ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା ପୂର୍ବ ପଜିଟିଭ୍‌ଙ୍କ ପରିବାରର ସଦସ୍ୟ। ଆକ୍ରାନ୍ତମାନଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ କରାଯାଇ ସେମାନଙ୍କ ନମୂନା ସଂଗ୍ରହ କରାଯାଇଥିଲା। ଶେଷରେ ଗୁରୁବାର ଏହା ପଜିଟିଭ୍‌ ଆସିଥିବା ବିଭାଗ ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ଯାଜପୁରର ୪ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ପଜିଟିଭ୍‌ଙ୍କ ସଂଖ୍ୟା ୮୭ରେ ପହଞ୍ଚିଛି। ଅପରପକ୍ଷେ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ଚଳନ୍ତା କୋଇଲା ବୋଝେଇ ଟ୍ରକ୍‌

ପରଜଙ୍ଗ,୨୮।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ. ଜାତୀୟ ରାଜପଥ ଦୁର୍ଗା ହୋଟେଲ ସମ୍ମୁଖରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ...

ଘନକୁହୁଡ଼ି: ଚିଲିକା ମଝିରେ ଦେଢ଼ଘଣ୍ଟା ଅଟକିଲା ଡଙ୍ଗା, ଯାତ୍ରୀ ଆତଙ୍କିତ

କୃଷ୍ଣପ୍ରସାଦ,୧୬।୧(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରେ ଘନ କୁହୁଡ଼ି ଯୋଗୁ ସାତପଡ଼ା-ଜହ୍ନିକୁଦା ଚିଲିକା ମଝିରେ ଏକ କୁଦରେ ଯାତ୍ରୀବାହୀ ଡଙ୍ଗା ଅଟକି ଯିବାରୁ ଲୋକେ...

ଦୌଡ଼କୁଦ ନିମନ୍ତେ ଭିତ୍ତିଭୂମିର ଅଭାବ

ବ୍ରହ୍ମପୁର ଅଫିସ,୨୯।୮: ପ୍ରତିବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଉଛି। କ୍ରୀଡ଼ା ତଥା କ୍ରୀଡ଼ାବିତ୍‌ଙ୍କ ବିକାଶ ନିମନ୍ତେ ୨୦୧୨ରୁ ଏହି ଦିବସ...

୬ ସିନିୟର ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୧୫ା୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିସୁଟ୍‌ର ଦ୍ୱିତୀୟ ବର୍ଷ ଛାତ୍ର ମାନସ ସିଂଙ୍କୁ ମାଡ଼ ଘଟଣାରେ କର୍ତ୍ତୃପକ୍ଷ ସମ୍ପୃକ୍ତ ୬ଜଣ ସିନିୟର ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ...

ମହୀପୁର-ନୂଆଗାଁ ରେଳ ଚଳାଚଳ ଶୁଭାରମ୍ଭ

ନୂଆଗାଁ,୧।୭(ଡି.ଏନ.ଏ.): ମହୀପୁରରୁ ନୂଆଗାଁକୁ ରେଳ ଚଳାଚଳ ଗୁରୁବାର ଆରମ୍ଭ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉକ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର-ମହୀପୁର-ଭୁବନେଶ୍ୱର ସ୍ପେଶାଲ...

ମମତା ସହାୟତା ପ୍ରଦାନରେ ଅବହେଳା , ୧୬ ସିଡିପିଓଙ୍କୁ କାରଣ ଦର୍ଶାଅ ନୋଟିସ

ଛତ୍ରପୁର,୧୮ା୧୨(ଡି.ଏନ.ଏ)- ମମତା ଯୋଜନାରେ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନରେ ଅବହେଳା ଗଞ୍ଜାମ ଜିଲାର ୧୬ ସିଡିପିଓଙ୍କୁ ମହଙ୍ଗା ପଡିଛି। କାର୍ଯ୍ୟାନୁଷ୍ଠାନ ସ୍ବରୁପ ଜିଲାପାଳ ବିଜୟ ଅମୃତା...

କମିଶନରେଟ ପୋଲିସରେ ଖୋଲିବ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ବ୍ୟବସାୟିକ ରାଜଧାନୀ କଟକରେ ଦିନକୁ ଦିନ ଅପରାଧ ବଢିବାରେ ଲାଗିଛି। ଏହା କମିଶନରେଟ ପୋଲିସ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି...

୩୫୦୦ କୋଟି ଋଣ କରିବ ଓଡ଼ିଶା

ଭୁବନେଶ୍ୱର,୧୨। ୯(ବ୍ୟୁରୋ):  କୋଭିଡ୍‌-୧୯ ମହାମାରୀ ଯୋଗୁ ରାଜ୍ୟ ଭୟଙ୍କର ଆର୍ଥିକ ସଙ୍କଟ ମଧ୍ୟରେ ଗତିକରୁଛି। ମହାମାରୀ ଯୋଗୁ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ ଗୁରୁତର...

Advertisement
Archives

Model This Week