ଯାଞ୍ଚ ପରେ ଠପ୍‌ ବିବାହମଣ୍ଡପ, କଲ୍ୟାଣମଣ୍ଡପ ସିଲ୍‌ ପ୍ରକ୍ରିୟା: ବାହାଘର ବାହାନାରେ ରହିଲା ସ୍ଥଗିତ

ଭୁବନେଶ୍ୱର, ୯ା୧୨ (ବ୍ୟୁରୋ): ଭୁବନେଶ୍ୱରର ଦୁଇ ଜୋନ ଦକ୍ଷିଣ ପୂର୍ବ ଓ ଉତ୍ତର ଜୋନରେ କଲ୍ୟାଣମଣ୍ଡପ ଓ ବିବାହ ମଣ୍ଡପଗୁଡ଼ିକର ଯାଞ୍ଚ ସରିଛି। ଯାଞ୍ଚ ପରେ ଟ୍ରେଡ ଲାଇସେନ୍ସ, ହୋଲ୍ଡିଂ ଟ୍ୟାକ୍ସ, ବିଲ୍ଡିଂ ପ୍ଲାନ, ଓ୍ବୋଷ୍ଟ ମ୍ୟାନେଜ୍‌ମେଣ୍ଟ, ଉପୁଜୁଥିବା ଟାଫିକ୍‌ ସମସ୍ୟା ଉପୁଯାଉଥିବା ୪୮ଟି କଲ୍ୟାଣ ମଣ୍ଡପ, ବିବାହ ମଣ୍ଡପକୁ ସିଲ କରାଯିବ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରକାଶ କରିଛି। ଏମିତିକି କେଉଁଦିନ କେଉଁ ବିଲ୍ଡିଂ ସିଲ୍‌ ହେବ ତା’ମଧ୍ୟ ଘୋଣୋ ସରିଛି। କିନ୍ତୁ ଏବେ ଆଗକୁ ବିବାହ ଥିବା ବାହାନାରେ ସିଲ୍‌ ହେଉନି ବିବାହ ମଣ୍ଡପ ଓ କଲ୍ୟାଣ ମଣ୍ଡପ। ଏହା ଅନ୍ୟ ଯାଞ୍ଚ ପ୍ରକ୍ରିୟା ପରି ଅନିଶ୍ଚିତତା ମଧ୍ୟକୁ ଚାଲିଯିବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଡାକ୍ତରଙ୍କ ଠକେଇ ପେଡ଼ି ଖୋଲୁଛି

ଭୁବନେଶ୍ୱର, ୨୧।୨(ବ୍ୟୁରୋ): ଅର୍ଥ ପାଇଁ ୧୭ଜଣଙ୍କୁ ବିବାହ କରିଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ଠକେଇ ପେଡି ଖୋଲିବାରେ ଲାଗିଛି। ଶନିବାରଠାରୁ ୫ଦିନିଆ...

ବ୍ୟାଗ୍‌ରୁ ମିଳିଲା ୩୦ଲକ୍ଷ ଟଙ୍କା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)-ଖଣ୍ଡଗିରି ଥାନା ତପୋବନ ଅଞ୍ଚଳରୁ ଶୁକ୍ରବାର ପୋଲିସ ଟଙ୍କା ଭର୍ତ୍ତି ବ୍ୟାଗ୍‌ ସହ ଜଣେ ଯୁବକଙ୍କୁ ଧରିଛି। ଉକ୍ତ ବ୍ୟାଗ୍‌ଟିରେ ପ୍ରାୟ ୩୦ଲକ୍ଷ ଟଙ୍କା ଥିବା...

ଶିଶିର ସରସ ମେଳା ଆରମ୍ଭ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ବିଭିନ୍ନ ଆକର୍ଷଣୀୟ ସାମଗ୍ରୀକୁ ନେଇ ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ମଙ୍ଗଳବାରଠାରୁ ଶିଶିର ସରସ ମେଳା ଆରମ୍ଭ ହୋଇଛି। ଏହା ଜାନୁୟାରୀ ୬ତାରିଖ ପର୍ଯ୍ୟନ୍ତ...

ଡ୍ରାଇଭିଂ ଟେଷ୍ଟ ଦେଉଥିଲେ ଏସ୍‌ପି: ସମୁଦ୍ରରେ ଫସିିିଲା ପୋଲିସ ଭ୍ୟାନ୍‌

ବାଲେଶ୍ୱର ଅଫିସ,୨୪।୯: ବାଲେଶ୍ୱର ଜିଲାର ପୋଲିସ ନାମରେ ଥିବା ଏକ ଗାଡ଼ି (ନଂ. ଓଡ଼ି୦୫ବିଏ-୪୬୧୬) ବୁଧବାର ରାତିରେ ଚାନ୍ଦିପୁର ଆଇଟିଆର୍‌ର ନିଷିଦ୍ଧାଞ୍ଚଳ ୬ହଜାର ପଏଣ୍ଟ ତଥା...

ଯେତେ ବଳ ଗୋଟାଇଲେ ବି ଉପକୂଳ ଛୁଇଁବନି ବାତ୍ୟା

ଭୁବନେଶ୍ୱର,୯ା୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୭୪୦ କିଲୋମିଟର ଦୂର ଉତ୍ତର, ଉତ୍ତର-ପୂର୍ବ ଦିଗରେ...

ବଡ଼ଦାଣ୍ଡରେ ନାବାଳକଙ୍କ ଭିକ୍ଷାବୃତ୍ତି: ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁର ବାସ୍ତବତାକୁ ନେଇ ପ୍ରଶ୍ନ

ପୁରୀ ଅଫିସ, ୨୩ା୨: ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ। ୬ରୁ ୧୪ ବର୍ଷ ବୟସର ପିଲାଙ୍କୁ ପ୍ରାଥମିକ ଶିକ୍ଷା ପ୍ରଦାନ କରି ସାମାଜିକ, ଆଞ୍ଚଳିକ ତଥା...

ପୁଣି ବଦଳିଲା ତାରିଖ: ମେ’ ୧୬ରେ ପିପିଲି ଭୋଟ୍‌

ଭୁବନେଶ୍ୱର,୨୨।୪(ବ୍ୟୁରୋ): ପୁଣି ଥରେ ବଦଳିଛି ପିପିଲି ଉପନିର୍ବାଚନ ତାରିଖ। ପୂର୍ବରୁ ମେ’ ୧୩ ତାରିଖର ଭୋଟ୍‌ ଗ୍ରହଣ ନେଇ ଘୋଷଣା କରାଯାଇଥିଲା। ହେଲେ ଏବେ ମେ’...

କବିକସ୍ତୁରୀ ଫାଉଣ୍ଡେଶନର ବାର୍ଷିକୋତ୍ସବ: ‘ହାଡ଼ିବନ୍ଧୁ ପାଢ଼ୀ ଙ୍କୁ ବିଚାରକ ମଉଡ଼ମଣି ସମ୍ମାନ

କଣାସ,୧୬ା୧(ସ.ପ୍ର.): କଣାସ ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତରେ ଅବସ୍ଥିତ କବିକସ୍ତୁରୀ ଫାଉଣ୍ଡେଶନର ସପ୍ତଦଶତମ ବାର୍ଷିକ ଉତ୍ସବ ବୁଧବାର ବିଜୟ ବିହାରସ୍ଥିତ ଶିଶୁ ବିକାଶ ବିଦ୍ୟାମନ୍ଦିର ପରିସରରେ...

Advertisement
Archives

Model This Week